ରାଜ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆସନ୍ତାକାଲି ଠାରୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର April 22, 2025 Nirvay ଆସନ୍ତାକାଲି ଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ…
ଦେଶ ରାଜ୍ୟ ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ April 22, 2025 Nirvay ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ରେ ମଙ୍ଗଳବାର ଦିନ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ବାଲେଶ୍ୱର ଜିଲ୍ଲା ରେମୁଣା ଅଞ୍ଚଳ ଯୁବକ ପ୍ରଶାନ୍ତ ଶତପଥୀ ତାଙ୍କ ପତ୍ନୀ ପ୍ରିୟଦର୍ଶିନୀ ଓ…
ଦେଶ ଜମ୍ମୁ-କାଶ୍ମୀରରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କୀ ଆକ୍ରମଣ: ୨୮ ମୃତ ସୂଚନା April 22, 2025 Nirvay ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ବୈସାରନ ଉପତ୍ୟକାର ଉପର ଅଞ୍ଚଳରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଆଜି ଦିନ ପ୍ରାୟ…
ତାଜା ଖବର ରାଜ୍ୟ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ ବାଟାଲିଅନ ଗଠନକୁ ମଞ୍ଜୁରୀ April 19, 2025 Nirvay ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।…
ରାଜ୍ୟ ଓଡିଶାରେ ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳନ April 19, 2025 Nirvay ଆଜି ସ୍ଥାନୀୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ଆହ୍ୱାନ ଦେଇଛନ୍ତି । ଏହି…
ରାଜନୀତି ରାଜ୍ୟ ନବୀନଙ୍କ ଫଲ୍ସ ନ୍ୟାରେଟିଭ୍ ମନ୍ତବ୍ୟ; କାଉଣ୍ଟର କଲେ ମନମୋହନ ସାମଲ April 19, 2025 Nirvay ନବୀନଙ୍କ ଫଲ୍ସ ନ୍ୟାରେଟିଭ୍ ମନ୍ତବ୍ୟ; କାଉଣ୍ଟର କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କେନ୍ଦ୍ର ୯ ବର୍ଷ ଭିତରେ କେତେ ଟଙ୍କା ଦେଇଛି ସେ ଉତ୍ତର ବିଜେଡି ଦଳ ଦେଇ ପାରିଲାନି । ନିର୍ବାଚନ ଆଗରୁ ଭାରତୀୟ ଜନତା ଦଳ…
ତାଜା ଖବର ରାଜ୍ୟ ଟ୍ୱିନ୍ ସିଟିରେ ହେବ ଆଇଟି ପାର୍କ April 19, 2025 Nirvay ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ହେବ ନୂଆ ଆଇଟି ପାର୍କ । ଏଥି ନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ । IT ଶିଳ୍ପ…
ତାଜା ଖବର ରାଜ୍ୟ ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସରେ ମିଳିବ ସୁଭଦ୍ରା ଟଙ୍କା; ଜାଣନ୍ତୁ କେଉଁମାନେ ପାଇବେ April 19, 2025 Nirvay ଆସନ୍ତା ୨୪ରେ ପଞ୍ଚାୟତିରାଜ ଦିବସରେ ପୁରୀ ଠାରେ ଦିଆଯିବ ସୁଭଦ୍ରା ଟଙ୍କା । ୧ ଲକ୍ଷ ୭୦ ହଜାର ମହିଳା ପାଇବେ ଏହି ସୁଭଦ୍ରା ଟଙ୍କା। ଏକା ସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ଯେଉଁମାନେ ନୂଆ ଆବେଦନ କରିଛନ୍ତି, ସେମାନଙ୍କୁ…
ରାଜ୍ୟ ରାଉରକେଲାରେ ନୂଆ ରେଳ ଲାଇନ ପ୍ରକଳ୍ପକୁ ବିରୋଧ, ଉତ୍ତେଜନାରେ ଜଣେ ମୃତ April 19, 2025 Nirvay ରାଉରକେଲାରେ ନୂଆ ରେଳ ଲାଇନ ପ୍ରକଳ୍ପକୁ ବନ୍ଧମୁଣ୍ଡା ଥାନା ବରକାନି ବସ୍ତିବାସିନ୍ଦାଙ୍କ ବିରୋଧ । ବିକ୍ଷୋଭ ପ୍ରଦର୍ଶନ ସମୟରେ ଜେସିବି ଆଗକୁ ଜଣେ ଯୁବକ ଚାଲି ଆସିବାରୁ ଚାପି ହୋଇ ପ୍ରାଣ ହରାଇଛନ୍ତି । ଫଳରେ ଉତ୍ତେଜିତ ଲୋକେ ମାରଣାସ୍ତ୍ର ଓ…
ରାଜନୀତି ରାଜ୍ୟ ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ April 19, 2025 Nirvay ନବୀନ ପଟ୍ଟନାୟକ ନବମ ଥର ପାଇଁ ନିର୍ଵିଦ୍ୱନ୍ଦରେ ବିଜେଡିର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଆଜି ଶଙ୍ଖ ଭବନରେ ଘୋଷଣା କରିଛନ୍ତି । ଦାୟୀତ୍ୱ ଗ୍ରହଣ ପରେ ବିଜୁ ଜନତା…