ରାଜ୍ୟ ‘ପ୍ରବାସୀ ଭାରତୀୟ ଦିବସ’ ପାଇଁ ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ୍ ପୁଲିସ January 6, 2025 Nirvay ଜାନୁଆରୀ ୮ ରୁ ୧୦ ତାରିଖ ଯାଏଁ ଭୁବନେଶ୍ୱରରେ ହେବାକୁଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ କମିଶନରେଟ୍ ପୁଲିସ ଟ୍ରାଫିକ୍ କଟକଣା ଜାରି କରିବା ସହ ସେହି ଅନୁଯାୟୀ ଯାତ୍ରା ଯୋଜନା କରିବାକୁ ସାଧାରଣ ଜନତାଙ୍କୁ ଅନୁରୋଧ କରିଛନ୍ତି । ଭାରତର…
ଦେଶ ରାଜ୍ୟ ଜାନୁଆରି ୮ ଓ ୯ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ January 6, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୮ଓ ୯ ତାରିଖରେ ଦୁଇଦିନିଆ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ମୋଦି ୮ ଜାନୁଆରିରେ ଆନ୍ଧ୍ରପ୍ରଦେଶଗସ୍ତରେ ଯାଇ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ,…
ରାଜ୍ୟ ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବାକୁ ବିଜେପିର ଆହ୍ୱାନ January 6, 2025 Nirvay ଆସନ୍ତା ୮, ୯ ଓ ୧୦ ତାରିଖ ତିନି ଦିନ ଧରି ପ୍ରଥମ ଥର ପାଇଁ ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଉଛି । ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ଯୋଗୁଁ ଓଡ଼ିଶାର ପ୍ରଚାର…
ରାଜ୍ୟ ଦକ୍ଷିଣ ଓଡ଼ିଶାକୁ ଗୁରୁତ୍ୱ; ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ January 6, 2025 Nirvay ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ ଓ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ…
ଦେଶ କୋଲକାତାରେ HMPV; ଦେଶରେ HMPV ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି January 6, 2025 Nirvay ବେଙ୍ଗାଲୁରୁରୁ ୨ ଜଣ ଏଚଏମପିଭି ମାମଲା ଚିହ୍ନଟ ହୋଇଥିବା ବେଳେ, ଅହମ୍ମଦାବାଦ ଜଣେ ଏବଂ କୋଲକାତାରେ ଆଉ ଜଣେ HMPV ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହିତ ଦେଶରେ ଏବେ ମୋଟ ୪ ଟି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବେଙ୍ଗାଲୁରୁ…
ରାଜ୍ୟ ଜାନୁଆରୀ ୬ରେ ରାୟଗଡ଼ା ନୂଆ ରେଳ ଡିଭିଜନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦି January 4, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ମାସ ୬ ତାରିଖରେ ରାୟଗଡ଼ା ନୂଆ ରେଳ ଡିଭିଜନ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବେ । ନୂଆ ରେଳ…
ରାଜ୍ୟ ଜାନୁଆରୀ ୨୮ରେ “ଉତ୍କର୍ଷ ଓଡ଼ିଶା କନକ୍ଲେଭ୍”ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି January 4, 2025 Nirvay ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ମୋଦି । ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଅନୁଷ୍ଠିତ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି…
ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଇଏଏସ୍ ମନୋଜ ସାହୁ January 4, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଜି ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି । ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଛନ୍ତି ମନୋଜ ସାହୁ । ଏହା ପୂର୍ବରୁ ମନୋଜ…
ରାଜ୍ୟ ‘ଜାତୀୟ ସଡ଼କ ସୁରକ୍ଷା’ ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 4, 2025 Nirvay ସୁରକ୍ଷିତ… ଘରକୁ ଫେରନ୍ତୁ । “Come Home Safe” । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି । ଏହି ଅବସରରେ ସଡ଼କ…
ତାଜା ଖବର ରାଜ୍ୟ ପାଣିକୋଇଲିରେ ଲୁଟ୍ ଉଦ୍ୟମ ବେଳେ ଗୁଳିମାଡ଼; ୨ ମୃତ January 4, 2025 Nirvay ଯାଜପୁର ପାଣିକୋଇଲିରେ ଲୁଟ୍ ଉଦ୍ୟମ ହୋଇଥିବା ଗୁଳିମାଡ଼ରେ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ସୁନା ଦୋକାନରୁ ଲୁଟ୍ ଉଦ୍ୟମ ବେଳେ ପ୍ରତିରୋଧ ବେଳେ ଦୁଇ ଜଣଙ୍କୁ ଗୁଳିମାଡ଼ ହୋଇଥିଲା । ପାଣିକୋଇଲି ବଜାରକୁ ବାଇକ୍ରେ ଆସିଥିଲେ ଦୁର୍ବୃତ୍ତ। ଜଣଙ୍କୁ ସ୍ଥାନୀୟ…