ରାଜ୍ୟ ଡିଜିଟାଲ ହେବ ସ୍ୱାସ୍ଥ୍ୟ ବ୍ୟବସ୍ଥା; ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ January 2, 2025 Nirvay ଏଣିକି ଆଉ ମାଳ ମାଳ ପ୍ରେସକ୍ରିପସନ ଧରି ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟକୁ ବୁଲିବାକୁ ପଡ଼ିବନାହିଁ । ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା । ଖୁବଶୀଘ୍ର ରାଜ୍ୟ ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ…
ରାଜ୍ୟ ଏଥର ଦିଲ୍ଲୀରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ଼ January 2, 2025 Nirvay ଗଣତନ୍ତ୍ର ଦିବସ ପରେଡରେ ଏଥର କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଭାରତର ସରକାରଙ୍କ ତରଫରୁ ପ୍ରକାଶିତ ତାଲିକାରୁ ବାଦ ପଡ଼ିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ମନୋନୀତ ହୋଇଥିବା ରାଜ୍ୟମାନଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି ଯାଇଥିବାବେଳେ…
ରାଜ୍ୟ ଶ୍ରୀଜିଉଙ୍କୁ ଦର୍ଶନ କଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି January 2, 2025 Nirvay ଓଡିଶା ପହଞ୍ଚିବା ପରେ ପୁରୀରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଓଡିଶାର ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମପତି । ଆଜି ପୁରୀ ରାଜଭବନରେ ସେ ରାତ୍ରିଯାପନ କରିବେ । ଆସନ୍ତାକାଲି ଭୁବନେଶ୍ୱର ଫେରି ଜାନୁଆରୀ ୩ ତାରିଖ (ଶୁକ୍ରବାର ଦିନ) ଓଡ଼ିଶାର…
ରାଜ୍ୟ ଆସନ୍ତାକାଲି ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା January 2, 2025 Nirvay ଆସନ୍ତାକାଲି ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଧନୁଯାତ୍ରା ପାଇଁ ପ୍ରସ୍ତୁତ ହେଉଛି ବରଗଡ଼ ସହର । ବିଶ୍ୱର ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚରେ ଜାନୁୟାରୀ ୩ତାରିଖରୁ ଆରମ୍ଭ ହୋଇ ୧୩ ତାରିଖ ଯାଏ ୧୧ ଦିନ ବ୍ୟାପୀ ଚାଲିବ ଏହି…
ତାଜା ଖବର ରାଜ୍ୟ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି January 1, 2025 Nirvay ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ…
ତାଜା ଖବର ରାଜ୍ୟ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି January 1, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ ଆରମ୍ଭରୁ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ବିଶେଷ କରି ଉଚ୍ଚ ସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର…
ରାଜ୍ୟ ମାର୍ଚ୍ଚ 31 ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ January 1, 2025 Nirvay ସରକାରଙ୍କ ଲୋକବଳ (man power) ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଆଲୋଚନାରେ କହିଛନ୍ତି । ଆଜି ବର୍ଷର…
ରାଜ୍ୟ ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ January 1, 2025 Nirvay ରାଜ୍ୟ ସରକାରଙ୍କ ବଡ ଘୋଷଣା । ଫେବୃଆରୀରେ ରାଜ୍ୟରେ ଲାଗୁ ହେବ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା । ଆୟୁଷ୍ମାନ ଯୋଜନାରେ ମାଗଣା ସ୍ୱାସ୍ଥ୍ୟ ସେବା ପାଇବେ ସାଢ଼େ ୩ କୋଟି ଲୋକ । ପୁରୁଷଙ୍କ ପାଇଁ ୫ ଲକ୍ଷ…
ରାଜ୍ୟ ଓଡିଶା ଜନଜାତିଙ୍କ ଜମି ହସ୍ତାନ୍ତର ସମ୍ପର୍କିତ ସଂଶୋଧନକୁ ପରିଷଦର ନାମଞ୍ଜୁର December 31, 2024 Nirvay ଆଜି ଲୋକସେବା ଭବନରେ ନବଗଠିତ ଜନଜାତି ଉପଦେଷ୍ଟା ପରିଷଦର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ଦୁଇ ବର୍ଷ ରଖାଯାଇଛି ।…
ରାଜ୍ୟ ଚୂଡାନ୍ତ ପର୍ଯ୍ୟାୟରେ ‘ପ୍ରବାସୀ ଭାରତୀୟ ଦିବସ’ ପ୍ରସ୍ତୁତି; ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ସମୀକ୍ଷା December 31, 2024 Nirvay ଭୁବନେଶ୍ୱରସ୍ଥିତ ଜନତା ମଇଦାନଠାରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ…