Author: Nirvay

ସୁରକ୍ଷା ସମସ୍ୟା ପାଇଁ ପାକିସ୍ତାନରେ ଇଣ୍ଟରନେଟ୍ ସେବା ବନ୍ଦ

ପାକିସ୍ତାନ ସରକାର ଇସଲାମାବାଦ ଓ ରାୱଲପିଣ୍ଡିରେ ମୋବାଇଲ ଓ ଇଣ୍ଟରନେଟ ସେବା ବନ୍ଦ କରିଦେଇଛନ୍ତି । କଟରପନ୍ଥୀ ଇସଲାମି ପାର୍ଟି ତେହେରିକ୍-ଏ-ଲବୈକ୍ ପାକିସ୍ତାନ(TLP)ର ବିରୋଧ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । ରାଜଧାନୀ ଇସଲାମାବାଦକୁ ସଂଯୋଗ କରୁଥିବା ବିଭିନ୍ନ…

୯ ଆନ୍ତଃରାଜ୍ୟ ଡକାୟତ ଗିରଫ; ୫ ବନ୍ଧୁକ ଜବତ

କେନ୍ଦୁଝର ଟାଉନ ଥାନା ପୋଲିସ ୯ ଜଣ ଆନ୍ତଃରାଜ୍ୟ ଡକାୟତଙ୍କୁ ଗିରଫ କରିବା ସହ ୫ଟି ବନ୍ଧୁକ ଜବତ କରିଛି । ପୋଲିସ ସେମାନଙ୍କୁ ନରଣପୁର ଶିବ ମନ୍ଦିର ନିକଟରୁ ଗିରଫ କରିଛି । କେନ୍ଦୁଝର ପୋଲିସର ସ୍ୱତନ୍ତ୍ର ଟିମ୍‌ର ମିଳିତ…

ଭାରତ ଏବଂ ୟୁକେ ମଧ୍ୟରେ ୪୬୮ ନିୟୁତ ଡଲାରର ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର

ଭାରତ ଏବଂ ୟୁକେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ୪୬୮ ନିୟୁତ ଡଲାରର ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି । ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଭାରତ ଗସ୍ତର ଦ୍ୱିତୀୟ ଏବଂ ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

‘ବାଣିକ’ ନାଁରେ ହୋଇଥିବା ଅଭିଯୋଗକୁ ଖଣ୍ଡନ କଲେ ସୁବ୍ରତ ଛାଟୋଇ

ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାରେ ଭୁବନେଶ୍ଵରର ପ୍ରତିଷ୍ଠିତ କୋଚିଂ ସେଣ୍ଟର ‘ବାଣିକ’ ରେ କ୍ରାଇମବ୍ରାଞ୍ଚ ଚଢ଼ାଉ ପରେ ‘ବାଣିକ’ ନାଁରେ ହୋଇଥିବା ଅଭିଯୋଗକୁ ମୁଖ୍ୟ ସୁବ୍ରତ ଛାଟୋଇ ଖଣ୍ଡନ କରିଛନ୍ତି । ବାଣିକ୍‌’ର ପୋଲିସ SI ପରୀକ୍ଷା ଘୋଟାଲାରେ…

ସାକ୍ଷୀଗୋପାଳରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ, ତାଙ୍କର ଜନ୍ମମାଟି ସୁଆଣ୍ଡୋ ଗ୍ରାମରେ ଉକ୍ରଳମଣିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ବିଜୁ ଜନତା ଦଳ ତାର ପଦଯାତ୍ରା ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ କରିଛି । ଗାନ୍ଧୀ ଜୟନ୍ତୀରେ ଅର୍ଥାତ ଅକ୍ଟୋବର ୨…

ନୂଆପଡ଼ା ଉପନିର୍ବାଚନ ୨୦୨୫: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଆଜି ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୁଡାନ୍ତ ଭୋଟର୍ ତାଲିକା ପ୍ରକାଶିତ କରିଛନ୍ତି । ସୂଚନାଯୋଗ୍ୟ ଯେ ନୂଆପଡା ବିଧାନ ସଭା ମଣ୍ଡଳୀ – ୭୧ ନୂଆପଡା, ୧୧ – କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ…

ବାଜିଲାଣି ନୂଆପଡ଼ା ଉପନିର୍ବାଚନ ବିଗୁଲ; କେଉଁଠି ନବୀନ?

ଓଡ଼ିଶାରେ ଏବେ ବିଜେପି ନେତୃତ୍ବାଧୀନ ସରକାର ସମୟରେ ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି । ନୂଆପଡ଼ା ବିଧାନସଭା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡ଼ିଛି । ଏହା ମୋହନ ସରକାରଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ…

କଫ ସିରପ୍‌ ଜନିତ ଶିଶୁ ମୃତ୍ୟୁ ପରେ ଉତ୍ପାଦର ପରୀକ୍ଷଣ ପାଇଁ CDSCOର ନିର୍ଦ୍ଦେଶ

ଦେଶର ବିଭିନ୍ନ ସ୍ଥାନରେ ଶିଶୁ ମୃତ୍ୟୁ ମାମଲାକୁ ନେଇ ଚିନ୍ତା ବଢ଼ିଛି । ଏହାର ମୁଖ୍ୟ କାରଣ ହେଉଛି କଫ ସିରପ । କଫ ସିରପ୍‌ ଜନିତ ଶିଶୁ ମୃତ୍ୟୁ ପରେ ସିରପ୍‌ର ପରୀକ୍ଷଣ ସୁନିଶ୍ଚିତ କରିବାକୁ କେନ୍ଦ୍ରୀୟ ସେଣ୍ଟ୍ରାଲ ଡ୍ରଗ୍ସ…

ଦେଶର ପ୍ରାୟ ପ୍ରତ୍ୟେକ ଜିଲ୍ଲାରେ 5G ନେଟୱର୍କ ପହଞ୍ଚିସାରିଛି: ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀର ଯଶୋଭୂମିରେ ଆୟୋଜିତ ଏସିଆର ସର୍ବବୃହତ ଟେଲିକମ, ମିଡିଆ ଓ ଟେକ୍ନୋଲୋଜି ଇଭେଣ୍ଟ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ ରେ ଯୋଗ ଦେଇ ଟେଲିକମ୍ କ୍ଷେତ୍ରରେ ଭାରତର ସଫଳତା ମେକ୍ ଇନ୍ ଇଣ୍ଡିଆ ଏବଂ ଆତ୍ମନିର୍ଭରଶୀଳତାର…

୧୧ ବରିଷ୍ଠ ନେତାଙ୍କୁ ସାଂଗଠନିକ ଦାୟିତ୍ୱ ଦେଲା ବିଜେଡି

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୧୧ ଜଣ ବରିଷ୍ଠ ନେତାଙ୍କୁ ସାଂଗଠନିକ ତାୟିତ୍ୱ ଦେଇଛି ବିଜୁ ଜନତା ଦଳ । ଉପସଭାପତି, ବରିଷ୍ଠସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ନିଯୁକ୍ତି ନେଇ ଘୋଷଣା କରିଛି ବିଜୁ ଜନତା…