Author: Nirvay

କ୍ରୋଏସିଆ ରାଷ୍ଟ୍ରପତିଙ୍କୁ ପଟ୍ଟଚିତ୍ର ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ କ୍ରୋଏସିଆ ଗସ୍ତରେ ଥିବା ସମୟରେ କ୍ରୋଏସିଆ ରାଷ୍ଟ୍ରପତି ଜୋରାନ ମିଲାନୋଭିଚଙ୍କୁ ଓଡ଼ିଶାର ଏକ ପଟ୍ଟଚିତ୍ର ଉପହାର ଦେଇଛନ୍ତି । ଓଡ଼ିଶାର ପାରମ୍ପରିକ କଳାର ରୂପ ହେଉଛି ପଟ୍ଟଚିତ୍ର । ଉତ୍କଳୀୟ କଳାର ଏହା ଏକ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ: କାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ବନ୍ଦ ରହିବ ସବୁ ସରକାରୀ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡିଶା ଗସ୍ତ ସମୟରେ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ଆଶଙ୍କାରେ ଆସନ୍ତାକାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ରାଜସ୍ୱ ଓ ମାଜିଷ୍ଟେରିଆଲ (କାର୍ଯ୍ୟନିର୍ବାହୀ) କୋର୍ଟ ମଧ୍ୟ…

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ସମାରୋହ: ଜନତା ମୈଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି । ସୂଚନା ଯୋଗ୍ୟ ଯେ ଜୁନ୍‌ ୨୦ ରେ ବିଜେପି…

ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋହନ ମାଝୀ, ଧର୍ମେନ୍ଦ୍ର ପ୍ରଧାନ

ନବୀନଙ୍କ ଅସୁସ୍ଥତା ବିଷୟରେଜାଣିବା ପରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଚିକିତ୍ସା ପାଇଁ ଆସନ୍ତା ୨୨ ତାରିଖରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ…

କେନ୍ଦୁଝରରେ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ତେନ୍ତଳାପଶି ଗାଁରେ ଜଣେ ୧୭ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଭୟଙ୍କର ଗଣଦୁଷ୍କର୍ମ ଓ ନିର୍ମମ ହତ୍ୟା ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ଆସାମୀ ମାନଙ୍କୁ ତୁରନ୍ତ ଗିରଫ କରିବା ଦାବିରେ…

ପୁରୀରେ ବିଜେଡିର ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ

ପୁରୀ ଠାରେ ଆୟୋଜିତ ଏକ ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ବିଜୁ ଜନତା ଦଳର ଯୁବ ଛାତ୍ର ନେତୃମଣ୍ଡଳୀ ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷର ବିଫଳତାକୁ ନେଇ ବର୍ଷିଛନ୍ତି । ସରକାରଙ୍କ ଲମ୍ୱା ବିଫଳତା…

ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ଭୁବନେଶ୍ୱର ଓ କଟକ ମହାନଗରର ସମସ୍ତ ସ୍କୁଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।…

ଭୁବନେଶ୍ୱରରେ ଅପମିଶ୍ରିତ ମଦ ପିଇ ୨ ମୃତ୍ୟୁ; ଦୋକାନ ସିଲ୍ କଲା ଅବକାରୀ ବିଭାଗ

ଭୁବନେଶ୍ୱରରେ ଅପମିଶ୍ରିତ ମଦ ପିଇ ୨ ଯୁବକଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର କଟକ ପୁରୀ ରୋଡ୍‌ ଷ୍ଟେସନ ବଜାରରେ ଥିବା ଏକ ଠିପି ବନ୍ଦ ବିଦେଶୀ ମଦ ଦୋକାନରେ ଅପମିଶ୍ରଣ ମଦ ବିକ୍ରି ଅଭିଯୋଗ ହେବା ପରେ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୧୦ ଜଣ ଗିରଫ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ଏହାର ତଦନ୍ତ କରିବା ପାଇଁ ପୋଲିସ ଡିଜି ୱାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ…

ପୁରୀ ରଥଯାତ୍ରା ପାଇଁ ନବୀନ ପଟ୍ଟନାୟକଙ୍କୁ ଛତିଶା ନିଯୋଗ ସେବାୟତଙ୍କ ଆମନ୍ତ୍ରଣ

ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ…