Author: Nirvay

ରାଜ୍ୟରେ ସାର ଅଭାବକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ସାରା ରାଜ୍ୟରେ ସାର ଅଭାବ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖିଛନ୍ତି । କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି…

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ଏଣିକି ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ, ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଚକ । ସ୍ୱତନ୍ତ୍ର ସ୍ଥାନରେ ସମ୍ମାନର ସହ ସ୍ଥାନିତ ହେବ ରଥ ଚକ । ଓଡ଼ିଶା ଗସ୍ତରେ…

୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବିଡ୍‌ ଆବେଦନ ପାଇଁ କ୍ୟାବିନେଟ୍‌ ମଞ୍ଜୁରୀ

କେନ୍ଦ୍ର ସରକାର ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବା କମନୱେଲଥ ଗେମ୍ସ ଆୟୋଜନ ପାଇଁ ବିଡ୍‌ ଆବେଦନ ପାଇଁ କ୍ୟାବିନେଟ୍‌ ମଞ୍ଜୁରୀ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ଏନେଇ ଆସିଥିବା ପ୍ରସ୍ତାବକୁ…

କଟକ ରେଲୱେ ଷ୍ଟେସନ ପ୍ଲାଟଫର୍ମ ଛାତ ଭୁଶୁଡିବା ଦୁର୍ଭାଗ୍ୟଜନକ: ବିଜେଡି

କଟକ ରେଲୱେ ଷ୍ଟେସନର ପ୍ଲାଟଫର୍ମ-୧ରେ ଥିବା ଛାତ ଭୁଶୁଡିପଡିବା ଦୁର୍ଭାଗ୍ୟଜନକ ବୋଲି ବିଜୁ ଜନତା ଦଳ କହିଛି । ରେଲୱେ ବିଭାଗ ଓ ଠିକା ସଂସ୍ଥାର ଦାୟିତ୍ୱହୀନତା ଓ ସୁରକ୍ଷା ପ୍ରତି ଧ୍ୟାନ ନଦେବା ଫଳରେ ଏଭଳି ଦୁର୍ଘଟଣା ଘଟିଛି ବୋଲି…

ବିଜୁ ଯୁବ ଓ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କଲେ ନବୀନ

ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କୁ ଦାୟିତ୍ଵ ବଣ୍ଟନ କରାଯାଇଛି । ଏହିକ୍ରମରେ ଦଳର ଯୁବ ନେତ୍ରୀ ଇପସିତା ସାହୁ…

ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି

ଆଜି ଶ୍ରୀମନ୍ଦିର ପରିଚାଳନା ପାଇଁ ୧୦ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । କମିଟି ଗଠନ ହେବା ନେଇ ଆଇନ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ୧୦ ଜଣ ସଦସ୍ୟ ଏହି କମିଟିରେ ସ୍ଥାନ ପାଇଛନ୍ତି…

ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି କାଉନସିଲର । ନବରଙ୍ଗପୁର ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ସହର ହେଉଛି ଉମରକୋଟ ସହର । କିନ୍ତୁ ୫ ବର୍ଷ ଭିତରେ ବଦଳିଲେଣି ୧୧ ଜଣ ଉମରକୋଟ ପୌର ପରିଷଦ ନିର୍ବାହୀ…

ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟକୁ ସମ୍ମାନ ଦେଇ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ…

ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ

ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ’ ଉନ୍ମୋଚନ ଉତ୍ସବରେ ପୁଣି ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ପୂର୍ବତନ ବିଧାୟକ ତଥା ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ । 5T ଅଧୀନରେ ସମସ୍ତ ସ୍କୁଲ ଏବେ ସୁନ୍ଦର ଶୌଚାଳୟ ପାଲଟିଯାଇଛି ।…

ଧାରଣାରତ ରାଜସ୍ଵ କର୍ମଚାରୀଙ୍କୁ ସରକାରଙ୍କ ନାଲିଆଖି

ରାଜ୍ୟରେ ଧାରଣାରତ ରାଜସ୍ଵ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜସ୍ଵ ବିଭାଗ ଚେତାବନୀ ଦେଇଛି । ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ରାଜସ୍ଵ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ଛୁଟିରେ ଯାଇଥିବା ସମସ୍ତ କର୍ମଚାରୀଙ୍କ ତାଲିକା…