ରାଜ୍ୟ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି; ପରବର୍ତ୍ତୀ ଶୁଣାଣି ଯାଏଁ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ February 25, 2025 Nirvay ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି; ପରବର୍ତ୍ତୀ ଶୁଣାଣି ଯାଏଁ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲା ଓଡିଶା ହାଇକୋର୍ଟ । ମାର୍ଚ୍ଚ ୪ ତାରିଖରେ ଏହି ଘଟଣାର ପରବର୍ତ୍ତୀ ଶୁଣାଣି ହେବ । ପୂର୍ବରୁ ତାଙ୍କ ବାସ ଭାବନରେ ସିବିଆଇ…
ରାଜ୍ୟ ପ୍ରକାଶ ପାଇଲା ଓଡିଶା ପୋଲିସ ଏସଆଇ ପରୀକ୍ଷା ତାରିଖ February 25, 2025 Nirvay ପୋଲିସ ଏସଆଇ ପରୀକ୍ଷା ନେଇ ପ୍ରକାଶ ପାଇଲା ତାରିଖ । ମାର୍ଚ୍ଚ ୮ ଓ ୯ରେ ଅନୁଷ୍ଠିତ ହେବ ପରୀକ୍ଷା । ମୋଟ ୯୩୩ ପଦବୀ ପାଇଁ ପରୀକ୍ଷା ହେବ । ଏସଆଇ ରାଙ୍କର ଅନ୍ୟ ସବୁ ପଦବୀ ପାଇଁ ମଧ୍ୟ…
ଦେଶ ରାଜ୍ୟ କିଟରେ ଇଣ୍ଡିଆ ଟ୍ରେକ୍ର ୨୧ ଜଣିଆ ପ୍ରତିନିଧିମଣ୍ଡଳ February 25, 2025 Nirvay ଇଣ୍ଡିଆ ଟ୍ରେକ୍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ଫେବୃଆରୀ ୨୩ ତାରିଖରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ୭ ଦିନିଆ କିଟ୍ ଓ କିସ୍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ୨୧ ଜଣିଆ ପ୍ରତିନିଧିମଣ୍ଡଳ କିଟ୍ ଓ କିସ୍ ପରିଦର୍ଶନରେ ଅଛନ୍ତି । ଓଡ଼ିଶାର…
ଦେଶ କୃଷକଙ୍କୁ ପିଏମ୍ କିଷାନ ଟଙ୍କା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି February 24, 2025 Nirvay ‘ପିଏମ୍ କିଷାନ ସମ୍ମାନ ନିଧି’ ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରର ଭାଗଲପୁରଠାରେ ଦେଶବ୍ୟାପୀ ୯ କୋଟିରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ପିଏମ୍-କିଷାନ ସହାୟତା ଯୋଜନାରେ ୧୯ତମ କିସ୍ତିରେ ୨୨ ହଜାର କୋଟି…
ଦେଶ ରାଜ୍ୟ କାଶୀ-ତାମିଲ୍ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 24, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାରାଣାସୀ ଠାରେ ଆୟୋଜିତ କାଶୀ-ତାମିଲ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, କାଶୀ-ତାମିଲ୍ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…
ଖେଳ ଦେଶ ଚାମ୍ପିଅନ୍ସ ଟ୍ରଫି: ଦୁବାଇରେ ଭାରତର ‘ବିରାଟ’ ବିଜୟ February 24, 2025 Nirvay ଦୁବାଇରେ ଅନୁଷ୍ଠିତ ଚାମ୍ପିଅନ୍ସ ଟ୍ରଫିର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ପାରମ୍ପରିକ ପ୍ରତିଦ୍ବନ୍ଦୀ ପାକିସ୍ତାନକୁ ୬ ଉଇକେଟରେ ପରାସ୍ତ କରି ବିଜୟ ପତାକା ଉଡାଇଛି ଭାରତୀୟ ଟିମ୍ । ବିରାଟ କୋହଲି ୫୧ତମ ଦିନିକିଆ ଶତକ (୧୦୦*) ହାସଲ କରିବା ସହ ଦ୍ରୁତତମ…
ରାଜ୍ୟ ମହାକୁମ୍ଭ ୨୦୨୫: ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 22, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯିବେ । ଶିବରାତ୍ରୀ ଦିନ ମହାକୁମ୍ଭ ଶେଷ ହେଉଥିବା ବେଳେ ମୋହନ ମାଝୀ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ଏହା ପରେ ସେ ଅଯୋଧ୍ୟାରେ ରାମଲଲାଙ୍କୁ…
ଦେଶ ରାଜ୍ୟ ଶକ୍ତିକାନ୍ତ ଦାସ ହେଲେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପ୍ରମୁଖ ସଚିବ February 22, 2025 Nirvay ଅବସରପ୍ରାପ୍ତ ଆଇଏଏସ ଅଫିସର ତଥା ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ମିଳିଛି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପ୍ରମୁଖ ସଚିବ ଭାବେ କେନ୍ଦ୍ର କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ଶକ୍ତିକାନ୍ତ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ।…
ରାଜ୍ୟ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୋହନ ମାଝୀ February 22, 2025 Nirvay ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ…
ରାଜ୍ୟ କିଟ୍ ଛାତ୍ରୀ ମୃତ୍ୟୁ ଘଟଣା ରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା February 22, 2025 Nirvay କିଟ୍ ଛାତ୍ରୀ ମୃତ୍ୟୁ ଘଟଣା ରେ ବଡ ପ୍ରତିକ୍ରିୟା ରେ ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । କିଟ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା ଘଟଣା ରେ ଗତ କାଲି ଯେଉଁମାନଙ୍କୁ ସମନ ହୋଇଥିଲା ସେମାନେ ହାଜର ହୋଇଛନ୍ତି, ଉଚ୍ଚସ୍ତରୀୟ…