Author: Nirvay

ଦାନା ବାତ୍ୟା ଯୋଗୁଁ ହୋଇଛି ବ୍ୟାପକ କ୍ଷୟକ୍ଷତି; ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

ଆଜି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ଓ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଓ ନଭେମ୍ବର ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ,…

ଅକ୍ଟୋବର ୨୯ ତାରିଖରେ ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଓଡ଼ିଶାରେ ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସିରେ ଏ ଯୋଜନାର ଶୁଭାରମ୍ଭ କରିବେ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ଅବସରରେ ଉପସ୍ଥିତ ରହିବେ । ୭୦ ବର୍ଷରୁ…

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ…

ନିର୍ଭୟ ପ୍ରଭାବ: ସୁବିଧା ସୁଯୋଗ ପାଇଲେ ସାଲେପୁର ରିଲିଫ କେନ୍ଦ୍ର ବାସୀ

ବିଜୟଲକ୍ଷ୍ମୀ ଦାଶ: ସାଲେପୁର ବ୍ଲକର ଲେଖନପୁର ସ୍ଥିତ ଗାନ୍ଧୀ ସରକାରୀ ହାଇସ୍କୁଲ ଏବଂ ପ୍ରାଇମେରୀ ସ୍କୁଲ କୁ ସରକାର ଙ୍କ ତରଫରୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ଭାବେ ଘୋଷଣା କରାଯାଇ ସ୍ଥାନୀୟ ଚାଳ ଘରେ ଏବଂ ବିପଦ ସଂକୁଳ ଅବସ୍ଥା ରେ…

କୁମାର ପୂର୍ଣ୍ଣିମା – ଓଡ଼ିଶାର ଆଉ ଏକ ନାରୀ-କୈନ୍ଦ୍ରିକ ନିଆରା ପର୍ବ

ବିଶ୍ବରାଜ ନାୟକଙ୍କ କଲମରୁ: ଦୀର୍ଘ ଗୋଟିଏ ବର୍ଷର ପ୍ରତୀକ୍ଷା ପରେ ମାଆ ଆସେ, ଆସେ କିନ୍ତୁ ମାତ୍ର କିଛି ଦିନ ପାଇଁ। ସେହି କିଛି ଦିନ ବିତିଯାଏ ଆଖି ପଲକରେ। ମାଆକୁ ମେଲାଣି ଦେଇ ସାରିବା ପରେ ଚାରି ଆଡ଼ ଲାଗେ…

ନିଜ ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ନେଇ ଗର୍ବ କରନ୍ତୁ ଓଡ଼ିଆ

ବିଶ୍ବରାଜ ନାୟକଙ୍କ କଲମରୁ: ଆମେ ଯେଉଁ ଶାରଦୀୟ ପର୍ବକୁ ଦୁର୍ଗାପୂଜା, ଦଶହରା କହୁ, ଗାଁ ଗହଳିରେ ଏହାକୁ କୁହାଯାଏ ଗୋଷାଣୀ ଯାତ୍ରା। ମାର୍କଣ୍ଡେୟ ପୁରାଣ କୁହେ ଚେଦୀ ବଂଶୀୟ କଳିଙ୍ଗ ରାଜା ଖ୍ରୀଷ୍ଟ ପୂର୍ବ ୩୦୦ ଶତାବ୍ଦୀରେ ପାଳନ କରୁଥିଲେ ଦୁର୍ଗା…

ତାମିଲନାଡୁରେ ଟ୍ରେନ ଦୁର୍ଘଟଣା; ୨ଟି ବଗିରେ ନିଆଁ, ୬ଟି ଲାଇନ୍ଚ୍ୟୁତ

ତାମିଲନାଡୁର କବରାରାପେଟ୍ଟାଇଠାରେ ମହୀଶୂର-ଦରଭଙ୍ଗା ଏକ୍ସପ୍ରେସ୍ ଟ୍ରେନ୍ ଓ ଅଟକି ରହିଥିବା ମାଲବାହୀ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ କିଛି ଲୋକ ଆହତ ହୋଇଛନ୍ତି। ଏଥିରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି। ଇଞ୍ଜିନର ୬ଟି ବଗି ଲାଇନଚ୍ୟୁତ ହୋଇଥିବା ବେଳେ…

ବଢୁଛି ମୋହନଙ୍କ ପରିବାର; ଭାଙ୍ଗୁଛି ନବୀନ ଗଡ଼

ମୋହନ ସରକାରଙ୍କ ପରିବାର ବଢୁଥିବା ବେଳେ ଦିନକୁ ଦିନ ନବୀନ ଗଡ଼ ଭାଙ୍ଗିବାରେ ଲାଗିଛି। ଲୋକେ ନବୀନ ବାବୁଙ୍କ ଉପରେ ଆସ୍ଥା ହରାଉଥିବା ବେଳେ ମୋହନ ସରକାରଙ୍କ ଉପରେ ଅତୁଟ ବିଶ୍ୱାସ ରଖି ବିଜେପି ମୁହାଁ ହେଉଛନ୍ତି। ବିଜେଡି ଶିବିର ଫାଙ୍କା…

ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଧରାବତରଣ

ଦୁର୍ଗାପୂଜାରୁ ଆରମ୍ଭ ହୁଏ ପାର୍ବଣ। ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟର ବିଜୟ ପାଇଁ ଧରାବତରଣ କରନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା। ଦୁର୍ଗାପୂଜା ଆଶ୍ୱିନ ମାସରେ ପାଳନ ହୁଏ । ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହୁଏ…

ବିଜେପି ହିନ୍ଦୁ ଭୋଟରଙ୍କ ପ୍ରଥମ ପସନ୍ଦ

ହିନ୍ଦୁ ଭୋଟରଙ୍କ ପ୍ରଥମ ପସନ୍ଦ ହୋଇପାରିଛି ବିଜେପି। ଏହାର ଏକ ଝଲକ ଦେଖିବାକୁ ମିଳିଛି ଜାମ୍ମୁ-କାଶ୍ମୀର ନିର୍ବାଚନ ଫଳାଫଳରେ। ଜମ୍ମୁ ଡିଭିଜନରେ ବିଜେପିର ଚମତ୍କାର ପ୍ରଦର୍ଶନ ଯୋଗୁଁ ଦଳ ହିନ୍ଦୁ ଅଧ୍ୟୁଷିତ ଅଞ୍ଚଳରେ ଏକକ ବୃହତ୍ତମ ଦଳ ଭାବେ ଉଭା ହୋଇଛି।…