Author: Nirvay

ଆୟୁଷ୍ମାନ ଭାରତ ଯୋଜନା ସହ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ଓଡିଶା କ୍ୟାବିନେଟର ମଞ୍ଜୁରୀ

ଗତ କାଲି ୨୦୨୫ ମାର୍ଚ୍ଚ ୨୦ ତାରିଖରେ ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୭ଟି ବିଭାଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ…

କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କଂଗ୍ରେସର ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ୨୦୧୪ ରେ କଂଗ୍ରେସ…

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା । ଯଦି କୌଣସି ବ୍ୟକ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୁଏ ତେବେ ତାଙ୍କୁ ହସ୍ପିଟାଲରୁ ୧୦୯ ଆମ୍ବୁଲାନ୍ସ ଯୋଗେ ଘରକୁ କିମ୍ବା ଶ୍ମଶାନକୁ ନିଆଯିବ । ଏଥିପାଇଁ କୌଣସି ଅର୍ଥ…

ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ ଇସ୍କନକୁ ଅନୁରୋଧ କରିଛି ଶ୍ରୀମନ୍ଦିର ପ୍ରଶାସନ

ଅଦିନିଆ ରଥଯାତ୍ରାକୁ ନେଇ ରାଜ୍ୟ ଅତିଥି ଭବନରେ ଗୁରୁବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଭାରତ ଭିତରେ ଯେପରି ପାଳନ ହେଉଛି,…

ଏପ୍ରିଲ ୧ ରୁ ଭୁବନେଶ୍ୱର – ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା

ଓଡ଼ିଶାର ବିମାନ ଚଳାଚଳ ଯାତ୍ରାରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଛି । ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଘୋଷଣା କରିଛି ଯେ ଓଡ଼ିଶାର ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ଏପ୍ରିଲ ୧ ରୁ ଆରମ୍ଭ ହେବ…

ଆସନ୍ତା ୨୨ରେ ଡା.ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା

ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଗତ ୧୭ ତାରିଖ ଦିନ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ଦେହାନ୍ତ ହୋଇଛି । ଆସନ୍ତା ୨୨ ତାରିଖ ସଂଧ୍ୟା ୫ଟାରେ…

ଆସନ୍ତାକାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ସକାଳ ସ୍କୁଲ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ…

ଚାମ୍ପିଅନ୍ସ ଟ୍ରଫି ବିଜେତା ଭାରତୀୟ କ୍ରିକେଟ୍ ଦଳ ଉପରେ ବିସିସିଆଇର ଟଙ୍କା ବର୍ଷା

ଆଇସିସି ଚାମ୍ପିଅନ୍ସ ଟ୍ରଫି ଜିତିଥିବା ଭାରତୀୟ କ୍ରିକେଟ୍ ଦଳ ପାଇଁ ବିସିସିଆଇ ୫୮ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି । ମିଳିଥିବା ସୂଚନା ଅନୁସାରେ, ଚାମ୍ପିୟନ୍ସ ଟ୍ରଫି ସ୍କ୍ୱାଡରେ ଥିବା ସମସ୍ତ ୧୫ ଜଣ ଖେଳାଳି ବିସିସିଆଇ ଠାରୁ…

ନବ ଦାସଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍‌

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ । ନବ ଦାସଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍‌ ହୋଇଥିବା ସୂଚନା ଦେଇଛନ୍ତି ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ । ଗୁଳିମାଡ଼ ହେବା ପରେ ଝାରସୁଗୁଡ଼ା ଜିଲ୍ଲା…

ଖୋର୍ଦ୍ଧାରେ ଖୋଲିବ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି

ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି । ଖୋର୍ଦ୍ଧାରେ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । କାଲି ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…