Author: Nirvay

ଶ୍ରୀମନ୍ଦିରରେ ନିୟୋଜିତ ହେଲେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ

ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଦିନକୁ ଦିନ ଶ୍ରମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଆଖି ଆଗରେ ରଖି ପୁରୀ ଜଗନ୍ନାଥ ମନ୍ଦିରରେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହୋଇଛନ୍ତି । କମାଣ୍ଡାଣ୍ଟଙ୍କ ସହ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି

ଯାଜପୁର-ଧାମରା ପୋର୍ଟ ରେଳ ଲାଇନ୍ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖିଛନ୍ତି । ପ୍ରାଥମିକତା ଭିତ୍ତିରେ ରେଳ ଲାଇନ୍ ପ୍ରକଳ୍ପ ସାରିବାକୁ ରାଜ୍ୟ ସରକାର ଦାବି କରିଛନ୍ତି । ରେଳ…

ମାଲକାନଗିରି ପିଏ ମୃତ୍ୟୁ ମାମଲା: ଆଇଏଏସ୍‌ ମନିଷ ଅଗ୍ରୱାଲଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ବ୍ୟକ୍ତିଗତ ସହାୟକ (ପିଏ) ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଆଇଏଏସ୍‌ ମନିଷ ଅଗ୍ରୱାଲଙ୍କୁ ଝଟକା ଲାଗିଛି । ଓଡିଶା ହାଇକୋର୍ଟରେ ମନୀଷ ଅଗ୍ରୱାଲଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଯାଇଛି । ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳ ମନିଷ କାର୍ଯ୍ୟ କରୁଥିବା ସମୟରେ…

ବର୍ଷାଙ୍କୁ ଭରଣପୋଷଣ କିମ୍ବା କ୍ଷତିପୂରଣ ଦେବେନି ଅନୁଭବ

ବହୁ ଚର୍ଚ୍ଚିତ ଓଲିଉଡ ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନେଇ ପୁଣି ଖବର ଆସିଛି । ବାହାଘର ପରେ ଘରୋଇ ନିର୍ଯାତନା ନେଇ ଅନୁଭବ ଏବଂ ତାଙ୍କ ପରିବାର ଲୋକଙ୍କ ନାଁରେ ଅଭିଯୋଗ ଆଣିଥିଲେ ବର୍ଷା ।…

ଗ୍ରୀଷ୍ମ ପ୍ରବାହରୁ ମିଳିବ ଆଶ୍ୱସ୍ତି; ମେ ୧ ତାରିଖ ଯାଏଁ ରାଜ୍ୟରେ ବର୍ଷା

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ମିଳିବାକୁ ଯାଉଛି ଆଶ୍ୱସ୍ତି । ଆସନ୍ତା କାଲିଠାରୁ ମେ ୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କାଲି ମୟୁରଭଞ୍ଜ ଓ ଦକ୍ଷିଣ…

ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମଙ୍କୁ ଧନ୍ୟବାଦ ଦେଲେ ପ୍ରଭାତୀ ପରିଡା

ମହିଳା ଓ ଶିଶୁ ବିକାଶ ଆନୁକୂଲ୍ୟରେ ଆଜି ଭୁବନେଶ୍ୱରରେ ଆୟୋଜିତ “ଗଣମାଧ୍ୟମ ସହ କଥାବାର୍ତ୍ତା” କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହ ଏହି ଯୋଜନାକୁ ଆହୁରି ଉନ୍ନତ…

ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ଯୋଗଦେଲେ ସାଂସଦ ସସ୍ମିତ ପାତ୍ର

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ଆଜି ବିଜୁ ଜନତା ଦଳ ତରଫରୁ ସାଂସଦ ସସ୍ମିତ ପାତ୍ର ଯୋଗ ଦେଇଥିଲେ । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସର୍ବଦଳୀୟ ବୈଠକରେ…

ମୁମ୍ବାଇ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଶାରେ ଶିଳ୍ପର ଦ୍ରୁତ ବିକାଶ ସହିତ ବ୍ୟାପକ ନିଯୁକ୍ତି ସୃଷ୍ଟି କରିବା ଏବଂ ଆର୍ଥିକ ଅଭିବୃଦ୍ଧି ଘଟାଇବା ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ମୁମ୍ବାଇ ଗସ୍ତରେ ଯାଇଛନ୍ତି । ଏପ୍ରିଲ ୨୪ରୁ ୨୬, ୩ ଦିନିଆ ମୁମ୍ବାଇ ଗସ୍ତରେ…

ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବଢ଼ାଇଲେ ରାଜ୍ୟ ସରକାର

ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ…

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା

ରାଜ୍ୟ ସରକାର ମୟୂରଭଞ୍ଜ ଜିଲ୍ଲାରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଜାତୀୟ ଉଦ୍ୟାନ ଭାବରେ ଘୋଷଣା କରିଛନ୍ତି । ଜାତୀୟ ଉଦ୍ୟାନ ମାନ୍ୟତା ପାଇବା ନେଇ ସମସ୍ତ ପ୍ରକାରର ପ୍ରକ୍ରିୟା ଶେଷ ହୋଇଥିବା ସୂଚନା ମିଳିଛି । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ…