Author: Nirvay

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ନ୍ୟାୟିକ ତଦନ୍ତ ଦାବିରେ ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଛି ବିଜେଡି । ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତାଙ୍କ ଶହଶହ ବିଜେଡିର ଯୁବ-ଛାତ୍ର ଓ ମହିଳା…

ଆଜି ବିଜେଡିର ବାଲେଶ୍ୱର ବନ୍ଦ ଡାକରା

ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟରେ ଅସନ୍ତୋଷ ଲାଗିରହିଥିବାବେଳେ ଆଜି ବିଜେଡିର ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ଜିଲ୍ଲା ରହିବ ବନ୍ଦ ।…

ଝିଅକୁ ନେଇ ରାଜନୀତି ନ କରିବାକୁ ଅପିଲ୍ କଲେ ସୌମ୍ୟାଶ୍ରୀଙ୍କ ବାପା

ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ କୁ ନେଇ ରାଜନୀତି ନ କରିବାକୁ ଅପିଲ୍ କରିଛନ୍ତି ସୌମ୍ୟାଶ୍ରୀଙ୍କ ବାପା । ଝିଅ ଚାଲିଯାଇଛି, ତେଣୁ ତାକୁ ନେଇ ଆଉ ରାଜନୀତି…

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ସାରା ରାଜ୍ୟରେ ବିଜେଡିର ବିକ୍ଷୋଭ ଆରମ୍ଭ

ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁରେ ରାଜ୍ୟ ସରକାରଙ୍କ ବିଫଳତାକୁ ବିରୋଧ କରି ସାରା ରାଜ୍ୟରେ ବିଜେଡି ବିକ୍ଷୋଭ ଆରମ୍ଭ କରିଛି । ଭୁବନେଶ୍ୱର, ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ବାରିପଦା ଏବଂ ବିଭିନ୍ନ ସ୍ଥାନରେ ଛାତ୍ର ବିଜେଡି…

ବିଫଳ ବ୍ୟବସ୍ଥା ସୌମ୍ୟାଶ୍ରୀଙ୍କ ଜୀବନ ନେଲା କହିଲେ ନବୀନ ପଟ୍ଟନାୟକ

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଗଲା ବୋଲି ସେ କହିଛନ୍ତି । ସବୁଠୁ କଷ୍ଟଦାୟକ ହେଉଛି,…

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଆତ୍ମହତ୍ୟା ନୁହେଁ, ବ୍ୟବସ୍ଥା ଦ୍ୱାରା ସଂଗଠିତ ହତ୍ୟା କହିଲେ ରାହୁଲ

ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍‌ ଦ୍ଵିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧୀ । ସେ କହିଛନ୍ତି ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଆତ୍ମହତ୍ୟା ନୁହେଁ, ଏହା ବିଜେପିର ବ୍ୟବସ୍ଥା ଦ୍ଵାରା…

ଆସନ୍ତା ୧୭ ତାରିଖରେ କଂଗ୍ରେସ ର ଓଡ଼ିଶା ବନ୍ଦ ଡାକରା

ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ । ବାଲେଶ୍ଵର ଏଫ୍ ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ…

ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ; ମୁଖ୍ୟମନ୍ତ୍ରୀ କଲେ ସହାୟତା ଘୋଷଣା

ସମ୍ପନ୍ନ ହେଲା ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଶେଷକୃତ୍ୟ । ଗତକାଲି ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୋମ୍ୟାଶ୍ରୀ । ତାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ଗାଁ ବାଲେଶ୍ୱର ଜିଲ୍ଲା ଭୋଗରାଇର ପଳାସିଆକୁ ନିଆଯାଇଛି…

ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ ବିଶି

ବିଳମ୍ବିତ ରାତ୍ରିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏକ୍ସ ରେ ହୋଇଥିବା ଘୋଷଣା ଅନୁସାରେ ବାଲେଶ୍ୱର ଏଫ ଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ AIIMS ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସୌମ୍ୟାଶ୍ରୀ ରାତି…

କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲା ମହିଳା କଂଗ୍ରେସ

ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଆଜି ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲେ ମହିଳା କଂଗ୍ରେସ ସଭାନେତ୍ରୀ । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ବିଫଳତାକୁ…