Author: Nirvay

Cyclone Montha: ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍

ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୮ ଟି ଜିଲ୍ଲାର ଜିଲ୍ଲାପାଳ ଓ ଆର୍‌ଡିସିଙ୍କ ସହିତ ଗ୍ରାଉଣ୍ଡ ଜିରୋ ସ୍ଥିତି ନେଇ ବିସ୍ତୃତ ଆଲୋଚନା ହୋଇଛି । ଗଣମାଧ୍ୟମକୁ ସୂଚନା ଦେଇ…

Cyclone Montha: ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆନ୍ଧ୍ର ପ୍ରଦେଶ ର କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’ । କାକିନାଡାରେ ସ୍ଥଳଭାଗ ଛୁଇଁ ଓଡ଼ିଶାରେ ପ୍ରବେଶ କରିବ ବାତ୍ୟା । ବାତ୍ୟା ମୋନ୍ଥାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ…

Nuapada Bypoll: ପ୍ରଭାତୀ ପରିଡ଼ାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି

ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରୁଥିବା ଉପମୁଖ୍ୟମନ୍ତ୍ରୀ ତଥା ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଙ୍ଘନ କରିଥିବା ତଥ୍ୟ ଓ ପ୍ରମାଣ ସହ ଅଭିଯୋଗ କରିଛି ବିଜେଡି । ଆଜି ବିଜୁ…

Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି

ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…

Cyclone Montha: ବାତ୍ୟା ‘ମୋନ୍ଥା’ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାତ୍ୟା ‘ମୋନ୍ଥା’ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କୁ ନେଇ ଆଜି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା କରିଛନ୍ତି । ବାତ୍ୟା ମୁକାବିଲାକୁ ନେଇ ବରିଷ୍ଠ…

India Maritime Week 2025: ଇଣ୍ଡିଆ ମେରିଟାଇମ୍ ୱିକ୍ – ୨୦୨୫ ରେ ଓଡିଶାର ସାମୁଦ୍ରିକ ଦୃଷ୍ଟିକୋଣ ପ୍ରଦର୍ଶନ

ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ସପ୍ତାହ (ଭାରତ ସାମୁଦ୍ରିକ ସପ୍ତାହ) ୨୦୨୫ ସମ୍ମିଳନୀ କାର୍ଯ୍ୟକ୍ରମରେ ଓଡିଶା ନିଜର ସାମୁଦ୍ରିକ ଦୃଷ୍ଟିକୋଣ ପ୍ରଦର୍ଶନ କରିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶା ମଣ୍ଡପ ପରିଦର୍ଶନ କରି ଓଡ଼ିଶା ଏକ ବନ୍ଦର…

Nuapada By-Election: ନୂଆପଡ଼ା ନିର୍ବାଚନୀ ପ୍ରଚାର ମଇଦାନରେ ଓହ୍ଲାଇଲେ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ

ନୂଆପଡ଼ାରେ ଜମୁଛି ପ୍ରଚାର ମୈଦାନ, ତିନି ପ୍ରମୁଖ ଦଳର ହେଭିୱେଟ ପ୍ରଚାରର ମଙ୍ଗ ଧରିଛନ୍ତି । ଆଜି ନିର୍ବାଚନୀ ପ୍ରଚାର ମଇଦାନ କୁ ଓହ୍ଲେଇଛନ୍ତି ଜୟ ଙ୍କ ମାତା ତଥା ପୁର୍ବତନ ବିଧାୟକ ରାଜେନ୍ଦ୍ର ଙ୍କ ପତ୍ନୀ କଳ୍ପନା ଢୋଲକିଆ ।…

Cyclone Montha: ବାତ୍ୟା ପାଇଁ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

ବାତ୍ୟା ପାଇଁ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏହି ଜିଲ୍ଲା ଗୁଡିକରେ ସ୍କୁଲ ସହ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ୨୮ ଓ ୨୯ ତାରିଖରେ ଛୁଟି ରହିବ ବୋଲି ସୋମବାର…

Nuapada Bypoll: ନୂଆପଡ଼ାରେ ବିଜେପିର ମାରାଥନ୍ ପ୍ରଚାର

ନୂଆପଡ଼ା ବିଧାନସଭାର ଉପନିର୍ବାଚନକୁ ରହିଲା ଆଉ ଦୁଇ ସପ୍ତାହ । ତିନି ପ୍ରମୁଖ ଦଳର ପ୍ରାର୍ଥୀ ବର୍ତ୍ତମାନ ପ୍ରଚାର ମଇଦାନରେ । ପ୍ରାର୍ଥୀଙ୍କ ସପକ୍ଷରେ ତାଙ୍କ ଦଳର ବିଭିନ୍ନ ସ୍ତରର ନେତୃମଣ୍ଡଳୀ ମଧ୍ୟ ନିର୍ବାଚନୀ ପ୍ରଚାର ରେ ଅଣ୍ଟା ଭିଡ଼ିଲେନି ।…

Preetismita Bhoi sets World Record: ୟୁଥ୍‌ ଏସିଆନ୍‌ ଗେମ୍‌ସରେ ସ୍ୱର୍ଣ୍ଣ ପଦକ ଜିତି ବିଶ୍ୱ ରେକର୍ଡ କଲେ ପ୍ରୀତିସ୍ମିତା ଭୋଇ

ଓଡିଶାର ଯୁବ ୱେଟଲିଫ୍ଟର ପ୍ରୀତିସ୍ମିତା ଭୋଇ ନୂତନ ଏସିଆନ ଓ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି । ବାହାରିନରେ ଚାଲିଥିବା ତୃତୀୟ ଯୁବ ଏସୀୟ କ୍ରୀଡ଼ା (ୟୁଥ୍‌ ଏସିଆନ୍‌ ଗେମ୍‌ସ) ରେ ଢେଙ୍କାନାଳ ଜିଲ୍ଲାର ପ୍ରତିଭାଶାଳୀ ଝିଅ ପ୍ରିତିସ୍ମିତା ୪୪ କିଲୋଗ୍ରାମ…