ରାଜ୍ୟ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା March 18, 2025 Nirvay ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି । ସ୍କୁଲ ଗୁଡିକୁ ଯଥାଶୀଘ୍ର ସକାଳୁଆ କରିବା ପାଇଁ ତୁରନ୍ତ sop ଜାରି କରିବା ପାଇଁ…
ରାଜ୍ୟ ସ୍ୱାସ୍ଥ୍ୟ ଖୁବଶୀଘ୍ର ରାଜ୍ୟରେ ପୂରଣ ହେବ ୫,୮୨୨ ଡାକ୍ତର ପଦବୀ March 18, 2025 Nirvay ରାଜ୍ୟରେ ଖୁବଶୀଘ୍ର ୫,୮୨୨ ଡାକ୍ତର ପଦବୀ ପୂରଣ କରି ସ୍ୱାସ୍ଥ୍ୟସେବାକୁ ଆହୁରି ମଜବୁତ କରାଯିବ ବୋଲି ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ରାଜ୍ୟରେ ଡାକ୍ତର ଅଭାବକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୁଦ୍ଧକାଳୀନ ଭିତ୍ତିରେ ଏହାର ସମାଧାନ…
ରାଜ୍ୟ ନବ ଦାସଙ୍କ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ ଚାହୁଁଛୁ କହିଛନ୍ତି ଦୀପାଳି March 18, 2025 Nirvay ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଝିଅ ଦୀପାଳି ଦାସଙ୍କ ପ୍ରତିକ୍ରିୟା । ସବୁଆଡୁ ହତାଶ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ପାଇଁ ଚିଠି ଲେଖିସାରିଛୁ । ସିବିଆଇ ତଦନ୍ତ ନେଇ ଚିଠି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ…
ରାଜ୍ୟ ୫ ଟି ବିଭାଗର ୮୧୨ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ March 18, 2025 Nirvay ଆଜି ସ୍ଥାନୀୟ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମୁଦାୟ ୫ଟି ବିଭାଗର ୮୧୨ ଜଣ ନବନିଯୁକ୍ତ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ସହ ପରାମର୍ଶ ଦେଇ ସେମାନଙ୍କ କାର୍ଯ୍ୟଦକ୍ଷତା…
ରାଜନୀତି ରାଜ୍ୟ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ March 17, 2025 Nirvay ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼ ଦେବେନ୍ଦ୍ର ପ୍ରଧାନଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ…
ରାଜନୀତି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର March 17, 2025 Nirvay ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ ପାଇଁ ବିଜେପି ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ବିଜେପି…
ରାଜନୀତି ରାଜ୍ୟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ଗାର୍ଡ ଅଫ ଅନର March 17, 2025 Nirvay ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଓଡିଶା ଆସି ପହଞ୍ଚିଛି ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିଧାନସଭାର ବାଚସ୍ପତି…
ରାଜ୍ୟ ପ୍ରକାଶ ପାଇଲା ଓଜେଏସ ରେଜଲ୍ଟ, ବାଜି ମାରିନେଲେ ଝିଅ March 13, 2025 Nirvay ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍ (ଓଜେଏସ୍) ୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି । ଓଜେଏସ୍-୨୦୨୩ ପରୀକ୍ଷାରେ ବାଜି ମାରିନେଲେ ଝିଅ । ଏହି ପରୀକ୍ଷାରେ ପୁଅଙ୍କ ଅପେକ୍ଷା ଝିଅମାନେ ଭଲ ପ୍ରଦର୍ଶନ କରିଛନ୍ତି ।…
ରାଜନୀତି ରାଜ୍ୟ ତାରା ବାହିନୀପତି କ୍ଷମା ମାଗିଲେ ନିଲମ୍ବନ ହଟିବ କହିଲେ ବାଚସ୍ପତି March 13, 2025 Nirvay ନିଲମ୍ୱିତ କଂଗ୍ରେସ ବିଧାୟକ ତାରା ବାହିନୀପତି କ୍ଷମା ପ୍ରାର୍ଥନା କଲେ ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହେବ । ଏହା ସର୍ତ୍ତ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ସଂସଦ ଭିତରେ ଯାହା ଘଟିଲା ତାହାର ରେକର୍ଡ ରହିଛି । ତାରା ବାହିନୀପତି…
ରାଜ୍ୟ ଦ୍ୱାଦଶ ହିନ୍ଦୀ ପରୀକ୍ଷା ନେଇ ସିବିଏସ୍ଇ ର ସ୍ପଷ୍ଟୀକରଣ March 13, 2025 Nirvay ଦ୍ୱାଦଶ ହିନ୍ଦୀ ପରୀକ୍ଷା ନେଇ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ର ସ୍ପଷ୍ଟୀକରଣ । କିଛି ସ୍ଥାନରେ ମାର୍ଚ୍ଚ ୧୪ ଓ ଆଉ କିଛି ସ୍ଥାନରେ ମାର୍ଚ୍ଚ ୧୫ରେ ହୋଲି ପର୍ବ ପାଳନ ହେଉଛି । ତେଣୁ ମାର୍ଚ୍ଚ ୧୫…