Author: Nirvay

‘ଅପରେସନ୍‌ ସିନ୍ଦୂର’ ପରେ ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ୱାର୍‌ ରୁମ୍‌ ଦୃଶ୍ୟ

ଅପରେସନ୍‌ ସିନ୍ଦୂର ପରେ ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ୱାର ରୁମ୍‌ର ଚିତ୍ର । ଅପରେସନ୍‌ ସିନ୍ଦୂରରେ ପାକିସ୍ତାନର ୯ଟି ଆତଙ୍କୀ କ୍ୟାମ୍ପ ଧ୍ୱଂସର ମନିଟରିଂ କରୁଥିଲେ ତିନି ସେନା ମୁଖ୍ୟ । ପହଲଗାମ ନରସଂହାରକୁ ନେଇ ଅପରେସନ ସିନ୍ଦୂର…

ଡିଆରଡିଓ ଅଧ୍ୟକ୍ଷ ଡ. ସମୀର ଭି. କାମାତଙ୍କ କାର୍ଯ୍ୟକାଳ ବୃଦ୍ଧି

ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ପ୍ରତିଷ୍ଠାନ (ଡିଆରଡିଓ) ଅଧ୍ୟକ୍ଷ ଡ. ସମୀର ଭି. କାମାତଙ୍କ କାର୍ଯ୍ୟକାଳ ବର୍ଷକ ପାଇଁ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଜୁନ୍ ୧ରେ କାମାତଙ୍କ କାର୍ଯ୍ୟକାଳ ସରିବାକୁ ଥିବାବେଳେ ଆଉ ବର୍ଷକ ପାଇଁ ଅର୍ଥାତ ୩୧…

୧୪ ଦିନିଆ ନ୍ୟାୟିକ ହେପାଜତରେ ଜ୍ୟୋତି ମଲହୋତ୍ରା

ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ ଗିରଫ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି ହିସାର କୋର୍ଟ । ମେ ୧୬ ତାରିଖରେ ପାକିସ୍ତାନକୁ ସମ୍ବେଦନଶୀଳ ସୂଚନା ଦେବା ଅଭିଯୋଗରେ ହିସାରର ୟୁଟ୍ୟୁବର…

୩ ବର୍ଷ ଭିତରେ ଭିଡ଼ ମୁକ୍ତ ହେବ ଭୁବନେଶ୍ୱର: ପୃଥ୍ଵୀରାଜ ହରିଚନ୍ଦନ

ଭୁବନେଶ୍ୱରକୁ ଭିଡ଼ ମୁକ୍ତ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଜି ପୂର୍ତ୍ତମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ, ଭୁବନେଶ୍ୱର ସହରକୁ ଭିଡ଼ ମୁକ୍ତ କରିବାକୁ ଜୁନ ୧୨ ରେ ଏକାଧିକ…

ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ୍‌

କମିବ ଡିଜେଲ ବସ ବ୍ୟବହାର, ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ । ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ । ହାଇଡ୍ରୋଜେନ ପ୍ରସ୍ତୁତ ପାଇଁ ସ୍ୱେରେଜ ୱାଟର ବ୍ୟବହାର ହେବ । ଏ ନେଇ ଏମଓୟୁ ସରିଥିବା ସୂଚନା…

ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ମଠ ସଂସ୍କୃତିକୁ ଅକ୍ଷୁର୍ଣ୍ଣ ରଖାଯାଇଥିଲା: ବିଜେଡି

ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ଏହି ସ୍ଥଳରେ ଥିବା ୧୯ଟି ଐତିହ୍ୟ ମଠ ଗୁଡିକର ପୁନଃବିନ୍ୟାସ ନେଇ ଗତ କାଲି ରାଜ୍ୟର ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ କହିଛି, ଐତିହ୍ୟ ସ୍ୱରୂପ ବିରାଜମାନ…

ଅଭିନେତା ମୁକୁଲ ଦେବଙ୍କ ୫୪ ବର୍ଷ ବୟସରେ ପରଲୋକ

ମାତ୍ର ୫୪ ବର୍ଷ ବୟସରେ ସମସ୍ତଙ୍କୁ ଛାଡ଼ି ଆରପାରିକୁ ଚାଲି ଯାଇଛନ୍ତି ଅଭିନେତା ମୁକୁଲ ଦେବ । ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଦିନ ରାତିରେ ତାଙ୍କର ଦେହାନ୍ତ…

କେନ୍ଦୁଝର SDJM କୋର୍ଟରେ ରାଜା ଚକ୍ରଙ୍କ ଜାମିନ୍ ଖାରଜ

ସରୁନି ରାଜା ଚକ୍ରଙ୍କ ଅଡୁଆ । କେନ୍ଦୁଝର SDJM କୋର୍ଟ ଆଜି ବିଜେଡି ନେତା ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ସଦର ଥାନାରେ ରୁଜୁ ଏକ ମାମଲାରେ ଜାମିନ୍ ଖାରଜ ହୋଇଛି । ଜାମିନ୍ ଖାରଜ ପରେ…

ନୂଆପଡ଼ା ଆର ଆଣ୍ଡ ବି ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଭିଜିଲାନ୍ସ ଦ୍ୱାରା ଗିରଫ

ନୂଆପଡ଼ା ଜିଲ୍ଲା, ଖଡ଼ିଆଳର ଆର୍ ଆଣ୍ଡ ବି ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଭିଜିଲାନ୍ସ ଆଜି ଗିରଫ କରିଛି । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ପିପିଲି ଓ ନୂଆପଡ଼ା ସମେତ ସୁଶାନ୍ତ ସେଠୀଙ୍କ ୮ଟି ସ୍ଥାନରେ ଗତକାଲି…

ଭାରତୀୟ ଟେଷ୍ଟ ଟିମ୍ କ୍ୟାପଟେନ ହେଲେ ଶୁବମନ ଗିଲ୍

ଇଂଲଣ୍ଡ ଗସ୍ତ ପାଇଁ ବିସିସିଆଇ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରିଛି । ଚୟନ କମିଟି ଦଳର ନୂତନ ଅଧିନାୟକ ଏବଂ ଉପ-ଅଧିନାୟକଙ୍କୁ ମଧ୍ୟ ଚୟନ କରିଛନ୍ତି । ରୋହିତ ଶର୍ମାଙ୍କ ଅବସର ପରେ ଖାଲି ପଡ଼ିଥିବା ପଦବୀରେ ଶୁବମନ…