Author: Nirvay

ସହରାଞ୍ଚଳର ଆର୍ଥିକ ଅନଗ୍ରସରଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଅନଗ୍ରସରଙ୍କୁ ସରକାରୀ ଯୋଜନା ସହ ଯୋଡ଼ିବାର ଅନନ୍ୟ ପ୍ରୟାସ “ସହଯୋଗ” ର ଆଜି ଶୁଭାରମ୍ଭ କରିଛନ୍ତି । ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା…

ଭୁବନେଶ୍ୱର ବିମାନବନ୍ଦରରୁ କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ

ରାଜ୍ୟରେ ମେଟ୍ରୋ ଗଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ, ରାଜ୍ୟ ସରକାର ଗୁରୁବାର ଦିନ ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏହି ମେଟ୍ରୋ ଟ୍ରେନ୍‌ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ…

ଜୟଦେବଙ୍କ ପୀଠକୁ ବିଶ୍ୱସ୍ତରୀୟ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଆଜି ଜୟଦେବ ଜୟନ୍ତୀ ଅବସରରେ ଜନ୍ମପୀଠ କେନ୍ଦୁବିଲ୍ୱ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏହି ଅବସରରେ ଜୟଦେବଙ୍କ ଗୀତଗୋବିନ୍ଦ କାଳିଦାସଙ୍କ ମେଘଦୂତ ସହିତ ସମକକ୍ଷ ବୋଲି ସେ କହିଛନ୍ତି । ଏହି ଅବସରରେ…

ଷଷ୍ଠ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ; ଉଭୟ ଦେଶର DGMOଙ୍କ କଥାବାର୍ତ୍ତା

ଭାରତୀୟ ସୀମାରେ ଆଜି ପୁଣି ପାକିସ୍ତାନର ଗୁଳିମାଡ଼ । ଲଗାତାର ଷଷ୍ଠ ଦିନରେ ଏଲଓସିରେ ଅସ୍ତ୍ର ବିରତି ଉଲ୍ଲଂଘନ କରିଛି ପାକିସ୍ତାନ ସେନା । କାଲି ଯାଏଁ ଏଲଓସିରେ ଅସ୍ତ୍ରବିରତି ଉଲଂଘନ କରୁଥିଲା ପାକ୍ ହେଲେ ଆଜି ପ୍ରଥମଥର ପାଇଁ ଅନ୍ତର୍ଜାତୀୟ…

କୋଲକାତା ହୋଟେଲ ଅଗ୍ନିକାଣ୍ଡରେ ୪ ଓଡ଼ିଆଙ୍କ ମୃତ୍ୟୁ

କୋଲକାତାର ଏକ ଘରୋଇ ହୋଟେଲର ଅଗ୍ନିକାଣ୍ଡରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଜଗତସିଂହପୁର ଜିଲ୍ଲା ନନ୍ଦନ ଗାଁର ମନୋଜ ପାତ୍ର, ହରିପା ଗାଁର ଦୁଷ୍ମନ୍ତ କୁମାର ନାୟକ ଓ ଦୁଷ୍ମନ୍ତ କୁମାର ସ୍ୱାଇଁ । ସେହିଭଳି କଟକ…

ସୌମ୍ୟ ରଞ୍ଜନ ବିଶ୍ୱାଳ ପାଇଲେ ପ୍ରଥମ ମନୀଷ ଯୁବ ପୁରସ୍କାର

ଆଜି ଭୁବନେଶ୍ୱର ସ୍ଥିତ ମେ ଫେୟାର ଠାରେ ଦୈନିକ ସମ୍ବାଦ ନିର୍ଭୟ ପକ୍ଷରୁ ଆୟୋଜିତ ‘ମନୀଷ ସ୍ମାରକୀ’ ନିର୍ଭୟ ଯୁବ ପୁରସ୍କାର କାର୍ଯ୍ୟକ୍ରମରେ ଯୁବ ପରିବେଶବିତ୍ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କୁ ପ୍ରଥମ ନିର୍ଭୟ ଯୁବ ପୁରସ୍କାର ପ୍ରଦାନ କରାଯାଇଛି । ପୁରୀ…

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ଭାରତର ପରବର୍ତ୍ତି ମୁଖ୍ୟ ବିଚାରପତି

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସିଜେଆଇ ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳ ମେ ୧୩ ରେ ଶେଷ ହେଉଛି । ତେଣୁ ଜଷ୍ଟିସ୍ ଗଭାଇ ମେ…

ଶ୍ରମିକ ମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା…

ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ଇଡି । ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ମନି ଲଣ୍ଡରିଂ ନିବାରଣ ଆଇନ (PMLA), ଆକ୍ଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ପତ୍ତି ଆଟାଚ୍ କରିଛି । ଜବତ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା

ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା ଦେଇଛନ୍ତି କେନ୍ଦ୍ର ସରକାର । ଦକ୍ଷିଣ କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଘନଘନ ବୈଠକ କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଆଜି ପୁଣି…