Author: Nirvay

ନୀତିଶ ଓ ନବୀନଙ୍କୁ ଭାରତ ରତ୍ନ ଦେବାକୁ ଦାବି କଲେ ଗିରିରାଜ ସିଂହ

ନୀତୀଶ କୁମାର ଏବଂ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହ । ୨୦୨୫ ରେ ବିହାରରେ ହେବାକୁଥିବା ବିଧାନସଭା ନିର୍ବାଚନରେ ପୁଣି ଏନଡିଏ ସରକାର ଗଠନ ହେବ । ଗତ ୧୦…

ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଯାପନୀକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ଜାନୁଆରୀ ୮ ତାରିଖରୁ ଭୁବନେଶ୍ୱର ଜନତା ମୈଦାନ ଠାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନ ହେବ । ଜାନୁଆରୀ ୮ ତାରିଖରୁ ୧୦ ତାରିଖ ଯାଏଁ ଚାଲିବ ଏହି କାର୍ଯ୍ୟକ୍ରମ । ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଯାପନୀ ଦିବସରେ ଯୋଗଦେବେ…

ଇସ୍ତଫା ଦେଲେ ରଘୁବର; ଡକ୍ଟର ହରିବାବୁ କମ୍ଭମପତି ଓଡ଼ିଶାର ନୂଆ ରାଜ୍ୟପାଳ

ଆଜି ଏକ ନାଟକୀୟ ଘଟଣାକ୍ରମରେ ଓଡ଼ିଶା ରାଜ୍ୟପାଳ ପଦରୁ ରଘୁବର ଦାସ ଇସ୍ତଫା ଦେଇଛନ୍ତି । ମିଜୋରାମ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଓଡ଼ିଶା ରାଜ୍ୟପାଳ ରୂପେ ନିଯୁକ୍ତି ମିଳିଛି । ନୂତନ ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି…

ପ୍ରକାଶ ପାଇଲା ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ; ସମସ୍ତ ମ୍ୟାଚ୍ ଦୁବାଇରେ ଖେଳିବ ଭାରତ

ଆସନ୍ତା ଫେବୃଆରୀ ମାସରେ ଅନୁଷ୍ଠିତ ହେବାକୁ ଥିବା ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଆଇସିସି ସୋମବାର ଟୁର୍ନାମେଣ୍ଟ କାର୍ଯ୍ୟସୂଚୀ ଘୋଷଣା କରିଛି । ଫେବୃଆରୀ ୧୯ ରୁ ଏହି ଟୁର୍ନାମେଣ୍ଟ ପାକିସ୍ତାନର କରାଚିରେ ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୯…

ଅସଙ୍ଗତି ତଥ୍ୟ ନେଇ ନିର୍ବାଚନର ସ୍ୱଚ୍ଛତା ଉପରେ ପ୍ରଶ୍ନ କରିଛି ବିଜେଡି

ବିଜୁ ଜନତା ଦଳର ଏକ ପ୍ରତିନିଧି ଦଳ ଗତ କାଲି ଦେଶର ନିର୍ବାଚନ କମିଶନ ଙ୍କୁ ଭେଟି ଗତ ସାଧାରଣ ନିର୍ବାଚନରେ ବଡ ଧରଣର ଅସଙ୍ଗତି ଥିବା ଦର୍ଶାଇଥିବାବେଳେ ଆଜି ଶଙ୍ଖ ଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ମୁଖପାତ୍ର ଅରୁଣ…

ଆମ୍ବେଦକରଙ୍କୁ ନିୟମିତ ଅସମ୍ମାନିତ କରିଥିବା କଂଗ୍ରେସ କ୍ଷମା ପ୍ରାର୍ଥନା କରୁ: ମୋହନ ମାଝୀ

କଂଗ୍ରେସ ଅନେକ ବର୍ଷ ଧରି ସମ୍ବିଧାନର ପ୍ରତିଷ୍ଠାତା ବିଆର ଆମ୍ବେଦକରଙ୍କୁ ଅପମାନିତ କରି ଚାଲିଥିବା ଅଭିଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ଆଧାର କରି…

ବଢ଼ିବ ନାହିଁ ବିଜୁଳି ଦାମ୍‌, ସ୍ପଷ୍ଟ କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ରାଜ୍ୟରେ ବିଜୁଳି ଦାମ୍‌ ବଢ଼ିବ ନାହିଁ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସ୍ପଷ୍ଟ କରିଛନ୍ତି । ବିଜୁଳି ଦାମ୍‌ ବୃଦ୍ଧି ନେଇ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗଙ୍କ ପାଖରେ ଦାବି କରିଥିଲା ଗ୍ରୀଡ୍‌କୋ । ହେଲେ ଗ୍ରିଡକୋ ଦେଇଥିବା ପ୍ରସ୍ତାବକୁ…

ଜଗା ଦର୍ଶନ ହେବ ସହଜ, ନୂଆବର୍ଷରୁ ଧାଡ଼ି ଦର୍ଶନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା

ଜାନୁଆରୀ ୧ ରୁ ଶୃଙ୍ଖଳିତ ଭାବେ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ପରୀକ୍ଷା ମୂଳକ ଭାବେ ଡିସେମ୍ବର ୨୮ ଏବଂ ୨୯ ତାରିଖରେ ଟ୍ରାଏଲ ରନ୍‌ କରାଯିବ । ଏ ନେଇ ସୂଚନା ଦେଇଛନ୍ତି…

ବିଜେଡି ନିଜ ହାରିବାର ଆତ୍ମସମୀକ୍ଷା କରିବା ଆବଶ୍ୟକ: ସାଂସଦ ବଳଭଦ୍ର ମାଝୀ

ଲୋକଲୋଚନରେ ରହିବା ପାଇଁ ବିଜେଡି ବ୍ୟର୍ଥ ପ୍ରୟାସ ଜାରୀ ରଖିଛି ବୋଲି କହିଛନ୍ତି ସାଂସଦ ବଳଭଦ୍ର ମାଝୀ । ବିନା ତଥ୍ୟ ଆଧାରରେ ଅଭିଯୋଗ କରିବା ବିଜେଡିର ଚିରାଚରିତ ଅଭ୍ୟାସ ଏବଂ ନିର୍ବାଚନ ସରିବାର ୬ ମାସ ପରେ ବିଜେଡି ଆଜି…

ରୋଜଗାର ମେଳା ମାଧ୍ୟମରେ ଓଡ଼ିଶାର ୪୦୦ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ

ଆଜି ଓଡିଶା ସମେତ ସମଗ୍ର ଦେଶର ୪୫ ଟି ସ୍ଥାନରେ ରୋଜଗାର ମେଳାର ୧୪ତମ ସଂସ୍କରଣରେ ଆଭାସୀ ଜରିଆରେ ୭୧,୦୦୦ ନବନିଯୁକ୍ତ ଯୁବକଯୁବତୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ଵର ସ୍ଥିତ ଆଇଆଇଏମଟି ଠାରେ…