Author: Nirvay

ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା; ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଘଟଣାର ଦୃଢ଼ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ…

ଧର୍ମଶାଳାରେ ହୋଟେଲ, ଫାଷ୍ଟଫୁଡ୍ ଦୋକାନ ୨ ସପ୍ତାହ ପାଇଁ ବନ୍ଦ

ଯାଜପୁର ଜିଲ୍ଲାରେ ଡାଇରିଆ ବ୍ୟାପିଥିବାରୁ ଧର୍ମଶାଳା ତହସିଲ ପ୍ରଶାସନର କଡ଼ା ନିର୍ଦ୍ଦେଶ । ଧର୍ମଶାଳା ତହସିଲ ଅଧୀନରେ ଥିବା ସମସ୍ତ ହୋଟେଲ, ଢାବା, ତେଲଭାଜି ଦୋକାନ, ମିଠା ଦୋକାନ, ଫାଷ୍ଟଫୁଡ଼/ଚାଟ/ଗୁପଚୁପ ଦୋକାନ, ଆଇସକ୍ରିମ କାରଖାନା, ପାଣି ପାଉଚ କାରଖାନା, ମାଛ/ଚିକେନ ଏ…

ରାଜ୍ୟରେ ଆରମ୍ଭ ହେଲା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ

ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ଡାଇରିଆ ସ୍ଥିତି ଉପରେ ନଜର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ତ୍ଵାବଧାନରେ ରାଜ୍ୟ ସରକାର ନିରାକରଣ ଓ ପ୍ରତିଷେଧ…

ଭୁବନେଶ୍ୱରରେ ତିଆରି ହେବ ସରକାରୀ ଅତିଥି ଭବନ

ବିଭିନ୍ନ ଜିଲ୍ଲାରୁ ଓଡ଼ିଶା ରାଜଧାନୀକୁ ବିଭିନ୍ନ ଉଦ୍ଦେଶ୍ୟରେ ଆସୁଥିବା ଲୋକଙ୍କ ପାଇଁ ସୁଲଭ ବାସସ୍ଥାନ ଯୋଗାଇବା ନିମନ୍ତେ ଓଡ଼ିଶା ସରକାର ଭୁବନେଶ୍ୱରରେ ‘ଅତିଥି ଭବନ’ର ନିର୍ମାଣ ପାଇଁ ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ…

ପଞ୍ଚଭୂତରେ ଲୀନ ହେଲେ ବିଜୟ ରୁପାଣୀ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ

ପଞ୍ଚଭୂତରେ ଲୀନ ହେଲେ ବିଜୟ ରୁପାଣୀ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ । ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗୃହମନ୍ତ୍ରୀ ଅମିତ ଶାହ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ…

ସାଇପ୍ରସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ସର୍ବୋଚ୍ଚ ସମ୍ମାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦ ଅର୍ଡର ଅଫ୍ ମାକାରିଓସ୍ ରେ ସମ୍ମାନିତ କରିଛନ୍ତି ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ । ଏହି ସମ୍ମାନ ପାଇଁ ସାଇପ୍ରସ ରାଷ୍ଟ୍ରପତି, ସାଇପ୍ରସ ସରକାର ଓ ଜନତାଙ୍କୁ…

ଲିଜ୍ ଜମିକୁ ଫ୍ରି ହୋଲ୍ଡ କରିବାକୁ କମିଲା କନଭରସେସନ୍ ଫି

ଗତ କିଛି ବର୍ଷ ମଧ୍ୟରେ କେବଳ ଫ୍ଲାଟ ନୁହେଁ, ଜମିର ମୂଲ୍ୟ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି । ଏହି ସମୟରେ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି । ଲିଜ୍ ଜମିକୁ ଫ୍ରି ହୋଲ୍ଡ କରିବାକୁ କମିଲା କନଭର୍ସନ୍…

ମହିଳା ଅତ୍ୟାଚାର ବିରୋଧରେ ଯାଜପୁର ଠାରେ ବିଜେଡିର ବିଶାଳ ମହିଳା ଜନ ସମାବେଶ

ରାଜ୍ୟରେ ଗତ ଏକ ବର୍ଷରେ ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନରେ ସରକାରଙ୍କ ବିଫଳତାକୁ ନେଇ ଯାଜପୁର ଠାରେ ଏକ ବିଶାଳ ମହିଳା ଜନ ଜାଗରଣ ଅଭିଯାନରେ ଆଜି ବିଜୁ ଜନତା ଦଳ ବିଜେପି ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ବିଜେପି…

ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସରକାର ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସଏଲଏସଡବ୍ଲୁଏ) ବୈଠକରେ ୩୮୭୮.୮୬ କୋଟି ଟଙ୍କାର ୧୭ଟି ନିବେଶ ପ୍ରକଳ୍ପକୁ ଅନୁମୋଦନ କରି ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ଜାରି ରଖିଛନ୍ତି । ୧୧ଟି ଜିଲ୍ଲାରେ…

ଦୁର୍ଘଟଣାସ୍ଥଳ ପରିଦର୍ଶନ ପରେ ଅମିତ ଶାହଙ୍କ ପ୍ରତିକ୍ରିୟା

କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ ଗୁରୁବାର ଦିନ ଦୁର୍ଘଟଣାସ୍ଥଳ ପରିଦର୍ଶନ ପରେ ସିଭିଲ ହସ୍ପିଟାଲରେ ପହଞ୍ଚି ଆହତ ମାନଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ଅପଡେଟ ନେଇଛନ୍ତି । ଦୁର୍ଘଟଣାସ୍ଥଳ ପରିଦର୍ଶନ ପରେ ଅମିତ ଶାହ କହିଛନ୍ତି ଯେ ବିମାନରେ…