Author: Nirvay

ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ସ୍ମୃତିସଭାରେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାଲିଗୁଡାର ପୂର୍ବତନ ବିଧାୟକ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି…

ରାଜ୍ୟ କାର୍ଯ୍ୟାଳୟରେ ବିଜେପି ଯୁବ ମୋର୍ଚ୍ଚାର ‘ସେବା ପକ୍ଷ’ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାଜ୍ୟ କାର୍ଯ୍ୟାଳୟରେ ଆଜି ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ ତାରିଖରେ ଥିବାବେଳେ ୧୭ ତାରିଖରୁ ଅକ୍ଟୋବର ୨ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପର୍ଯ୍ୟନ୍ତ ସେବା ପକ୍ଷ…

ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିପାତ

ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ଏକ ବଡ଼ ଧରଣର ମାଓ ଅପରେସନ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିପାତ ହୋଇଥିବା ସୂଚନା ମିଳିଛି । ଭାଲୁଡ଼ିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ଏହି ମାଓଦମନ…

ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ; ୩ ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା

ଚାଉଁରପୁର ବହୁ ଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ (Mahanadi River Front Development) ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମଞ୍ଜୁରୀ ଦେଇଛନ୍ତି । ଏହି ଯୋଜନା ୨୦୨୫-୨୬ ରୁ ୨୦୨୭-୨୮ ମଧ୍ୟରେ କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ…

ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜବକାର୍ଡ଼ଧାରୀ ଶ୍ରମିକ ଦର୍ଶାଇ ଅର୍ଥ ଆତ୍ମସାତ କରିବା ଘଟଣାରେ ଚାନ୍ଦବାଲି ସରପଞ୍ଚ ନିଲମ୍ବନ

ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜବକାର୍ଡ଼ଧାରୀ ଶ୍ରମିକ ଦର୍ଶାଇ ଅର୍ଥ ଆତ୍ମସାତ କରିବା ଘଟଣାରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସଚିବ ଚାନ୍ଦବାଲି ପଞ୍ଚାୟତର ସରପଞ୍ଚଙ୍କୁ ନିଲମ୍ବନ କରିଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମପଞ୍ଚାୟତରେ ୮ ଜଣ ନାବାଳକ…

ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ପୂର୍ବତନ ନେପାଳ ସୁପ୍ରିମକୋର୍ଟ ବିଚାରପତି ସୁଶୀଳା କାର୍କି । ନେପାଳରେ ଚାଲିଥିବା ପ୍ରତିବାଦ ମଧ୍ୟରେ, ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ସେ ନେଇ ବୈଠକ ବସିବା ପରେ ସୁଶୀଳାଙ୍କ ନାଁରେ ଲାଗିଥିଲା ମୋହର ।…

ଓଡିଶାକୁ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ସଂକଳ୍ପ ନେଇଛୁ, କରି ଦେଖାଇବୁ: ମନମୋହନ ସାମଲ

ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ପୁନଃ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ନିର୍ବାଚନ ପ୍ରତିଶୃତିକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଓଡିଶାକୁ ସମୃଦ୍ଧ ରାଜ୍ୟ ଭାବେ ଗଢି ତୋଳିବା ପାଇଁ…

ରାୟଗଡ଼ା ସିଜିମାଳି ବକ୍ସାଇଟ୍‌ ମାଇନ୍ସ ପ୍ରୋଜେକ୍ଟ ନେଇ କମିଟି ଗଠନ

ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଅନ୍ତର୍ଗତ ସିଜିମାଳି ବକ୍ସାଇଟ୍‌ ମାଇନ୍ସ ପ୍ରୋଜେକ୍ଟ ନେଇ କମିଟି ଗଠନ ହୋଇଛି । ବେଦାନ୍ତ ଲିମିଟେଡ୍‌ର ଏହି ପ୍ରୋଜେକ୍ଟ ପାଇଁ ପୁନର୍ବାସ ଓ ପୁନଃସ୍ଥାପନ କମିଟି ଗଠନ ହୋଇଛି । ନ୍ୟାର୍ଯ୍ୟ କ୍ଷତିପୂରଣ ପ୍ରଦାନ ଓ…

କବିସୂର୍ଯ୍ୟନଗର ବିଧାୟକଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ; ହସ୍ତକ୍ଷେପ କଲା ରାଷ୍ଟ୍ରପତି ଭବନ

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବିଜେପି ବିଧାୟକ ପ୍ରତାପ ନାୟକଙ୍କ ବିରୋଧରେ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଥିବା ନେଇ ଗୁରୁତର ଅଭିଯୋଗ ହେବା ପରେ ରାଷ୍ଟ୍ରପତି ଭବନ ହସ୍ତକ୍ଷେପ କରିଛି । ଗୋଆ ସହର ପାଖ ଭେରେନା ପଞ୍ଚାୟତରେ ବେଆଇନ ଭାବେ ପାଞ୍ଚ…

ପଞ୍ଚଭୂତରେ ବିଲୀନ ହେଲେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ନୂଆପଡ଼ା ଠାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଏହି ଅବସରରେ ସ୍ଥାନୀୟ ଜନସାଧାରଣଙ୍କ ସମେତ ବିଜେଡିର ବରିଷ୍ଠ ନେତୃବୃନ୍ଦ, ଅନ୍ୟ ରାଜନୈତିକ ଦଳର…