ରାଜ୍ୟ ପୁରୀ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା July 1, 2025 Nirvay ଆଜି ପୁରୀ ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସେବାୟତମାନଙ୍କ ସହ ଏକ ସ୍ୱତନ୍ତ୍ର ବୈଠକରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୂଚାରୁ ରୂପେ ନିର୍ବାହ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇ…
ରାଜ୍ୟ ପୁରୀରେ ସୁରକ୍ଷା ସମୀକ୍ଷା ବୈଠକର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା July 1, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଗସ୍ତ କରି ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ କାର୍ଯ୍ୟକ୍ରମ – ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ଭଳି ତିନିଟି ବଡ଼ ପର୍ବ ଗୁଡ଼ିକର ଆୟୋଜନକୁ ସୁବ୍ୟବସ୍ଥିତ…
ରାଜ୍ୟ ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ପଞ୍ଚମ ଅଭିଯୁକ୍ତ ଗିରଫ July 1, 2025 Nirvay ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ କରିବା ଘଟଣାରେ ଗତକାଲି ପୋଲିସ ତିନି ଜଣଙ୍କୁ ଗିରଫ କରିଥିବାବେଳେ ଆଜି ଆଉ ଦୁଇଜଣଙ୍କୁ ଗିରଫ କରିଛି । ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମୀ ମହାପାତ୍ର ଏବଂ…
ରାଜନୀତି ରାଜ୍ୟ ଜୁଲାଇ ୧୧ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍ଗେ July 1, 2025 Nirvay ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ…
ରାଜ୍ୟ ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ବିଭାଗ ଯୁଗ୍ମ ନିର୍ଦ୍ଦେଶକ; ୫୭ ଏକର ଜମି ଠାବ June 30, 2025 Nirvay ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍ କରିଛି । ଭୁବନେଶ୍ୱର, କଳାହାଣ୍ଡି ଓ ନବରଙ୍ଗପୁର ସମେତ ଦୟାନିଧିଙ୍କ ୮ ଟି ଠିକଣାରେ…
ରାଜନୀତି ରାଜ୍ୟ ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ June 30, 2025 Nirvay ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…
ରାଜ୍ୟ ବିଏମ୍ସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ June 30, 2025 Nirvay ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ…
ରାଜ୍ୟ ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ June 30, 2025 Nirvay ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା । ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ ରହିଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେଉଁ ହିତାଧିକାରୀ e-KYC କରି ନାହାନ୍ତି,…
ରାଜ୍ୟ ଜୁଲାଇ ୧ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ June 30, 2025 Nirvay ବର୍ଷା ଋତୁ ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଜୁଲାଇ ପହିଲାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ବନ୍ଦ ରହିବ ଅଭୟାରଣ୍ୟ । ଏନେଇ ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ତେବେ…
ରାଜ୍ୟ ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି June 30, 2025 Nirvay ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପରେ ଆଜିଠୁ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ । ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଦେବ ଏବଂ…