Author: Nirvay

Rajya Sabha Cross Voting Row: କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ

ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ପରେ ଦଳ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି ୬ ବିଜେଡି ବିଧାୟକ । ସୋ କଜ୍ ଜାରି ସ୍ବେଚ୍ଛାଚାରୀ ତଥା ବେଆଇନ ବୋଲି କହିଛନ୍ତି ବିଧାୟକ । ବିଧାୟକମାନେ ଅଭିଯୋଗ କରିଛନ୍ତି…

Govt Regularises Jobs of Schematic Junior Teachers: ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର…

Dr Durga Madhab Satapathy Appointed New DMET: ଦୁର୍ଗା ମାଧବ ଶତପଥୀ ହେଲେ ନୂଆ ଡିଏମଇଟି

ଡକ୍ଟର ଦୁର୍ଗାମାଧବ ଶତପଥୀ ରାଜ୍ୟର ନୂତନ ଡାକ୍ତରୀ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି । ସେ ବ୍ରହ୍ମପୁର ମହାରାଜ କୃଷ୍ଣଚନ୍ଦ୍ର ଗଜପତି (MKCG) ମେଡିକାଲ କଲେଜର ସୁପରିନ୍‌ଟେଣ୍ଡେଣ୍ଟ ଥିଲେ । ପୂର୍ବରୁ ଏହି ପଦବୀରେ ଥିବା ଡକ୍ଟର…

2028 World Indoor Athletics Championships: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ୨୦୨୮ ବିଶ୍ୱ ଇଣ୍ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍

ଭାରତ ପ୍ରଥମ ଥର ପାଇଁ ୨୦୨୮ ବିଶ୍ୱ ଇଣ୍ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ ଆୟୋଜନ କରିବାକୁ ଯାଉଛି । ଗୁରୁତ୍ତ୍ୱପୂର୍ଣ୍ଣ କଥା ହେଉଛି ଯେ ଏହା ଓଡ଼ିଶାର ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ । ବିଶ୍ୱ ଆଥଲେଟିକ୍ସ ଦ୍ୱାରା ପରିଚାଳିତ ଏକ…

Eid ul-Fitr 2026: ଆସନ୍ତା ଶନିବାର ରାଜ୍ୟରେ ପାଳନ ହେବ ଇଦ୍‌-ଉଲ୍‌-ଫିତର୍

ଆସନ୍ତା ଶନିବାର ଦିନ ସମଗ୍ର ରାଜ୍ୟରେ ଇଦ୍‌ ଉଲ ଫିତର ଉତ୍ସବ ପାଳନ ହେବ । ଆଜି ରାଜ୍ୟର କୌଣସି ସ୍ଥାନରେ ଚନ୍ଦ୍ର ଦେଖାନଯିବା ଯୋଗୁଁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଅଞ୍ଜୁମାନ ଇସଲାମିଆ ଅହଲେ ସୁନ୍ନତ ଅଲ୍ ଜମାତ୍ ଚାନ୍ଦ…

West Bengal Assembly Elections: ପଶ୍ଚିମବଙ୍ଗ ପାଇଁ ବିଜେପିର ୧୧୧ ଜଣିଆ ତାଲିକା ପ୍ରକାଶ

ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ଦିନ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ ପାଇଁ ୧୧୧ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି । ପଶ୍ଚିମବଙ୍ଗରେ ଭୋଟଗ୍ରହଣ ଏପ୍ରିଲ ୨୩ ଏବଂ ଏପ୍ରିଲ ୨୯ ରେ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ…

Cross Voting in Rajya Sabha Election: ଦୁଇ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ

ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ଡଃ ଦତ୍ତ୍ୱେଶ୍ୱର ହୋତାଙ୍କୁ ଭୋଟ ନଦେଇ ବିଜେପି ସମର୍ଥିତ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ କଂଗ୍ରେସ ଦାଶରଥି ଗମାଙ୍ଗ ଓ ସୋଫିଆ ଫିର୍ଦ୍ଦୋସ କ୍ରସ ଭୋଟ ଦେଇଥିଲେ । ଯାହା ଦଳୀୟ ଶୃଙ୍ଖଳାର ଘୋର…

SCB Fire Tragedy: SCB ଅଗ୍ନିକାଣ୍ଡ ଘଟଣାରେ ୪ ଅଧିକାରୀ ନିଲମ୍ବିତ

କଟକର ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଚାରି ଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନିଲମ୍ବିତ…

Govt Caps Airline Seat Selection Fees: ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର, ୬୦% ସିଟ୍‌ ମାଗଣାରେ ବାଛିପାରିବେ ଯାତ୍ରୀ

ସରକାର ବିମାନ ଯାତ୍ରୀଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏୟାରଲାଇନ୍ସଗୁଡ଼ିକୁ ଏବେ ପ୍ରତ୍ୟେକ ଉଡ଼ାଣରେ ଅତି କମ୍‌ରେ ୬୦ ପ୍ରତିଶତ ସିଟ୍ ଯାତ୍ରୀମାନଙ୍କୁ ଅତିରିକ୍ତ ଶୁଳ୍କ ବିନା ଚୟନ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରାଯାଇଛି ।…

Dara Singh Case in SC: ସୁପ୍ରିମକୋର୍ଟରେ ମେ ୧୩ ତାରିଖରେ ଦାରା ସିଂ ମାମଲାର ପରବର୍ତ୍ତୀ ଶୁଣାଣି

ଆଜି ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍ ଜେନେରାଲ୍ ପିତାମ୍ବର ଆଚାର୍ଯ୍ୟ ପକ୍ଷ ରଖିଛନ୍ତି । ବହୁଚର୍ଚ୍ଚିତ ଗ୍ରାହମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ଦଣ୍ଡାଦେଶ କାଟୁଥିବା ଦାରା ସିଂହଙ୍କ ଦଣ୍ଡ କୋହଳ…