Author: Nirvay

ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି ଛତୁଆ…

ମା’ ସମଲେଇଙ୍କ ପାଇଁ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଁଖାଇ’ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆସନ୍ତା ମାସ ୨୮ ତାରିଖ ଦିନ ସକାଳ ୧୦ ଟା ୩୩ ରୁ ୧୦ ଟା ୫୫ ମଧ୍ୟରେ ମା’ ସମଲେଇଙ୍କ…

ବାଲିପାଟଣାରେ ସମ୍ପତ୍ତି ପାଇଁ ପୁଅକୁ ଜାଳିଦେବା ଘଟଣାରେ ୩ ଗିରଫ

ରାଜଧାନୀ ଉପକଣ୍ଠ ବାଲିପାଟଣାରେ ସମ୍ପତ୍ତି ପାଇଁ ଜଣେ ଯୁବକଙ୍କୁ ପୋଡ଼ି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ବାପା, ସାବତ ମାଆ ଓ ସାବତ ଭାଇଙ୍କୁ ଗିରଫ କରିଛି ପୋଲିସ । ଦୀର୍ଘ ବର୍ଷର ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜ୍ୟୋତିକୁ ତାଙ୍କ…

ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ଯୁଦ୍ଧବିରତି ପାଇଁ ହୋଇପାରିଲା ନାହିଁ ସହମତି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧବିରତି ଉପରେ ଆଲାସ୍କାରେ ଆଲୋଚନା କରିଛନ୍ତି । ପ୍ରାୟ ୩ ଘଣ୍ଟା ଧରି ଉଭୟ ନେତାଙ୍କ ମଧ୍ୟରେ ଏହି ଶୀର୍ଷ ବୈଠକ ଚାଲିଥିଲା । କଥାବାର୍ତ୍ତା ସକାରାତ୍ମକ…

ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ଓ ୧୯ ତାରିଖ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ…

ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ୫୬.୨୩%

ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଆଜି ପ୍ରକାଶ ପାଇଛି । ଚଳିତ ଥର…

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତାରାଙ୍କ ପିଏସଓ ଦେଇଥିବା ଲିଖିତ ଅଭିଯୋଗ ଅନୁଯାୟୀ, ତାରାଙ୍କୁ ସର୍ବସାଧାରଣରେ ଆକ୍ରମଣ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ କୃଷ୍ଣଚନ୍ଦ୍ର । ସୂଚନା ଅନୁଯାୟୀ, ଗତ…

ଜେରା ବେଳେ ଅସ୍ତରଙ୍ଗ ଥାନା ଅଧିକାରୀ ଫେରାର୍; ନିଲମ୍ବିତ କଲେ ପୋଲିସ ଡିଜି

ନିଲମ୍ବିତ ହେଲେ ଅସ୍ତରଙ୍ଗ ଥାନା ଭାରପ୍ରାପ୍ତ ଅଧିକାରୀ ରାଜେଶ ବଳିଆରସିଂହ । ଜୟପୁର SI ଥିବାବେଳେ କାର୍ଯ୍ୟରେ ଅବହେଳା କରିଥିବା ନେଇ ପୋଲିସ ଡିଜି ଏପରି ଆକ୍ସନ ନେଇଥିବା ଜଣାପଡିଛି । ସେପଟେ ଜେରା ବେଳେ ଅସ୍ତରଙ୍ଗ ଆଇଆଇସି ରାଜେଶ ବଳିଆରସିଂ…

ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୭୯ତମ ସ୍ଵାଧୀନତା ଦିବସ ଅବସରରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପୋଲିସ ଏବଂ ଅଗ୍ନିଶମ ବିଭାଗର ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ମେଡ଼ାଲ ଏବଂ ପୁରସ୍କାର ପ୍ରଦାନ କରିଛନ୍ତି ।…

ସ୍ୱାଧୀନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

୭୯ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ଦେଶବାସୀଙ୍କୁ ରାଷ୍ଟ୍ରପତି ମୁର୍ମୁ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, “ଆମ ପାଇଁ, ଆମର ସମ୍ବିଧାନ ଏବଂ ଆମର ଗଣତନ୍ତ୍ର…