Author: Nirvay

Additional Security Deposits: ଟାଟା ପାୱାରର ଅତିରିକ୍ତ ସୁରକ୍ଷା ଜମା ଡିମାଣ୍ଡ ବିରୋଧରେ ବିଜେଡିର ବିଶାଳ ବିକ୍ଷୋଭ

ଆଜି ଭୁବନେଶ୍ୱର, ପାୱାର ହାଉସ ଛକ ସ୍ଥିତ ଟାଟା ପାୱାର ଅଫିସ ସମ୍ମୁଖରେ ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ ଓ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ବିଶାଳ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି ।…

Dhauli Gangrape Case: ଗଣଦୁଷ୍କର୍ମ ଯୋଗୁଁ ରାଜ୍ୟରେ ହା ହା କାର ପରିସ୍ଥିତି: କଂଗ୍ରେସ

ରାଜ୍ୟରେ ବଢ଼ୁଥିବା ଦୁଷ୍କର୍ମ, ଗଣ ଦୁଷ୍କର୍ମ, ଯୌନ ଉତ୍ପୀଡ଼ନ, ଛାତ୍ରବାସରେ ନାବାଳିକା ଗର୍ଭଧାରଣ ଓ ବିଭିନ୍ନ ଅତ୍ୟାଚାର ପ୍ରସଙ୍ଗକୁ ନେଇ ରାଜ୍ୟ ମହିଳା କଂଗ୍ରେସ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାର, ପୋଲିସ ଓ…

Calendar 2026: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ୨୦୨୬ର କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି…

IND vs SA 4th T20I: ଘନ କୁହୁଡ଼ି କାରଣରୁ ଭାରତ-ଦକ୍ଷିଣ ଆଫ୍ରିକା ୪ର୍ଥ T-20 ରଦ୍ଦ

ଘନ କୁହୁଡି ଯୋଗୁଁ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-ଟ୍ୱେଣ୍ଟି ରଦ୍ଦ ହୋଇଛି । ଲକ୍ଷ୍ନୌର ଇକାନା କ୍ରିକେଟ୍‌ ଷ୍ଟାଡ଼ିୟମ୍‌ରେ ସନ୍ଧ୍ୟା ୭ଟାରେ ୪ର୍ଥ T-20 ଖେଳାଯିବାର ଥିଲା, କିନ୍ତୁ ଘନ କୁହୁଡ଼ି ଯୋଗୁଁ ଟସ୍‌ ପଡିପାରି ନଥିଲା । ଆଲୋକ ଏବଂ…

Signboard Collapses In Koraput: ବିଦ୍ୟାଳୟର ନାମଫଳକ ଖସି ତୃତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଅନ୍ତର୍ଗତ ଢାମଣାହାଣ୍ଡି ଗାନ୍ଧୀନଗର ସ୍ଥିତ ଏକ ସେବାଶ୍ରମରେ ବିଦ୍ୟାଳୟର ନାମଫଳକ (ସାଇନ୍ ବୋର୍ଡ) ଖସିପଡିବାରୁ ତାହା ତଳେ ଚାପି ହୋଇ ଜଣେ ତୃତୀୟ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଛାତ୍ର…

Odisha Politics: ମାନସିକ ଅବସାଦର ଚରମ ସୀମାରେ ପହଁଚିଛି ବିଜେଡି: ବିରଂଚି ନାରାୟଣ ତ୍ରିପାଠୀ

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ପ୍ରେସ୍ ବିବୃତି ଜରିଆରେ ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ ବିଜୁ ଜନତା ଦଳ ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଯେ, ଓଡିଶାବାସୀଙ୍କ ଦ୍ୱାରା ପ୍ରତ୍ୟାଖିତ ହେଲା ପରେ ମାନସିକ ଅବସାଦର ଚରମ…

KISS Student Death Case: କିସ୍‌ ଛାତ୍ରଙ୍କ ହତ୍ୟା ଘଟଣାରେ ଅତିରିକ୍ତ CEO ଙ୍କ ସମେତ ୮ ଗିରଫ

କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର । ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚିପି ହତ୍ୟା କରାଯାଇଥିବା ପ୍ରମାଣ ମିଳିଛି । ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି । ଏହି ଘଟଣାରେ…

Dhauli Gang Rape Case: ଧଉଳି ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ବିବୃତି ନିନ୍ଦନୀୟ: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି ଯେ, ସରକାରଙ୍କ ଅପାରଗ ପଣିଆ ପାଇଁ ଦୁଷ୍କର୍ମ ଓ ଗଣଦୁଷ୍କର୍ମକାରୀ ମାନେ ଭୟଶୂନ୍ୟ ହୋଇ ଏଭଳି କାଣ୍ଡ ଭିଆଇବାକୁ ତିଳେ…

National Herald Case: ଡିସେମ୍ବର ୧୭ରେ ବିଜେପି ରାଜ୍ୟ ମୁଖ୍ୟାଳୟ ଘେରାଉ କରିବ କଂଗ୍ରେସ

ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ଦଳର ନୈତିକ ବିଜୟ ପରିପ୍ରେକ୍ଷୀରେ ଆସନ୍ତାକାଲି, ରାଜଧାନୀ ଭୁବନେଶ୍ୱର ଠାରେ ପିସିସି ପକ୍ଷରୁ ଏକ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି । ୧୭ ଡିସେମ୍ବର ପୂର୍ବାହ୍ନ ୧୦ ଟାରେ କଂଗ୍ରେସ ଭବନ ଠାରୁ…

Odisha Pharma Summit 2025: ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଗୁଣାତ୍ମକ ଔଷଧ ଉତ୍ପାଦନ ଏବଂ ଚିକିତ୍ସା ପାଇଁ ଉନ୍ନତ ମାନର ଡ଼ିଭାଇସ ପ୍ରସ୍ତୁତ କରି ଓଡ଼ିଶା ପୂର୍ବ ଭାରତର ଏକ ପ୍ରମୁଖ ଫାର୍ମା କେନ୍ଦ୍ର ଭାବରେ ଉଭା ହେବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର…