Author: Nirvay

୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ଅଙ୍ଗନବାଡି ସୁପରଭାଇଜର ପଦବୀ ପାଇଁ ସର୍ବନିମ୍ନ ଯୋଗ୍ୟତା ଗ୍ରାଜୁଏସନ

ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ, ଲୋକସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଦିନ ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ୧. ଏଣିକି ଅଙ୍ଗନବାଡି ସୁପରଭାଇଜର ପଦବୀ ପାଇଁ ସର୍ବନିମ୍ନ ଯୋଗ୍ୟତା ଗ୍ରାଜୁଏସନ ରହିବ…

ପାକିସ୍ତାନୀଙ୍କୁ ଭାରତ ମନା, ପାକିସ୍ତାନ ସହ ସିନ୍ଧୁ ଜଳ ଚୁକ୍ତି ବାତିଲ

ପହଲଗାମ୍‌ ନରସଂହାର ଘଟଣାକୁ ନେଇ ଦେଶ ସ୍ତବ୍ଧ ପାଲଟି ଯାଇଥିବାବେଳେ ଆଜି ବୈଦେଶିକ ମନ୍ତ୍ରାଳୟ ପାକିସ୍ତାନ ବିରୋଧରେ କଠୋର ପଦକ୍ଷେପ ନେଇଛି । ଦୁଇ ଦେଶ ମଧ୍ୟରେ ସ୍ଵାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଭାରତରେ ରହୁଥିବା ସମସ୍ତ ପାକିସ୍ତାନୀ…

ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (OHPC) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ…

ରାଜ୍ୟରେ ଗଠନ ହେବ ୨୦ ନୂଆ ଏନଏସି

ରାଜ୍ୟରେ ଆଉ ୨୦ଟି ନୂଆ ଏନଏସି ଗଠନ ହେବା ନେଇ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଘୋଷଣା କରିଛନ୍ତି । ଏହି ସମ୍ବନ୍ଧୀୟ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ନଗର ଉନ୍ନୟନ ବିଭାଗ ପଠାଇଛି ।…

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ସାଂସଦ ସୁଲତା ଦେଓ

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ବିବେକ ଅନୁସାରେ ଭୋଟ୍‌ ଦେବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିବା ଦେଓ କହିଛନ୍ତି । ରାଜ୍ୟସଭାରେ ବିଜେଡିର ୭ ସଦସ୍ୟ ଥିବାବେଳେ ୪…

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ଵତନ୍ତ୍ର…

ଜଳୁଛି ପଶ୍ଚିମ ଓଡ଼ିଶା; ୪୬ ଡିଗ୍ରୀ ଟପିଲା ଝାରସୁଗୁଡ଼ା

କେଉଁଠି ତାତି ତ ଆଉ କେଉଁଠି ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଇଛି । ଏଇ ମଧ୍ୟରେ ପଶ୍ଚିମ ଓଡ଼ିଶା ଜଳୁଛି । ରାଜ୍ୟରେ ଚଳିତ ବର୍ଷ ପ୍ରଥମ କରି ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି । ଓଡ଼ିଶାରେ ଅସହ୍ୟ…

ବରିଷ୍ଠ ନେତା ଶାକ୍ୟସିଂହ ମିଶ୍ରଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ

ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଶାକ୍ୟସିଂହ ମିଶ୍ରଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ନିମୋନିଆ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା…

କୋଟିଆ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ କମିଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା…

କାଶ୍ମୀର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା

ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ…