ରାଜ୍ୟ ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ରର ଶୁଭ ଉଦଘାଟନ January 21, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ର ର ଉଦ୍ଘାଟନ କରିଛନ୍ତି । ଏଠାରେ କର୍କଟ ରୋଗୀଙ୍କ ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଓ…
ରାଜ୍ୟ ଫେବୃଆରୀ ୧୩ ରୁ ବିଧାନସଭା ବଜେଟ ଅଧିବେଶନ, ୧୭ ରେ ବଜେଟ୍ ଉପସ୍ଥାପନ January 21, 2025 Nirvay ଆସନ୍ତା ଫେବୃଆରୀ ୧୩ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ହେବ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି…
ରାଜ୍ୟ ସାନଖେମୁଣ୍ଡି ବ୍ଲକ ଅଫିସକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ January 21, 2025 Nirvay ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ କରାଯାଇଛି । ବ୍ଲକ କାର୍ଯ୍ୟାଳୟରେ ଥିବା ହିସାବ ଅଧିକାରୀଙ୍କ ପ୍ରକୋଷ୍ଠ ସମ୍ମୁଖରେ ବଡ଼ ବଡ଼ ଅକ୍ଷରରେ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ ଲେଖାଯାଇଛି । ପୋଷ୍ଟରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ଵାକ୍ଷର…
ରାଜ୍ୟ ବରଗଡ଼ରେ ଯୁବତୀ ଅପହରଣ ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୋଲିସ January 21, 2025 Nirvay ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ ଏବଂ ହତ୍ୟା ଉଦ୍ୟମ ଘଟଣାରେ ମୁଖ୍ୟ ଅଭିଯୁକ୍ତ ରାକେଶ ଡନସେନାକୁ ଆଜି ପୋଲିସ ଗିରଫ କରିଛି । ଟିଟିଲାଗଡ଼ ରେଲୱେ ଷ୍ଟେସନରୁ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ଦେଲେ ଉତ୍ତରାଞ୍ଚଳ ଆଇଜି…
ଦେଶ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇ ଘରକୁ ଫେରିଲେ ସୈଫ January 21, 2025 Nirvay ସୈଫଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର । ୫ ଦିନର ଚିକିତ୍ସା ପରେ ମୁମ୍ବାଇ ଲୀଳାବତୀ ହସ୍ପିଟାଲରୁ ଆଜି ଡିସ୍ଚାର୍ଜ ହୋଇ ନିଜ ମୁମ୍ବାଇର ବାନ୍ଦ୍ରା ସ୍ଥିତ ଘରକୁ ଫେରିଛନ୍ତି ସୈଫ୍ ଅଲ୍ଲୀ ଖାନ୍ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ନଥିବା…
ବିଶ୍ୱ ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ January 20, 2025 Nirvay ଆଜି ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ୍ । ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବେ ସେ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ଆମେରିକାର ଉପରାଷ୍ଟ୍ରପତି ଭାବେ ଜେଡି ଭେନ୍ସ ମଧ୍ୟ…
ରାଜ୍ୟ କଣାସରେ ବ୍ୟାପୁଛି ଛାଡାବାନ୍ତି, ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି January 20, 2025 Nirvay ବିଷ ପାଲଟିଛି ପୁରୀ ଜିଲ୍ଲା, କଣାସ ଅଞ୍ଚଳର ଦୟାନଦୀ ଜଳ । ଝାଡାବାନ୍ତି ବ୍ୟାପି କଣାସ ଅଞ୍ଚଳର ୬ ପଞ୍ଚାୟତରେ ବ୍ୟାପିଛି ଝାଡ଼ାବାନ୍ତି । ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆକ୍ରାନ୍ତ ହୋଇ ବିଭିନ୍ନ ମେଡ଼ିକାଲରେ ଚିକିତ୍ସା ହେଉଛନ୍ତି…
ରାଜନୀତି ରାଜ୍ୟ ପ୍ରତାପ କେଶରୀ ଦେବ ବିଜେଡି ସାଂଗଠିନକ ନିର୍ବାଚନର ନିର୍ବାଚନ ଅଧିକାରୀ ନିଯୁକ୍ତ January 20, 2025 Nirvay ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ…
ରାଜ୍ୟ ଜାତୀୟ ଶିକ୍ଷା ନୀତି- ୨୦୨୦ ପାଇଁ ଆସିଲା ବିଜ୍ଞପ୍ତି; ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସର୍ବନିମ୍ନ ବୟସ ୬ ବର୍ଷ January 20, 2025 Nirvay ୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ନାମଲେଖାକୁ ନେଇ ଆସିଲା ରାଜ୍ୟ ସରକାରଙ୍କ ବିଜ୍ଞପ୍ତି । ନୂତନ ଜାତୀୟ ଶିକ୍ଷା ନୀତି (NEP) ଅନୁଯାୟୀ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ସର୍ବନିମ୍ନ ବୟସ ସୀମା ୬ ବର୍ଷ ଧାର୍ଯ୍ୟ ହୋଇଛି । ଗଣଶିକ୍ଷା…
ଖେଳ ଦେଶ ବିବାହ ବନ୍ଧନରେ ବାନ୍ଧି ହେଲେ ନୀରଜ ଚୋପ୍ରା January 19, 2025 Nirvay ଭାରତର ଷ୍ଟାର ଜାଭେଲିନ୍ ଥ୍ରୋଅର୍ ନୀରଜ ଚୋପ୍ରା ବିବାହ ବନ୍ଧନରେ ଆଜି ବାନ୍ଧି ହୋଇଛନ୍ତି । ବିବାହ ବନ୍ଧନରେ ବାନ୍ଧି ହୋଇଥିବା ନେଇ ନୀରଜ ଚୋପ୍ରା ନିଜେ ସୋସିଆଲ ମିଡିଆରେ ଫଟୋ ସେୟାର କରି ସୂଚନା ଦେଇଛନ୍ତି । ନୀରଜଙ୍କ ବିବାହରେ…