ଖେଳ ତାଜା ଖବର ଦେଶ ବିଶ୍ୱ IND vs SA 4th T20I: ଘନ କୁହୁଡ଼ି କାରଣରୁ ଭାରତ-ଦକ୍ଷିଣ ଆଫ୍ରିକା ୪ର୍ଥ T-20 ରଦ୍ଦ December 17, 2025 Nirvay ଘନ କୁହୁଡି ଯୋଗୁଁ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-ଟ୍ୱେଣ୍ଟି ରଦ୍ଦ ହୋଇଛି । ଲକ୍ଷ୍ନୌର ଇକାନା କ୍ରିକେଟ୍ ଷ୍ଟାଡ଼ିୟମ୍ରେ ସନ୍ଧ୍ୟା ୭ଟାରେ ୪ର୍ଥ T-20 ଖେଳାଯିବାର ଥିଲା, କିନ୍ତୁ ଘନ କୁହୁଡ଼ି ଯୋଗୁଁ ଟସ୍ ପଡିପାରି ନଥିଲା । ଆଲୋକ ଏବଂ…
ରାଜ୍ୟ Signboard Collapses In Koraput: ବିଦ୍ୟାଳୟର ନାମଫଳକ ଖସି ତୃତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ December 17, 2025 Nirvay କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଅନ୍ତର୍ଗତ ଢାମଣାହାଣ୍ଡି ଗାନ୍ଧୀନଗର ସ୍ଥିତ ଏକ ସେବାଶ୍ରମରେ ବିଦ୍ୟାଳୟର ନାମଫଳକ (ସାଇନ୍ ବୋର୍ଡ) ଖସିପଡିବାରୁ ତାହା ତଳେ ଚାପି ହୋଇ ଜଣେ ତୃତୀୟ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଛାତ୍ର…
ରାଜନୀତି ରାଜ୍ୟ Odisha Politics: ମାନସିକ ଅବସାଦର ଚରମ ସୀମାରେ ପହଁଚିଛି ବିଜେଡି: ବିରଂଚି ନାରାୟଣ ତ୍ରିପାଠୀ December 17, 2025 Nirvay ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ପ୍ରେସ୍ ବିବୃତି ଜରିଆରେ ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ ବିଜୁ ଜନତା ଦଳ ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଯେ, ଓଡିଶାବାସୀଙ୍କ ଦ୍ୱାରା ପ୍ରତ୍ୟାଖିତ ହେଲା ପରେ ମାନସିକ ଅବସାଦର ଚରମ…
ରାଜ୍ୟ KISS Student Death Case: କିସ୍ ଛାତ୍ରଙ୍କ ହତ୍ୟା ଘଟଣାରେ ଅତିରିକ୍ତ CEO ଙ୍କ ସମେତ ୮ ଗିରଫ December 17, 2025 Nirvay କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର । ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚିପି ହତ୍ୟା କରାଯାଇଥିବା ପ୍ରମାଣ ମିଳିଛି । ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି । ଏହି ଘଟଣାରେ…
ରାଜ୍ୟ Dhauli Gang Rape Case: ଧଉଳି ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ବିବୃତି ନିନ୍ଦନୀୟ: ବିଜେଡି December 16, 2025 Nirvay ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି ଯେ, ସରକାରଙ୍କ ଅପାରଗ ପଣିଆ ପାଇଁ ଦୁଷ୍କର୍ମ ଓ ଗଣଦୁଷ୍କର୍ମକାରୀ ମାନେ ଭୟଶୂନ୍ୟ ହୋଇ ଏଭଳି କାଣ୍ଡ ଭିଆଇବାକୁ ତିଳେ…
ରାଜନୀତି ରାଜ୍ୟ National Herald Case: ଡିସେମ୍ବର ୧୭ରେ ବିଜେପି ରାଜ୍ୟ ମୁଖ୍ୟାଳୟ ଘେରାଉ କରିବ କଂଗ୍ରେସ December 16, 2025 Nirvay ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ଦଳର ନୈତିକ ବିଜୟ ପରିପ୍ରେକ୍ଷୀରେ ଆସନ୍ତାକାଲି, ରାଜଧାନୀ ଭୁବନେଶ୍ୱର ଠାରେ ପିସିସି ପକ୍ଷରୁ ଏକ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି । ୧୭ ଡିସେମ୍ବର ପୂର୍ବାହ୍ନ ୧୦ ଟାରେ କଂଗ୍ରେସ ଭବନ ଠାରୁ…
ରାଜ୍ୟ Odisha Pharma Summit 2025: ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ December 16, 2025 Nirvay ଗୁଣାତ୍ମକ ଔଷଧ ଉତ୍ପାଦନ ଏବଂ ଚିକିତ୍ସା ପାଇଁ ଉନ୍ନତ ମାନର ଡ଼ିଭାଇସ ପ୍ରସ୍ତୁତ କରି ଓଡ଼ିଶା ପୂର୍ବ ଭାରତର ଏକ ପ୍ରମୁଖ ଫାର୍ମା କେନ୍ଦ୍ର ଭାବରେ ଉଭା ହେବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର…
ରାଜ୍ୟ OTET Exam 2025: ୧୭ ତାରିଖରେ ହେବାକୁ ଥିବା OTET ପରୀକ୍ଷା ସମୟରେ ପରିବର୍ତ୍ତନ December 15, 2025 Nirvay ଶିକ୍ଷକଙ୍କ ଯୋଗ୍ୟତା ନିର୍ଦ୍ଧାରଣ ପାଇଁ ଆବଶ୍ୟକ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ଓଟିଇଟି ଆସନ୍ତା ୧୭ ତାରିଖରେ ହେବ । ଡିସେମ୍ବର ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଓଟିଇଟି ପରୀକ୍ଷାର ସମୟ ବଦଳିଛି । ଏହାର ସମୟ ୩୦ ମିନିଟ୍…
ଖେଳ ରାଜ୍ୟ Vijay Hazare Trophy: ବିଜୟ ହଜାରେ ଟ୍ରଫି ପାଇଁ ଓଡିଶା କ୍ରିକେଟ ଦଳ ଘୋଷିତ December 15, 2025 Nirvay ଚୟନ କମିଟି ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ୧୬ ଜଣିଆ ଓଡିଶା କ୍ରିକେଟ ଦଳ ଘୋଷଣା କରିଛି । ବିପ୍ଲବ ସାମନ୍ତରାୟଙ୍କୁ ଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ରାଜେଶ ମହାନ୍ତିଙ୍କୁ ଉପ ଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଛି ।…
ରାଜନୀତି ରାଜ୍ୟ Dharmasala Violence: ଧର୍ମଶାଳା ଗୋଷ୍ଠୀ ସଂଘର୍ଷ ଘଟଣାରେ ୪ ଗିରଫ December 15, 2025 Nirvay ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ସମର୍ଥକମାନେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମହାଉସରେ ଦଳୀୟ ବୈଠକ କରୁଥିବା ବିଜେଡି କର୍ମୀମାନଙ୍କୁ ଆକ୍ରମଣ କରିବା ଘଟଣାରେ ଜେନାପୁର ପୋଲିସ ଆଜି ଚାରି ଜଣଙ୍କୁ ଗିରଫ କରିଛି । ଅନ୍ୟମାନଙ୍କୁ ମଧ୍ୟ ଖୁବଶୀଘ୍ର…