Author: Nirvay

ପାକିସ୍ତାନରୁ ସମସ୍ତ ଆମଦାନୀ, ରପ୍ତାନୀ ବ୍ୟାନ୍‌ କଲା ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନକୁ ଗୋଟେ ପରେ ଗୋଟେ ଝଟକା ଦେଉଛି ଭାରତ । ଭାରତ ପକ୍ଷରୁ ପାକିସ୍ତାନରୁ ସମସ୍ତ ପ୍ରକାରର ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର । ଏନେଇ ବାଣିଜ୍ୟ…

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେଡି ନେତା ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ୱିବେଦୀଙ୍କ ନାଁରେ ବାଲେଶ୍ୱର ଏସ୍‌ଡିଜିଏମ୍‌ଙ୍କ କୋର୍ଟରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି । ଆର୍ଥିକ ଅନିୟମିତତା ମାମଲାରେ କ୍ରାଇମ୍ବ୍ରାଞ୍ଚ ଇଓଡବ୍ଲ୍ୟୁ ଦ୍ବାରା ଗିରଫ ହୋଇ ବିଚାର…

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଅପରାହ୍ନରେ ବୈଠକ ଡାକିଛି ଶ୍ରୀମନ୍ଦିର ପ୍ରଶାସନ

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଙ୍କ ଚିଠିପରେ ଆକ୍ସନ ମୋଡରେ ଶ୍ରୀମନ୍ଦିର ପ୍ରଶାସନ । ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ପରେ ଆଜି ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ପ୍ରଶାସନ ବୈଠକ ଡାକିଛି । ଏହି ବୈଠକରେ ଶ୍ରୀମନ୍ଦିର ପ୍ରଶାସନ ସହ…

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଡିଜିଙ୍କୁ NHRCର ନୋଟିସ୍‌

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଡିଜିଙ୍କୁ ନୋଟିସ୍‌ ଜାରି କରିଛି NHRC । କିଟ୍‌ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ଗମ୍ଭୀରତାର ସହ ନେଇଛି ଜାତୀୟ ମାନବାଧିକାର କମିଶନ୍ । ପୀଡ଼ିତାଙ୍କ…

IAS ନିକୁଞ୍ଜ ଧଳଙ୍କୁ ହଠାତ୍ ଦାୟିତ୍ୱ ମୁକ୍ତ କଲେ ରାଜ୍ୟ ସରକାର

ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସ୍ୱତନ୍ତ୍ର ଦାୟିତ୍ୱରେ ଯୋଗ ଦେବା ପାଇଁ ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ହଠାତ୍ ରାଜ୍ୟ ସରକାର ଦାୟିତ୍ୱ ମୁକ୍ତ କରିଛନ୍ତି । ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ନିକୁଞ୍ଜ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ…

ନେପାଳୀ ଛାତ୍ରୀ ମୃତ୍ୟୁକୁ ନେଇ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା UGC

କିଟ୍ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛି ୟୁଜିସି । ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) କ୍ୟାମ୍ପସରେ ପୁଣି ଥରେ ଜଣେ…

ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର…

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଫଳାଫଳ । ଏହି ରେଜଲ୍ଟ ଅପରାହ୍ନ ୪ଟାରେ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯିବ । ବିଏସ୍‌ଇ ଅଧିକାରୀଙ୍କ କହିବା ଅନୁଯାୟୀ, ଏହି ବର୍ଷ…

କିଟ୍‌ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା

କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଜନିତ ପରବର୍ତ୍ତୀ ଘଟଣାକୁ ନେଇ ବିବାଦ ଥମିନଥିବା ବେଳେ ପୁଣି ଆଉ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି । କିଟ୍‌ (KIIT) ବିଶ୍ଵବିଦ୍ୟାଳୟରେ ପୁଣି…

ବୈଜୟନ୍ତ ପଣ୍ଡା ପାର୍ଲିଆମେଣ୍ଟରୀ କମିଟି ଅନ ପବ୍ଲିକ ଅଣ୍ଡର ଟେକିଂସ ର ଅଧ୍ୟକ୍ଷ ନିଯୁକ୍ତ

ଲୋକସଭା ବାଚସ୍ପତି ଓମ୍ ବିର୍ଲା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପାର୍ଲିଆମେଣ୍ଟରୀ କମିଟି ଅନ ପବ୍ଲିକ ଅଣ୍ଡର ଟେକିଂସ (Parliamentary Committee on Public Undertakings) ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି । ଏହି…