Author: Nirvay

ମହିଳା ବିଶ୍ୱକପ ୨୦୨୫ ପାଇଁ ଭାରତୀୟ କ୍ରିକେଟ ଦଳ ଘୋଷଣା

ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ୧୫ ଜଣିଆ ଦଳ ଘୋଷଣା କରିଛି । ହରମନପ୍ରୀତ କୌରଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଥିବା ବେଳେ ଷ୍ଟାର ଓପନର ସ୍ମୃତି ମନ୍ଧାନାଙ୍କୁ ଉପ-ଅଧିନାୟିକା କରାଯାଇଛି । ତେବେ…

ଦିଲ୍ଲୀରେ ଅମିତ ଶାହାଙ୍କୁ ଭେଟିଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଅବସରରେ ସାମଲ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏ ନେଇ ମନମୋହନ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।…

ବଳଙ୍ଗା ପୀଡ଼ିତାଙ୍କ ବୟାନ ଭାଇରାଲ୍‌ କରିଥିବା ବ୍ୟକ୍ତିଙ୍କ ପ୍ରତି ହେଵ ଦୃଢ଼ କାର୍ଯ୍ୟାନୁଷ୍ଠାନ

ସୋସିଆଲ ମିଡିଆରେ ଭାଇରାଲ ହେଉଛି ବଳଙ୍ଗା ପୀଡ଼ିତାଙ୍କ ବୟାନ । ତେବେ ଯିଏ ବଳଙ୍ଗା ପୀଡ଼ିତାଙ୍କ ବୟାନ ସମୟ ଭିଡିଓ ଭାଇରାଲ୍‌ କରିଛନ୍ତି ତାଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଵ ବୋଲି ପୁରୀ ଏସ୍‌ପି ପିନାକ ମିଶ୍ର ଚେତାବନୀ ଦେଇଛନ୍ତି ।…

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ,…

୧୦ ଟନ୍‌ ବିସ୍ଫୋରକ ଜବତ ଘଟଣା: ମାଇନିଂ କଂପାନୀ ସହ ମାଓ ଲିଙ୍କ୍ ଥିବା କହିଲେ ଏଡିଜି

କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସକୁ ମିଳିଛି ବଡ ସଫଳତା । ବେଆଇନ ବିସ୍ଫୋରକ ସାମଗ୍ରୀ ଚାଲାଣ ରାକେଟ୍‌କୁ ଠାବ କରିଛି ପୋଲିସ । ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଗ୍ରାମରୁ ୧୦ ଟନ୍‌ ବିସ୍ଫୋରକ ଜବତ କରିବା ସହ ୩…

ଆସନ୍ତା ୪ ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ ।…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ଓ ଋତୁପର୍ଣ୍ଣା ପଣ୍ଡା

ଓଡ଼ିଶାର ଦୁଇ ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ପଣ୍ଡା ଓ ଋତୁପର୍ଣ୍ଣା ପଣ୍ଡା ଲୋକସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି । ଅଗଷ୍ଟ ୨୫ ରୁ ୩୧ ପର୍ଯ୍ୟନ୍ତ ପ୍ୟାରିସରେ ହେବାକୁ ଥିବା ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ…

ଭୁବନେଶ୍ୱର–ଝାରସୁଗୁଡ଼ା ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରୁ ଝାରସୁଗୁଡା ପର୍ଯ୍ୟନ୍ତ ବିମାନସେବାର ଶୁଭାରମ୍ଭ କରିଛନ୍ତି । ୭୬ ସିଟ୍‌ ବିଶିଷ୍ଟ Star Air ର ଏହି ବିମାନଟି Odisha New Destination Policy ଅଧିନରେ ବିମାନ ଯୋଜନାରେ…

ଶିକ୍ଷକଙ୍କୁ ମୋହନ ସରକାର ପ୍ରତାରଣା କରନ୍ତୁ ନାହିଁ: ଭକ୍ତ ଦାସ

ବିଜେପି ସରକାର ଗଠନ କରିବା ୧୪ ମାସ ମଧ୍ୟରେ ନାରୀ ନିର୍ଯାତନା, ଅପରାଧ, ଲୋକଙ୍କ ଦୁର୍ଦ୍ଦଶା, ମିଥ୍ୟା ପ୍ରତିଶ୍ରୁତି ଆଦି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ବର୍ତ୍ତମାନ ମୋହନ ସରକାରଙ୍କ ଦ୍ୱାରା ପ୍ରତାରିତ ଶିକ୍ଷକ ରାଜରାସ୍ତାରେ ବୋଲି ପ୍ରଦେଶ…

ରାଜ୍ୟରେ ଗଠନ ହେବ ୧୨ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)

ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୭ଟି ଜିଲ୍ଲାରେ ୧୨ ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।…