Author: Nirvay

Nuapada Assembly Bypoll: ଅତି ସମ୍ବେଦଶୀଳ ବୁଥ ରେ ସର୍ବାଧିକ ୯୨.୬୩% ମତଦାନ

ନୂଆପଡାରେ ସାରିଛି ଗଣତନ୍ତ୍ରର ମହାପର୍ବ । ଅତ୍ୟଧିକ ଉତ୍ସାହର ସହିତ ଭୋଟ ଦେଇଛନ୍ତି ଭୋଟର । ନୂଆପଡା ଜିଲ୍ଲା ସୁନାବେଡ଼ାରେ ମାଓପ୍ରବଣ ୮ଟି ବୁଥ୍ ରହିଛି । ସେଇମଧ୍ୟରୁ ଗାତିବେଡା – ୨ ବୁଥ ନମ୍ୱର୍ ୩୨୮ ରେ ମୋଟ ଭୋଟ…

Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଦିନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ରାଜ୍ୟର ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଆଜି ହେବ ବିଜେପି ପ୍ରାର୍ଥୀ ଜୟ…

Nuapada Bye-Election: “ଉଚ୍ଚାରଣ ଅହିଂସା, ଆଚରଣ ହିଂସା” – ଗଣତନ୍ତ୍ର ପ୍ରତି ବିପଦ: ଡ.ଯତୀନ ମହାନ୍ତି

ଆଜି ନୂଆପଡା ଏନଏସି ଅଧ୍ୟକ୍ଷଙ୍କ ପୁତୁରା କିଛି ଦଳୀୟ ଗୁଣ୍ଡାଙ୍କ ସହିତ ମିଶି ବିଜେପି କାର୍ଯ୍ୟକର୍ତାଙ୍କୁ ବନ୍ଧୁକ ଦେଖାଇ ମାରି ଦେବାର ଧମକ ଦେବାକୁ ଯେତେ ନିନ୍ଦା କଲେ ମଧ୍ୟ କମ୍ ପଡିବ ବୋଲି ରାଜ୍ୟ ଉପସଭାପତି ଡା.ଯତୀନ ମହାନ୍ତି କହିଛନ୍ତି…

Nuapada Bypoll: ନୂଆପଡା ବିଧାନ ସଭା ଆସନକୁ ବିଜେପି ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି: କଂଗ୍ରେସ

ବିଜେପି ନୁଆପଡ଼ା ବିଧାନସଭା ଆସନକୁ ବିଭିନ୍ନ ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି ବିଜେପି କ୍ୟାରଟ ଓ ଲାଠି ନୀତି ଦେଖାଇ ସ୍ବର୍ଗତ ବିଧାୟକଙ୍କର ପୁତ୍ର ଜୟ…

Delhi Car Blast: ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀର ଐତିହାସିକ ସ୍ଥଳୀ ଲାଲକିଲ୍ଲା ନିକଟରେ ଆଜି ସନ୍ଧ୍ୟାରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିବା ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୋଲିସ ଡିଜିଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ସମେତ…

Pramod Bhagat bags Triple Gold: ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ

ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପଦ୍ମଶ୍ରୀ ପ୍ରମୋଦ ଭଗତ ।ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ ପ୍ରମୋଦ ଭଗତ ସିଙ୍ଗଲସ, ଡବଲ୍ସ ଏବଂ…

Pitabash Panda Murder Case: ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି । ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି । ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍‌ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି…

Nuapada Campaign: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’

ନୂଆପଡା ଉପନିର୍ବାଚନ ପାଇଁ କାଲି ସରିବ ପ୍ରଚାର । ତାପୂର୍ବରୁ ଆଜି କମ୍ପିଛି ନୂଆପଡା ମୈଦାନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆପଡ଼ାରେ ରୋଡ୍‌ ଶୋ’ କରିଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ସେ ବିଜେପି ପ୍ରାର୍ଥୀ ଜୟ…

India vs Australia T20 Series: ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ୍‌ ଜିତିଲା ଭାରତ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୫ମ ତଥା ଅନ୍ତିମ ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ୍ ବର୍ଷାରେ ଧୋଇଯାଇଛି । ବ୍ରିସବେନରେ ଖେଳାଯାଇଥିବା ଶେଷ ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହେବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜକୁ…

Nuapada Bypoll: ବିଜେଡି ନେତାଙ୍କ ଘରେ IT ରେଡ

ନୂଆପଡା ଉପ ନିର୍ବାଚନ ରାଜ୍ୟ ରାଜନୀତି ଚହଳ ସୃଷ୍ଟି କରିଛି । କିନ୍ତୁ ଏହି ସମୟରେ ବିଜେଡିର ଜଣେ ନେତାଙ୍କ ଉପରେ ପଡ଼ିଛି ଆୟକର ବିଭାଗର ନଜର । ନୂଆପଡ଼ା ଖରିଆର ରୋଡ୍‌ର ପଟେଲ ନଗର ରେ ବିଜେଡି ନେତା ମହମ୍ମଦ…