Author: Nirvay

ଜୁଲାଇ ୧ ରୁ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଏହି ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୧ ତାରିଖରୁ ଆରମ୍ଭ ହୋଇ ୧୦ ତାରିଖ ଯାଏଁ ଚାଲିବ । ଏହି ପରୀକ୍ଷା ଗୋଟିଏ ସିଟିଂରେ ସକାଳ…

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ

+୨ ପରୀକ୍ଷା ଫଳାଫଳକୁ ନେଇ ବଡ଼ ଖବର । ଆସନ୍ତାକାଲି ଅପରାହ୍ଣ ୪ଟା ବେଳେ ପ୍ରକାଶ ପାଇବ +୨ ପରୀକ୍ଷାଫଳ । ଭୁବନେଶ୍ୱର ସ୍ଥିତ ପରିଷଦ କାର୍ଯ୍ୟାଳୟ ପରିସରରେ ଏହା ପ୍ରକାଶ ପାଇବ । ଏକା ସଙ୍ଗେ କଳା, ବାଣିଜ୍ୟ ଓ…

ରାଜ୍ୟ ସରକାରଙ୍କ ଦ୍ୱାରା ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ ଚୁଡାନ୍ତ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ-୨୦୨୫ (Odisha Adventure Tourism Guidelines-2025) କୁ ଚୁଡାନ୍ତ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ୟାନ୍ୟ କ୍ଷେତ୍ର…

ପୋଲାଭରମ ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ରାଜ୍ୟ ସରକାର: ବିଜେଡି

ପୋଲାଭରମ ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୮ ତାରିଖରେ ହେବାକୁ ଥିବା ବୈଠକରେ ଓଡିଶା ସରକାର ତାଙ୍କର ପକ୍ଷ ରଖିବା ପୂର୍ବରୁ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କ ସମ୍ମୁଖରେ ତାଙ୍କର…

ଇ-ଜିରୋ ଏଫଆଇଆର ବ୍ୟବସ୍ଥାର ପାଇଲଟ ପ୍ରୋଜେକ୍ଟ ର ଶୁଭାରମ୍ଭ କଲେ ଅମିତ ଶାହ

ଦିଲ୍ଲୀରୁ ଇ-ଜିରୋ ଏଫଆଇଆର (FIR) ବ୍ୟବସ୍ଥାର ପାଇଲଟ ପ୍ରୋଜେକ୍ଟ ଶୁଭାରମ୍ଭ ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସୋମବାର ଦିନ ସୋସିଆଲ ମିଡିଆ ପ୍ଲାଟଫର୍ମ x ମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ ଗୃହ ମନ୍ତ୍ରଣାଳୟର ଭାରତୀୟ ସାଇବର ଅପରାଧ…

ଜଳଖିଆରେ ‘ପାଳୁଅ ଲଡୁ’କୁ ସାମିଲ କରିବାକୁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ

ଜଳଖିଆରେ ପାଳୁଅ ଲଡ଼ୁକୁ ସାମିଲ କରିବାକୁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି । ସରକାରୀ କାର୍ଯ୍ୟକ୍ରମରେ ଜଳଖିଆରେ ‘ପାଳୁଅ ଲଡୁ’ ସାମିଲ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସରକାରୀ ବିଭାଗକୁ ଜିଲ୍ଲାପାଳଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି…

ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟକଳାପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଆଜି ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ…

ଅସ୍ତ୍ରଶସ୍ତ୍ର କିଣିବାକୁ ପ୍ରତିରକ୍ଷା ବାହିନୀକୁ ୪୦ ହଜାର କୋଟିର ସହାୟତା ଘୋଷଣା

ଏଣିକି ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର କ୍ରୟ ପାଇଁ ପ୍ରତିରକ୍ଷା ବାହିନୀକୁ ମିଳିଲା ଜରୁରୀ କ୍ଷମତା । ଅସ୍ତ୍ରଶସ୍ତ୍ର କିଣିବାକୁ ୪୦ ହଜାର କୋଟିର ବଡ଼ ସହାୟତା ମିଳିବ । ଉଚ୍ଚସ୍ତରୀୟ ଅଧିକାରୀଙ୍କ ଉପସ୍ଥିତିରେ DAC…

ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଅପରେସନ୍‍ ସିନ୍ଦୁର’ର ସଫଳତା ପାଳନ ଅବସରରେ ଭୁବନେଶ୍ୱର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନ କରିବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ଲିଙ୍ଗିପୁର ପଞ୍ଚାୟତର ନୂଆଗାଁ ଛକଠାରୁ ଝାଡୁମଲ୍ଲୀ ମନ୍ଦିର…

ଅପରେସନ ସିନ୍ଦୂରରେ ଓଡ଼ିଶା ଡ୍ରୋନ୍ ର ସଫଳତା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଲେ

ଅପରେସନ ସିନ୍ଦୂରରେ ବ୍ୟବହାର ହୋଇଥିଲା ଓଡ଼ିଶା ନିର୍ମିତ ଡ୍ରୋନ । ସମ୍ପୂର୍ଣ୍ଣ ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ଡ୍ରୋନ ଅପରେସନ ସିନ୍ଦୂରରେ ଭ୍ୟାଲିରେ ଥିବା ଯବାନମାନଙ୍କୁ ବହୁ ମାତ୍ରାରେ ସାହାଯ୍ୟ କରିଥିଲା । ଓଡିଶା ମାଟିରେ ପ୍ରସ୍ତୁତ ଡ୍ରୋନ ଅପରେସନ…