ରାଜ୍ୟ ମିଥ୍ୟା ତଥ୍ୟ ଦେଇଥିବା ଚାଷୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ରାଜ୍ୟ ସରକାର July 28, 2025 Nirvay ରବି ଋତୁ ଧାନ ସଂଗ୍ରହରେ ଚାଷୀଙ୍କ ମିଥ୍ୟା ତଥ୍ୟ ଧରାପଡ଼ିବା ପରେ ମିଥ୍ୟା ତଥ୍ୟ ଦେଇଥିବା ଚାଷୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ରାଜ୍ୟ ସରକାର । ୧ ଲକ୍ଷ ୮୧ ହଜାର ୬୮୪ ଟି ପ୍ଲଟ୍ରେ ଚାଷ ହୋଇନଥିବା…
ରାଜନୀତି ରାଜ୍ୟ ବିଜେଡି ଓ କଂଗ୍ରେସ ପାଇଁ ‘ମହିଳା ସୁରକ୍ଷା’ ପ୍ରସଙ୍ଗ ନୁହେଁ; ବରଂ ନିଜ ରାଜନୈତିକ ସ୍ୱାର୍ଥ: ସୁକେଶୀ ଓରାମ July 28, 2025 Nirvay ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ସୁକେଶୀ ଓରାମ କହିଛନ୍ତି ଯେ, ଗତ କିଛି ଦିନ ଧରି ଉଭୟ କଂଗ୍ରେସ ଏବଂ ବିଜେଡି ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ, ଧାରଣା, ବିକ୍ଷୋଭ, କ୍ୟାଣ୍ଡେଲ ଶୋଭାଯାତ୍ରା, ଦୀପ ଦାନ, ଲୋକସେବା ଭବନ…
ରାଜନୀତି ରାଜ୍ୟ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି July 28, 2025 Nirvay ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେଡି ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଖଟୁଆ ଦେଇଥିବା ଅଶାଳୀନ, ମହିଳା ବିରୋଧୀ ଓ କୁତ୍ସିତ ମନ୍ତବ୍ୟ ପାଇଁ…
ରାଜ୍ୟ ଏମ୍ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ନର୍ସିଂ ଅଫିସରଙ୍କ ଅସଦାଚରଣ ଅଭିଯୋଗ July 28, 2025 Nirvay ଭୁବନେଶ୍ଵର ଏମ୍ସରେ ଜଣେ ମହିଳା ଆଟେଣ୍ଡାଣ୍ଟଙ୍କୁ ନର୍ସିଂ ଅଫିସରଙ୍କ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଭୁବନେଶ୍ଵର ଏମ୍ସରେ ଜଣେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହେବା ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ । ଯାହା ପ୍ରତିବାଦରେ ମହିଳା ଆଟେଣ୍ଡାଣ୍ଟମାନେ…
ରାଜ୍ୟ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ July 28, 2025 Nirvay ବଢ଼ିଲା ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଅଡୁଆ । ଆଇଏଏସ ଅଧିକାରୀ ବିଷ୍ନୁପଦଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ । ସିବିଆଇର ସମ୍ଭାବ୍ୟ…
ରାଜନୀତି ରାଜ୍ୟ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ July 26, 2025 Nirvay କମିସନରେଟ୍ ପୁଲିସ ଆଜି ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ପାଞ୍ଚ ଜଣ ସହଯୋଗୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଜାମିନ କୋର୍ଟରେ ନାମଞ୍ଜୁର ହେଲା ପରେ ସେମାଙ୍କୁ ଝାରପଡ଼ା ଜେଲ୍କୁ ପଠାଇ ଦିଆ ଯାଇଛି । ଅମରେଶ ଜଣେ ନାବାଳିକାଙ୍କୁ…
ରାଜ୍ୟ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ ପରେ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା July 26, 2025 Nirvay ରାଜ୍ୟ ସରକାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ କରିବା ପରେ ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ‘ଏକ୍ସ’ରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ,…
ରାଜ୍ୟ ଅଟଳ ପ୍ରତିଭା ସମ୍ମାନ ୨୦୨୫ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 26, 2025 Nirvay ଅଟଳ ଯୁବଶକ୍ତି ଅନୁଷ୍ଠାନ, ଯୁଗ ପୁରୁଷ ପୂଜ୍ୟ ବାଜପେୟୀଜୀଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଏକ ସ୍ଵତନ୍ତ୍ର ସମାରୋହ ତଥା ଓଡିଶାର ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ମାନଙ୍କୁ ସମ୍ମାନିତ କରିବା ଏକ ଅନନ୍ୟ ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି…
ରାଜନୀତି ରାଜ୍ୟ ନାରୀ ନିର୍ଯାତନାର ବୃଦ୍ଧି ପ୍ରସଙ୍ଗରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ଅଫିସ ଆଗରେ ବିଜେଡିର ବିକ୍ଷୋଭ July 26, 2025 Nirvay ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ସମଗ୍ର ରାଜ୍ୟରେ ଅହେତୁକ ଭାବେ ନାରୀ ନିର୍ଯାତନା ବୃଦ୍ଧି ପାଇଥିବା ଯୋଗୁଁ ବିଜୁ ଜନତା ଦଳ ତରଫରୁ ଶନିବାର ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିକ୍ଷୋଭ ପରେ ବିଜେଡି…
ରାଜ୍ୟ ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି; ବିପଦ ସଙ୍କେତ ଟପିଲା ବୈତରଣୀ July 26, 2025 Nirvay ଓଡ଼ିଶାର ଉତ୍ତର ଜିଲ୍ଲାଗୁଡ଼ିକ ବିଶେଷକରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଉଛି । ଫଳରେ ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବନ୍ୟା ଆଶଙ୍କା…