Author: Nirvay

ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ସୃଷ୍ଟି ହୋଇଛି । ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ…

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା: ବୋର୍ଡ ଅଫିସ୍‌ର ଜଣେ କର୍ମଚାରୀଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ

ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ତନାଘନା କରୁଛି କ୍ରାଇମବ୍ରାଞ୍ଚ । ବୋର୍ଡ ଅଫିସ୍‌ର ଜଣେ କର୍ମଚାରୀଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିବା ଜଣାପଡିଛି । ଗତକାଲି ରାୟଗଡ଼ା ଜିଲ୍ଲାରୁ ଜଣେ ଶିକ୍ଷକଙ୍କୁ ଉଠାଇ ନେଇଥିବା ବେଳେ ଆଜି…

କର୍ପୋରେଟର୍‌ଙ୍କୁ ଗିରଫ ଦାବିରେ ବିଏମସି ଅଫିସ୍‌ ଘେରାଉ ଉଦ୍ୟମ

କର୍ପୋରେଟର୍‌ଙ୍କୁ ଗିରଫ ଦାବି ନେଇ ବିଏମସି ଅଫିସ୍‌ ଘେରାଉ । ବିଏମସି ଅଫିସ ଘେରାଉ ଉଦ୍ୟମ କଲେ ୨୯ ନଂ ୱାର୍ଡର ବାସିନ୍ଦା। ୪୪ ନଂ ୱାର୍ଡର ବିଜେଡ଼ି କର୍ପୋରେଟର୍‌ଙ୍କୁ ଗିରଫ ଦାବି ନେଇ ଅଫିସ୍‌ ସମ୍ମୁଖରେ ଶତାଧିକ ଲୋକଙ୍କ ପ୍ରତିବାଦ।…

ବର୍ଷା ପାଇଁ ଭଦ୍ରକରେ ସମସ୍ତ ସ୍କୁଲ ବନ୍ଦ

ରାଜ୍ୟରେ ଜାରି ରହିଛି ବର୍ଷା। ଲଗାଣ ବର୍ଷା ପାଇଁ ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ୍ ବନ୍ଦ । ଭଦ୍ରକ ଜିଲ୍ଲାର ୪ଟି ବ୍ଲକ୍‌ରେ ଦିନକ ପାଇଁ ସ୍କୁଲ୍‌ ଛୁଟି । ତିହିଡ଼ି, ଧାମନଗର,ବାସୁଦେବପୁର, ଚାନ୍ଦବାଲି ବ୍ଲକରେ ସ୍କୁଲ୍ ରଖିବାକୁ ଜିଲ୍ଲପାଳଙ୍କ ଘୋଷଣା…

ରୁଷରେ ଶକ୍ତିଶାଳୀ ଭୂମିକମ୍ପ ପରେ ସୁନାମୀ ଆତଙ୍କ

ରୁଷରେ ଆଜି ଭୋର ସମୟରେ ଭୂମିକମ୍ପର ପ୍ରବଳ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୮.୭ ମାପ କରାଯାଇଛି । ଏହି ଭୂମିକମ୍ପ ପରେ ପ୍ରଶାନ୍ତ ମହାସାଗରରେ ସୁନାମି ଚେତାବନୀ ଜାରି କରାଯାଇଥିବା ବେଳେ କାମ୍‌ଚାଟକା ଉପକୂଳରେ…

ବିଶ୍ୱର କୌଣସି ନେତା ବନ୍ଦ କରିନଥିଲେ ଯୁଦ୍ଧ: ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ଅପରେସନ ସିନ୍ଦୂର ବାବଦ ଚର୍ଚ୍ଚାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଏବଂ ବିରୋଧୀଙ୍କ ଅଭିଯୋଗକୁ ଦୃଢ଼ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି । ସେ କହିଛନ୍ତି ଯେ, ବିଶ୍ୱର କୌଣସି ଦେଶ ଭାରତକୁ ଆତଙ୍କବାଦ ବିରୋଧରେ…

ପୂର୍ବତନ AG ଅଶୋକ ପରିଜାଙ୍କ ବିରୋଧରେ ଅଭିଯୋଗ

ଓଡ଼ିଶାର ପୂର୍ବତନ ଆଡଭୋକେଟ୍ ଜେନେରାଲ ଅଶୋକ ପରିଜାଙ୍କ ବିରୋଧରେ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରେ ଆଇନଜୀବୀ ଅଭିଯୋଗ କରିଛନ୍ତି । AG ଥିବା ସମୟରେ ସେ ଅନୈତିକ କାର୍ଯ୍ୟ କରିଥିବା ଅଭିଯୋଗ କରିଛନ୍ତି ଆଇନଜୀବୀ । ଗୋଟିଏ ମାମଲାରେ ଉଭୟ ପକ୍ଷରୁ…

ବାଇଁଆ ଜେନାକୁ ନିଜ ଦଳର ଜ୍ୱାଇଁ ପୁଅ କରିଛି ବିଜେପି: କଂଗ୍ରେସ

କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ସୋନାଲି ସାହୁ କହିଛନ୍ତି ଯେ ଯେଉଁ ଦଳ ସରକାରରେ ଅଛି ବ୍ୟବସ୍ଥା ଦେଖୁଛି ସେହି ଦଳର ମହିଳା ମୋର୍ଚ୍ଚା ଆଜି ରାଜରାସ୍ତାରେ ପ୍ରଦର୍ଶନ କରୁଛନ୍ତି । ବିଭିନ୍ନ ଟୀକା ଟିପ୍ପଣୀ ଦେଉଛନ୍ତି ।…

ରାଜ୍ୟ ସ୍ତରୀୟ “ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ” ଆୟୋଜିତ; “ଆକାଂକ୍ଷା ହାଟ ଅଭିଯାନ” ର ଶୁଭାରମ୍ଭ

ଯୋଜନା ଏବଂ ସଂଯୋଜନ ବିଭାଗ ପକ୍ଷରୁ ଆୟୋଜିତ ‘ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ’ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଠାରୁ ଏକ ସପ୍ତାହ ବ୍ୟାପି ‘ଆକାଂକ୍ଷା ହାଟ ଅଭିଯାନ’ ଆରମ୍ଭ କରିବା ପାଇଁ ଘୋଷଣା କରିଛନ୍ତି ।…

ପହଲଗାମ ଆତଙ୍କୀ ଆକ୍ରମଣରେ ଜଡିତ ୩ ଆତଙ୍କବାଦୀ ନିହତ: ଅମିତ ଶାହ

ଅପରେସନ୍ ମହାଦେବରେ ବଡ଼ ସଫଳତା । ପହଲଗାମ ନରସଂହାରରେ ସାମିଲ ଥିବା ୩ ସନ୍ଦିଗ୍ଧ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଥିବା ସ୍ପଷ୍ଟ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ମୌସୁମୀ ଅଧିବେଶନ ସମୟରେ ଲୋକସଭାକୁ…