ରାଜ୍ୟ ନବ ଦାସଙ୍କ ଭାଇ ବ୍ରଜକିଶୋରଙ୍କ ଘରେ ଆଇଟି ରେଡ୍ January 17, 2025 Nirvay ସ୍ୱର୍ଗତଃ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବଡ଼ ଭାଇ ତଥା ସୁପର୍କ୍ଲାସ ଠିକାଦାର ବ୍ରଜକିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଭୁବନେଶ୍ୱର ଓ ଛତିଶଗଡ଼ ଆୟକର ଟିମ୍ର ମିଳିତ ଚଢ଼ାଉ…
ରାଜ୍ୟ ବିଭୁପ୍ରସାଦ ତ୍ରିପାଠୀଙ୍କୁ ‘ବରିଷ୍ଠ ଆଇନଜୀବୀ’ର ମାନ୍ୟତା January 16, 2025 Nirvay ରାଜ୍ୟର ଜଣାଶୁଣା ଆଇନଜୀବୀ ତଥା ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ରାଜ୍ୟ ସଭାପତି ବିଭୁପ୍ରସାଦ ତ୍ରିପାଠୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି “ବରିଷ୍ଠ ଆଇନଜୀବୀ”ର ମାନ୍ୟତା ପ୍ରଦାନ କରିଛନ୍ତି । ଏ ସମ୍ପର୍କରେ ଓଡ଼ିଶା ହାଇକୋର୍ଟର ରେଜିଷ୍ଟ୍ରାର ଜେନରାଲ, ତ୍ରିପାଠୀଙ୍କ ସମେତ…
ଦେଶ ଛତିଶଗଡ଼ ଏନକାଉଣ୍ଟରରେ ୧୨ ମାଓବାଦୀ ନିପାତ January 16, 2025 Nirvay ମାଓ ଦମନ ନେଇ ବଡ଼ ଅଭିଯାନ । ଛତିଶଗଡ, ବିଜାପୁରର ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଆଜି ସୁରକ୍ଷାବାହିନୀଙ୍କ ଦ୍ୱାରା ୧୨ ଜଣ ନକ୍ସଲ ନିହତ ହୋଇଛନ୍ତି । ବିଜାପୁର ଓ ତେଲେଙ୍ଗାନା ଜିଲ୍ଲା ସିମାନ୍ତରେ ମାଓବାଦୀଙ୍କ ବିରୋଧରେ ଯବାନମାନେ ବଡ଼ ଅପରେସନ…
ଦେଶ ପେନ୍ ଏବଂ ପେପର୍ ମାଧ୍ୟମରେ ହେବ ୨୦୨୫ ନିଟ୍ ୟୁଜି ପରୀକ୍ଷା January 16, 2025 Nirvay ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ୱାରା ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, ସ୍ନାତକ ଡାକ୍ତରୀ ପାଠ୍ୟକ୍ରମରେ ପ୍ରବେଶ ପାଇଁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍ ୟୁଜି) ୨୦୨୫ କମ୍ପ୍ୟୁଟର ଆଧାରିତ ପରୀକ୍ଷା ପରିବର୍ତ୍ତେ ଓଏମଆର ସିଟ୍ ରେ…
ଦେଶ ରାଜ୍ୟ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ January 16, 2025 Nirvay ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । କାଲି ଦିନ ୧୧.୪୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଅପରାହ୍ନ ୨ ଟାରେ ସିଙ୍ଗାପୁର ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବାର କାର୍ଯ୍ୟକ୍ରମ…
ଦେଶ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର; ଅଷ୍ଟମ ବେତନ କମିଶନକୁ କ୍ୟାବିନେଟ ଅନୁମୋଦନ January 16, 2025 Nirvay ୨୦୨୫ ବଜେଟ୍ ପୂର୍ବରୁ ନୂତନ ବର୍ଷରେ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ସରକାର । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ ମିଳିଛି ।…
ରାଜନୀତି ରାଜ୍ୟ ନବ ଦାସ ହତ୍ୟାକାଣ୍ଡ ମାମଲାରେ CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି January 15, 2025 Nirvay ପୁଣି ଖୋଲିବ କି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ନବ ଦାସ ହତ୍ୟାକାଣ୍ଡ ମାମଲାରେ ଫାଇଲ୍? ନବ ଦାସ ହତ୍ୟାକାଣ୍ଡ ମାମଲା ଏବେ ନୂଆ ମୋଡ଼ ନେଇଛି । ବିଜେପି ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ…
ରାଜ୍ୟ ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) – ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି January 15, 2025 Nirvay ଆହୁରି ସୁଦୃଢ଼ ହେବ ଶିକ୍ଷା ବ୍ୟବସ୍ଥା । ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି (ଏନଇପି) – ୨୦୨୦ । ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ…
ଦେଶ ରାଜନୀତି ରାଜ୍ୟ ଦିଲ୍ଲୀ ବିଧାନସଭା ନିର୍ବାଚନ ଷ୍ଟାର ପ୍ରଚାରକ ତାଲିକାରେ ବୈଜୟନ୍ତ ପଣ୍ଡା January 15, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି । ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ…
ରାଜ୍ୟ ତୁଟିଲା ସେବାୟତ ବିବାଦ, ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି January 15, 2025 Nirvay ତୁଟିଲା ସେବାୟତ ବିବାଦ । ଫଳରେ ତିନିଦିନ ପରେ ସ୍ୱାଭାବିକ ହେବ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତ ଜିଲ୍ଲାପାଳ ଚଞ୍ଚଳ ରାଣା । ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ,…