Author: Nirvay

ନିମାପଡାରେ ନାବାଳିକାଙ୍କୁ ଜାଳିଦେବା ଘଟଣା ସରକାରୀ ନିଷ୍କ୍ରିୟତାର ପ୍ରମାଣ ବୋଲି କହିଚ୍ଛନ୍ତି ନବୀନ

ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ନାବାଳିକାକୁ ଦିବାଲୋକରେ ନିଆଁ ଲଗାଇ ଦୁର୍ବୃତ୍ତ ଜାଳିଦେବାକୁ ଉଦ୍ୟମ କରିଥିବା ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ନିମାପଡାରେ…

ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ମହିଳା ବିଜେଡିର ଶାନ୍ତିପୂର୍ଣ୍ଣ ଧାରଣା

ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି । ସୂଚନା ଅନୁଯାୟୀ, ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ,…

+୨ ଛାତ୍ରୀଙ୍କୁ ଜାଳିଦେବାକୁ ଉଦ୍ୟମ; ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ କହିଲେ ଉପମୁଖ୍ୟମନ୍ତ୍ରୀ

ବାବାଲେଶ୍ୱରସ୍ଥିତ ଫକୀର ମୋହନ ମହାବିଦ୍ୟାଳୟ ଘଟଣାକୁ ଲୋକ ଭୁଲିନଥିବା ବେଳେ ଆଉ ଏକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି । ପୁରୀ ଜିଲ୍ଲା, ପିପିଲି ବଳଙ୍ଗା ଥାନା ବାୟାବର ଗାଁରେ ଘଟିଛି ଆଉ ଏକ ଅଭାବନୀୟ ଘଟଣା । +୨ ଛାତ୍ରୀଙ୍କ…

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାରେ ଜଣା ପଡ଼ିଲା କେଉଁଠୁ ଆସିଥିଲା ପେଟ୍ରୋଲ

ବାଲେଶ୍ୱର, ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମକୁ ମିଳିଛି ନୂଆ ସୁରାକ୍ । ଘଟଣା ଦିନ ପେଟ୍ରୋଲ କେଉଁଠୁ ଆସିଲା, ଏବଂ କିଏ ଆଣିଲା, ସେ ନେଇ କିଛି ସୁରାକ୍ ମିଳିଥିବା କୁହାଯାଉଛି । ବାଲେଶ୍ୱର…

ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ପୁଅ ଗିରଫ

ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ପୁଅ ଚୈତନ୍ୟ ବଘେଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ଅବକାରୀ ଦୁର୍ନୀତି ମାମଲାରେ ଗିରଫ କରିଛି । ଚୈତନ୍ୟ ବାଘେଲଙ୍କ ନାଁରେ କୋଟିକୋଟି ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ମଦ…

ରାଜଧାନୀର ଆଇଟିଇଆର (ITER) କଲେଜରେ ନିଆଁ

ରାଜଧାନୀ ଭୁବନେଶ୍ଵର ଜାଗମରାସ୍ଥିତ ଆଇଟିଇଆର (ITER) କଲେଜରେ ଭୟାବହ ନିଆଁ ଲାଗିଛି । ଫଳରେ କଲେଜ ଭିତରେ ଧୂଆଁମୟ ପରିବେଶ ସୃଷ୍ଟି ହୋଇଛି । ପ୍ରାରମ୍ଭିକ ସୂଚନାରୁ ଜଣାପଡିଛି ଯେ ଅଗ୍ନିକାଣ୍ଡରେ ଛାତ୍ରଙ୍କ ସମେତ କିଛି ଲୋକ ଆହତ ହୋଇଛନ୍ତି ।…

ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ଛାଡ଼ ନିର୍ଦ୍ଦେଶ ଘଣ୍ଟାକ ମଧ୍ୟରେ ପ୍ରତ୍ୟାହୃତ

ବାଲେଶ୍ୱର ଏଫଏମ୍ କଲେଜରେ ଛାତ୍ରୀ ଜୀବନ ହାରିବା ଘଟଣା ପରେ ମହିଳା ସୁରକ୍ଷାକୁ ଗୁରୁତ୍ୱ ଦେଇ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନୂଆ ନିର୍ଦ୍ଦେଶନାମା ଘଣ୍ଟାକ ମଧ୍ୟରେ ପ୍ରତ୍ୟାହୃତ କରିଦିଆଯାଇଛି । ସନ୍ଧ୍ୟା ସାଢ଼େ ୫ଟା ପରେ ଅଧ୍ୟାପିକା,…

ସୌମ୍ୟାଶ୍ରୀ ମୃତ୍ୟୁର ବିଚାର ବିଭାଗୀୟ ତଦନ୍ତ ଦାବିରେ ବିଜେଡିର ମୌନ ପ୍ରତିବାଦ

ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ବିଜୁ ଜନତା ଦଳର ବରିଷ୍ଠ ନେତା ଓ କର୍ମୀ ମାନେ ଆଜି ଭୁବନେଶ୍ୱରସ୍ଥିତ ମହାତ୍ମା ଗାନ୍ଧୀ ପାର୍କରେ ଗାନ୍ଧିଜୀ ଙ୍କ ମୁର୍ତ୍ତି ତଳେ ଶାନ୍ତିପୂର୍ଣ୍ଣ…

ଓଡ଼ିଶାରେ ଖୋଲିବ ୫ ନୂଆ ମହିଳା ଏନ୍‌ସିସି ବାଟାଲିଅନ

ଛାତ୍ରୀମାନଙ୍କୁ ସଶକ୍ତ କରିବା ଦିଗରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଆଉ ୫ ନୂଆ ମହିଳା ଏନ୍‌ସିସି ବାଟାଲିଅନ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ, ଓଡ଼ିଶା ଏନ୍‌ସିସି ନିର୍ଦ୍ଦେଶକଙ୍କୁ ଚିଠି କରିଛି । ଚିଠିରେ କ୍ୟାଡେଟ୍‌ମାନଙ୍କ…

ଚାନ୍ଦିପୁରରେ ଅଗ୍ନି-୧ ଓ ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା । ଓଡ଼ିଶାର ଚାନ୍ଦିପୁରସ୍ଥିତ ପରୀକ୍ଷଣ କେନ୍ଦ୍ରରୁ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ପୃଥ୍ୱୀ-୨ ଏବଂ ଅଗ୍ନି-୧ର ସଫଳ ପରୀକ୍ଷଣ କରାଯାଇଛି । ଅବଦୁଲ କଲାମ ଦ୍ୱୀପରୁ ପୃଥ୍ୱୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର…