Author: Nirvay

Attack on BJD Leader: ଆହତ ଶେରଗଡ଼ ବ୍ଲକ ଅଧ୍ୟକ୍ଷଙ୍କୁ ହସ୍ପିଟାଲରେ ଭେଟିଲେ ନବୀନ ପଟ୍ଟନାୟକ

ଗତକାଲି ଦୁର୍ବୁତ୍ତ ଙ୍କ ଆକ୍ରମଣ ରେ ଗୁରୁତର ଆହତ ହୋଇଥିବା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ ଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ ହସ୍ପିଟାଲ ରେ ଭେଟି ଥିଲେ…

LPG Crisis In India: ରେଲୱେ କ୍ୟାଟରିଂ ୟୁନିଟ୍‌କୁ ବୈଦ୍ୟୁତିକ ରୋଷେଇ ପଦ୍ଧତି ବ୍ୟବହାର କରିବାକୁ IRCTC ର ନିର୍ଦ୍ଦେଶ

ଇଣ୍ଡିଆନ୍ ରେଲୱେ କ୍ୟାଟରିଂ ଏବଂ ଟୁରିଜିମ୍ କର୍ପୋରେସନ୍ (IRCTC), ରେଳ ଷ୍ଟେସନରେ କାର୍ଯ୍ୟରତ ଖାଦ୍ୟ ବିକ୍ରେତାମାନଙ୍କୁ ନିର୍ଦ୍ଦେଶ ଦେଇଛି ଯେ ଯେଉଁଠାରେ ସମ୍ଭବ ହୁଏ ସେଠାରେ ଇଣ୍ଡକ୍ସନ୍ ଚୁଲା ଏବଂ ମାଇକ୍ରୋୱେଭ୍ ଓଭନ୍ ଭଳି ବୈଦ୍ୟୁତିକ ରୋଷେଇ ପଦ୍ଧତିକୁ ବ୍ୟବହାର କରନ୍ତୁ…

LPG Price Hike: ଏଲପିଜି ଦରବୃଦ୍ଧି ପ୍ରତିବାଦରେ ବିଜେଡିର ବିଶାଳ ବିକ୍ଷୋଭ

ଏଲପିଜି ସିଲିଣ୍ଡର, ଖାଦ୍ୟ ତେଲ ଓ ଅନ୍ୟାନ୍ୟ ଅତ୍ୟାବଶକୀୟ ସାମଗ୍ରୀର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ବିଜୁ ଜନତା ଦଳ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା । ବିଜୁ ମହିଳା, ଯୁବ ଓ ଛାତ୍ର ଜନତା ଦଳର ହଜାର…

PM Modi Reviews LPG Supply Situation: ଦେଶରେ ଗ୍ୟାସ ସଙ୍କଟ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜରୁରୀ ବୈଠକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ଦେଶରେ ଗ୍ୟାସ ସଙ୍କଟ ଦେଖାଦେଇଛି । ଏହାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜରୁରୀ ବୈଠକ ଡାକିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଭାରତର ଶକ୍ତି ଯୋଗାଣ ଉପରେ ଚାଲିଥିବା ମଧ୍ୟପ୍ରାଚ୍ୟ ବିବାଦର ପ୍ରଭାବ ମୂଲ୍ୟାଙ୍କନ କରିବା…

Black Flag Protest By Bhasha Andolan: ପୁଣି କଳାପତାକା ଧରିବ ଭାଷା ଆନ୍ଦୋଳନ

ଆଜି ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟଶାସନ ସଚିବଙ୍କୁ ଦାବି ପତ୍ର ପ୍ରଦାନ କରିଛି ଭାଷା ଆନ୍ଦୋଳନ, ଓଡ଼ିଶା । ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ଓ ଭାଷା ଆଇନ ଖିଲାପ କାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ପୁଣି କଳାପତାକା…

Rabindra Jena Resigns From BJD: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ରବୀନ୍ଦ୍ର ଜେନା

ବିଜେଡିରୁ ଇସ୍ତଫା ଦେଲେ ବାଲେଶ୍ଵରର ପୂର୍ବତନ ସାଂସଦ ତଥା ପୂର୍ବତନ ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି । ଦୀର୍ଘ…

Nyaya Sanhita Ranking: ନ୍ୟାୟ ସଂହିତା କାର୍ଯ୍ୟକାରିତାରେ ଓଡିଶା ପଛରେ ପଡିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଇସ୍ତଫା ଦାବି କଲା ବିଜେଡି

ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରିତାରେ ଓଡିଶା ପଛରେ ପଡିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହିତ ଗୃହ ବିଭାଗର ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜୁ ଜନତା ଦଳ । ବିଜେପି କ୍ଷମତାସୀନ ହେବା ପରଠାରୁ ରାଜ୍ୟର…

Investigations Against OAS, ORS Officers: ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୁଦ୍ଧରେ ତ୍ୱରିତ ଶୃଙ୍ଖଳାଗତ ତଦନ୍ତ ପାଇଁ ନିର୍ଦ୍ଦେଶ

ଓଏଏସ, ଓଆରଏସ ଅଧିକାରୀଙ୍କ ବିରୋଧରେ ତଦନ୍ତ ପ୍ରକ୍ରିୟା ଶୀଘ୍ର ସାରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ବକେୟା ଥିବା ତଦନ୍ତ ରିପୋର୍ଟ ମାର୍ଚ୍ଚ ୩୧ ପୂର୍ବରୁ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…

Odisha CM To embark West Bengal Tour: ଆସନ୍ତାକାଲି ପଶ୍ଚିମବଙ୍ଗ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପଶ୍ଚିମବଙ୍ଗ ଗସ୍ତରେ ଯାଉଛନ୍ତି । ସେ ପରିବର୍ତ୍ତନ ଯାତ୍ରା ସମାବେଶ ଓ ଜନସଭାରେ ଯୋଗଦେବେ । ମେଦିନୀପୁର ମୋୟନା ନିର୍ବାଚନ ମଣ୍ଡଳୀରେ ଜନସଭାକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଗସ୍ତ ସମୟରେ…

Govt Extends LPG Cylinder Booking Gap: ବଢ଼ିଲା LPG ସିଲିଣ୍ଡର୍ ବୁକିଂ ଅବଧି

ଏଲପିଜି କଳାବଜାରୀ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ଏଲପିଜି ବୁକିଂ ଅବଧି ୨୧ରୁ ୨୫ ଦିନକୁ ବୃଦ୍ଧି କରାଯାଇଛି । ଏଣିକି ଗୋଟିଏ ସିଲିଣ୍ଡର ପାଇବାର ୨୫ ଦିନ ପରେ ଆଉ ଗୋଟିଏ ବୁକିଂ କରିପାରିବେ…