ରାଜ୍ୟ ଆଜି ଶ୍ରାବଣ ମାସର ପ୍ରଥମ ସୋମବାର; ବୋଲ ବମ ଧ୍ୱନିରେ କମ୍ପୁଛି ଶୈବପୀଠ July 14, 2025 Nirvay ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି । ବୋଲ ବମ ଧ୍ୱନିରେ କମ୍ପୁଛି ସମସ୍ତ ଶିବ…
ରାଜ୍ୟ କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା: ଏମ୍ସରେ ଚାଲିଛି ପୀଡ଼ିତାଙ୍କ ଡାଏଲିସିସ୍ July 14, 2025 Nirvay ଭୁବନେଶ୍ୱର ଏମ୍ସରେ ସଙ୍କଟାପନ୍ନ ଅବସ୍ଥାରେ ବର୍ଣ୍ଣ ୟୁନିଟ୍ରେ ଚାଲିଛି ଆତ୍ମହୁତି ଉଦ୍ୟମ କରିଥିବା କଲେଜ ଛାତ୍ରୀଙ୍କ ଚିକିତ୍ସା । ଛାତ୍ରୀଙ୍କ କିଡନୀ ଗୁରୁତର ଭାବେ ପ୍ରଭାବିତ ହୋଇଥିବାରୁ ଡାଏଲିସିସ୍ କରାଯାଉଛି । ପୀତିଡାଙ୍କ ଚିକିତ୍ସା ପାଇଁ ୮ ଜଣିଆ ଡାକ୍ତରୀ ଦଳ…
ରାଜ୍ୟ ଆଜି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି; ରାଜଧାନୀରେ ଜାରି ହେଲା ଟ୍ରାଫିକ କଟକଣା July 14, 2025 Nirvay ଆଜି ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ରାଜଧାନୀର ବିଭିନ୍ନ ସ୍ଥାନରେ ସମୟ ଅନୁସାରେ କମିଶନରେଟ୍ ପୋଲିସ ତରଫରୁ ଟ୍ରାଫିକ କଟକଣା ଲାଗୁ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦…
ରାଜ୍ୟ ନାରୀଶିକ୍ଷାର ଅଗ୍ରଗତିରେ ଅଗ୍ରଣୀ ଭୂମିକା ନେଇଥିଲେ କବି ବିଦ୍ୟୁତ୍ପ୍ରଭା July 12, 2025 Nirvay ଭୁବନେଶ୍ୱର ଠାରେ ଓଡ଼ିଶା ସରକାରଙ୍କ ଓଡ଼ିଆ ବିଭାଗ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଆୟୋଜିତ “ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜନ୍ମଶତବାର୍ଷିକୀ” ସମାରୋହରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି । ନାରୀଶିକ୍ଷାର…
ରାଜ୍ୟ ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ July 12, 2025 Nirvay ଓଡ଼ିଶାରେ ମହିଳା ଅସୁରକ୍ଷିତ ଥିବା କଥା ରାହୁଲ ଗାନ୍ଧୀ କହିବାର ଗୋଟିଏ ଦିନ ପରେ, ବାଲେଶ୍ୱର ଫକୀର ମୋହନ ୟୁନିଭର୍ସିଟିରେ କଲେଜ କ୍ୟାମ୍ପସରେ ଘଟିଥିବା ଏକ ଦୁଃଖଦ ଘଟଣା ଲୋକଲୋଚନକୁ ଆସିଛି । ଜଣେ ଯୁବତୀ ନ୍ୟାୟ ନପାଇବାରୁ ଆତ୍ମହତ୍ୟା କରିବାକୁ…
ରାଜ୍ୟ ବାଲେଶ୍ୱର ଛାତ୍ରୀ ଆତ୍ମହୂତି ଉଦ୍ୟମ ଘଟଣାରେ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ବିଜେଡି July 12, 2025 Nirvay ଫକୀର ମୋହନ ମହାବିଦ୍ୟାଳୟର ଜଣେ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ ଘଟଣା ପାଇଁ କଲେଜ କର୍ତ୍ତୃପକ୍ଷ, ପୋଲିସର ନିଷ୍କ୍ରିୟତା ଓ ବାଲେଶ୍ୱର ସାଂସଦଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛି ବିଜେଡି । ରାଜ୍ୟରେ ନାରୀ ନ୍ୟାୟ ପାଇବା ପାଇଁ…
ରାଜ୍ୟ ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଅଭିଯୁକ୍ତ ଏଚ୍ଓଡି ଗିରଫ July 12, 2025 Nirvay ବାଲେଶ୍ୱର ଫକୀର ମୋହନ ୟୁନିଭର୍ସିଟିରେ କଲେଜ କ୍ୟାମ୍ପସରେ ନିଜ ଦେହରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଚ୍ଚ ଶିକ୍ଷା ବିଭାଗ ଆଜି ବଡ଼ ପଦକ୍ଷେପ ନେଇଛି । ବାଲେଶ୍ୱର ଘଟଣାରେ ଆହୁରି କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଉଚ୍ଚଶିକ୍ଷା…
ରାଜ୍ୟ ସୁସ୍ଥ ହୋଇ ଓଡିଶା ଫେରିଲେ ନବୀନ ପଟ୍ଟନାୟକ July 12, 2025 Nirvay ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସୁସ୍ଥ ହୋଇ ଶନିବାର ଦିନ ଓଡ଼ିଶା ଫେରିଛନ୍ତି । ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଆଜି ସେ ଭୁବନେଶ୍ୱର ଫେରିଛନ୍ତି । କର୍ମୀ, ନେତା…
ରାଜ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 12, 2025 Nirvay ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିଛନ୍ତି । ସାକ୍ଷାତ କାଳରେ ଓଡିଶାର ଭିଜନ ଡକୁମେଣ୍ଟ ୨୦୩୬ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି । ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର…
ରାଜନୀତି ରାଜ୍ୟ ଡ୍ରାଇଭର ସଂଘ ପାଇଁ କଂଗ୍ରେସର ସମାବେଶ ସଫଳ ହେଲା କହିଲେ ଭକ୍ତ ଦାସ July 12, 2025 Nirvay ଡ୍ରାଇଭର ମହାସଂଘ ପାଇଁ କଂଗ୍ରେସର ସମାବେଶ ସଫଳ ହେଲା ବୋଲି ଆଜି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ସେ କହିଛନ୍ତି ଯେ, ବିଜେପି ଚାହୁଁଥିଲା କଂଗ୍ରେସର ଆନ୍ଦୋଳନ ବିଫଳ ହେଉ…