Author: Nirvay

ନବ ଦାସ ହତ୍ୟା ପରେ ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ କ୍ରାଇମ୍‌ବ୍ରାଞ୍ଚର ଜେରା

ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଖୋଳତାଡ଼ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ବ୍ରଜରାଜନଗର ଥାନାରେ ସରୋଜ ସା’ ନାମକ ଯୁବକଙ୍କୁ ପଚରାଉଚରା କରୁଛନ୍ତି କ୍ରାଇମ୍‌ବ୍ରାଞ୍ଚ । ସୂଚନା ଅନୁଯାୟୀ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ ସା’ ।…

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଗାର୍ଡ ଅଫ ଅନର

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଆଜି ବିଧାନସଭା ପରିସରରେ ଶେଷ ଦର୍ଶନ କରିବା ସହିତ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଇ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ବିଧାନସଭା ପରିସରରେ ତାଙ୍କୁ ଗାର୍ଡ…

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା ସମ୍ପର୍କିତ…

ଆୟୁଷ୍ମାନ ଭାରତ ଯୋଜନା ସହ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ଓଡିଶା କ୍ୟାବିନେଟର ମଞ୍ଜୁରୀ

ଗତ କାଲି ୨୦୨୫ ମାର୍ଚ୍ଚ ୨୦ ତାରିଖରେ ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୭ଟି ବିଭାଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ…

କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କଂଗ୍ରେସର ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ୨୦୧୪ ରେ କଂଗ୍ରେସ…

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା । ଯଦି କୌଣସି ବ୍ୟକ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୁଏ ତେବେ ତାଙ୍କୁ ହସ୍ପିଟାଲରୁ ୧୦୯ ଆମ୍ବୁଲାନ୍ସ ଯୋଗେ ଘରକୁ କିମ୍ବା ଶ୍ମଶାନକୁ ନିଆଯିବ । ଏଥିପାଇଁ କୌଣସି ଅର୍ଥ…

ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ ଇସ୍କନକୁ ଅନୁରୋଧ କରିଛି ଶ୍ରୀମନ୍ଦିର ପ୍ରଶାସନ

ଅଦିନିଆ ରଥଯାତ୍ରାକୁ ନେଇ ରାଜ୍ୟ ଅତିଥି ଭବନରେ ଗୁରୁବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଭାରତ ଭିତରେ ଯେପରି ପାଳନ ହେଉଛି,…

ଏପ୍ରିଲ ୧ ରୁ ଭୁବନେଶ୍ୱର – ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା

ଓଡ଼ିଶାର ବିମାନ ଚଳାଚଳ ଯାତ୍ରାରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଛି । ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଘୋଷଣା କରିଛି ଯେ ଓଡ଼ିଶାର ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ଏପ୍ରିଲ ୧ ରୁ ଆରମ୍ଭ ହେବ…

ଆସନ୍ତା ୨୨ରେ ଡା.ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା

ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଗତ ୧୭ ତାରିଖ ଦିନ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ଦେହାନ୍ତ ହୋଇଛି । ଆସନ୍ତା ୨୨ ତାରିଖ ସଂଧ୍ୟା ୫ଟାରେ…

ଆସନ୍ତାକାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ସକାଳ ସ୍କୁଲ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ…