Author: Nirvay

କଟକରେ ଶାନ୍ତି ସ୍ଥାପିତ ପାଇଁ ମୋହନ ସରକାରଙ୍କ ପଦକ୍ଷେପ ସ୍ୱାଗତଯୋଗ୍ୟ

ଭାଇଚାରାର ସହର କଟକରେ ଧୀରେ ଧୀରେ ଶାନ୍ତି ଫେରୁଛି । ସହରରେ ଶାନ୍ତି ଫେରାଇ ଆଣିବାକୁ ମୋହନ ସରକାରଙ୍କ ପଦକ୍ଷେପ ବେଶ ସ୍ୱାଗତଯୋଗ୍ୟ । ପରିସ୍ଥିତି ଉଦବେଗଜନକ ହେବା କ୍ଷଣି ତୁରନ୍ତ ଆକ୍ସନ ନେଇ କର୍ଫ୍ୟୁ ଜାରି କରିବା ସହ ୩୬…

ନୂଆପଡ଼ା ଉପନିର୍ବାଚନ: କେତେ ଦମ୍ ରେ ଲଢ଼ିବ ବିଜେଡି ?

ନୂଆପଡ଼ା ବିଧାନସଭା କ୍ଷେତ୍ର ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇଛି । ଆସନ୍ତା ୧୧ ତାରିଖରେ ମତଦାନ ଓ ୧୪ରେ ଭୋଟ ଗଣତି ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ରାଜ୍ୟରେ ନୂଆ କରି ସରକାର ଗଠନ କରିଥିବା ବିଜେପି ନେତୃତ୍ୱରେ…

ଜୈବିକ କୃଷି ଏକ ବିକଳ୍ପ କି ?

ଜୈବିକ କୃଷିସାରର ପ୍ରୟୋଗ କୃଷି ଉତ୍ପାଦନରେ ବୃଦ୍ଧି ଆଣିବା ସହ ଫସଲର ପୁଷ୍ଟିକର ମାନ ବଢ଼ାଇଥାଏ । ରାସାୟନିକ ସାରର ବିକଳ୍ପ ଭାବେ ଜୈବିକ କୃଷି ପ୍ରମୁଖ ଭୂମିକା ଗ୍ରହଣ କରିଛି । ମୁଖ୍ୟତଃ- କୃଷି ଜମି ମୃତ୍ତିକା ଏବଂ ମଞ୍ଜିରେ…

ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ

ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ, ରାଜ୍ୟରେ ଉତ୍ସବର ପରିବେଶ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଲୋକେ ନିଜକୁ ଅସୁରକ୍ଷିତ ଭାବିବା ଆରମ୍ଭ…

କଟକରେ ସ୍ୱାଭାବିକ ହେଲା ଇଣ୍ଟରନେଟ୍ ସେବା

କଟକକୁ ପୁଣି ଶାନ୍ତି ଫେରୁଛି । କଟକରେ ମଙ୍ଗଳବାର ଦିନ ସନ୍ଧ୍ୟା ୭ଟାରୁ ଇଣ୍ଟରନେଟ ସେବା ସ୍ଵାଭାବିକ ହୋଇଛି । ୪୮ ଘଣ୍ଟା ପରେ ଇଣ୍ଟରନେଟ୍‌ ଉପରେ ଲାଗିଥିବା କଟକଣା ହଟାଇ ଦିଆଯାଇଛି । କଟକର ୧୩ ଥାନା ଅଞ୍ଚଳରେ ରବିବାର…

ନୂଆପଡ଼ା ଉପନିର୍ବାଚନ: ଘାସିରାମ ମାଝୀ ହେଲେ କଂଗ୍ରେସ ପ୍ରାର୍ଥୀ

ନୂଆପଡା ବିଧାନସଭାର ଉପ-ନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ଆଜି ପ୍ରାର୍ଥୀ ଘୋଷଣା କରିଛି । ଘାସିରାମ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି । ନୂଆପଡାରେ ଜଣେ ଆଦିବାସୀ ଚେହେରା ଭାବରେ ଘାସିରାମ…

ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ପୀତବାସ ପଣ୍ଡା ମୃତ୍ୟୁ

ବ୍ରହ୍ମପୁରରେ ଗୁଳିମାଡ । ବ୍ରହ୍ମପୁର ସହରର ବ୍ରହ୍ମନଗର ଅଞ୍ଚଳରେ ବିଜେପି ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି ପ୍ରାୟ ୧୦ଟା ସମୟରେ ବାଇକ୍‌ରେ ଆସି…

ଆଜି ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା; ସାରା ଓଡିଶା ଉତ୍ସବମୁଖର

ଆଜି ପବିତ୍ର ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା । ଏହି ଅବସରରରେ ଗାଁ ଠାରୁ ସହର ସବୁଠି ଚଳଚଞ୍ଚଳ ଓ ଉତ୍ସବମୁଖର ପରିବେଶ ଲାଗିରହିଛି । ସବୁଠି ଆଧ୍ୟାତ୍ମିକତାର ପରିବେଶ । ପୂର୍ଣ୍ଣ ଚନ୍ଦ୍ରର ଆଲୋକମାଳାରେ ଆଶିଷ ବାଢ଼ିବା ପାଇଁ…

କଟକ ଗୋଷ୍ଠୀ ସଂଘର୍ଷ ଘଟଣାରେ ନିର୍ଦ୍ଦେଶାବଳୀ ଜାରି କରିଛି କମିଶନରେଟ ପୋଲିସ

କଟକ ସହରରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଉତ୍ତେଜନା, ହିଂସାତ୍ମକ ପରିସ୍ଥିତି ନେଇ କମିଶନରେଟ ପୋଲିସ ନିର୍ଦ୍ଦେଶାବଳୀ ଜାରି କରିଛି । କଟକରେ ହୋଇଥିବା ସମ୍ପ୍ରତି ଗୋଷ୍ଠୀ ସଂଘର୍ଷ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…

ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୧୦୧ କୋଟି ଟଙ୍କାର ଭେଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ୧,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ବିକାଶମୂଳକ ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜଳସେଚନ…