Author: Nirvay

ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ପାଇଁ ଆର୍ଥିକ ଅନୁଦାନ ଦାବି କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀରେ ଅନୁଷ୍ଠିତ ପ୍ରାକ୍‌ ବଜେଟ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଦେଇଛନ୍ତି । ରାଜ୍ୟ ପାଇଁ ଅଧିକ ଆର୍ଥିକ ଅନୁଦାନ ଦାବି ସହ ସଡ଼କ ପ୍ରକଳ୍ପ ପାଇଁ ୨୦ ହଜାର କୋଟିର ବଜେଟ…

ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ହେବ ଆରମ୍ଭ ବୋଲି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ୨୭ ଏବଂ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଆସିବ । ପରୀକ୍ଷା ମୂଳକ ଭାବେ ୩୦ ଓ…

କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କଲେ ମୋଦି

କୁଏତରେ ‘ହାଲା ମୋଦି’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ କରି ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କଲେ । ଜାନୁଆରୀ ୮-୧୦ ରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ଉତ୍ସବରେ ସାମିଲ ହେବାକୁ ଅନୁରୋଧ କଲେ ମୋଦି…

ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ: ଅରବିନ୍ଦ ପାଢ଼ୀ

ଶ୍ରୀମନ୍ଦିରରେ ବିଶୃଙ୍ଖଳା ଅଭିଯୋଗରେ ୨ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆଙ୍କୁ ଶ୍ରୀମନ୍ଦିର ଆଇନ୍ 21-A ଧାରା ଅନୁସାରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।…

ପୋଲାଭରମ୍‌ ପ୍ରକଳ୍ପକୁ ନେଇ ବିଜେଡ଼ି କରିବ ଆନ୍ଦୋଳନ

ଜାନୁଆରୀରେ ପୋଲାଭୋରମକୁ ନେଇ ଆନ୍ଦୋଳନ କରିବ ବିଜେଡି। ମାଲକାନଗିରି ମୋଟୁରୁ ଭୁବନେଶ୍ୱର ଦେଇ ଦିଲ୍ଲୀ ଯାଏଁ ଆନ୍ଦୋଳନ କରିବ। ମାଲକାନଗରିବାସୀଙ୍କ ମତାମତ ନେଇ ଆନ୍ଦୋଳନର ରୂପରେଖ ସ୍ଥିର ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ଦେବୀପ୍ରସାଦ ମିଶ୍ର ଓ ପ୍ରଦୀପ…

ସବରକରଙ୍କୁ ନେଇ ମୁହାମୁହିଁ ହେଲେ ରାହୁଲ ଗାନ୍ଧୀ ଏବଂ ବିଜେପି ନେତା; ପଢନ୍ତୁ ପୁରା ଖବର

ଆଜି ଭାରତର ସମ୍ବିଧାନ ଗୃହୀତ ହେବାର ୭୫ ତମ ବାର୍ଷିକୀରେ ଲୋକସଭା ଆଲୋଚନା ବେଳେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶାସକ ଭାରତୀୟ ଜନତା ପାର୍ଟି ଏବଂ ଏହାର ଆଦର୍ଶ ପରାମର୍ଶଦାତା ସଂଗଠନ (ଆରଏସଏସ) କୁ ତୀବ୍ର ସମାଲୋଚନା କରିଛନ୍ତି।…

କୁଟ୍ଟେ, ଆଶିଷ ଘଟଣାରେ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ

ଓଡିଶାର ଦୁଇ ଜଣ ଆଇପିଏସ ଅଫିସର ଯାହାଙ୍କ ବିରୁଦ୍ଧରେ ଚାର୍ଜସିଟ କରିବାପାଇଁ ଇଲେକ୍ସନ କମିଶନଙ୍କ ନିକଟରେ ବିଜେପି ଅଭିଯୋଗ କରିଥିଲା , ସରକାରକୁ ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ସେହି ଦୁଇ ଅଧିକାରୀଙ୍କୁ ପଠାଇ ଦେଇଛି । ଅଲଇଣ୍ଡିଆ ସର୍ଭିସ ରୁଲ…

ହାଇବ୍ରିଡ଼ ମଡେଲରେ ଖେଳାଯିବ ୨୦୨୫ ଆଇସିସି ଚାମ୍ପିୟନ୍ସ ଟ୍ରଫି

୨୦୨୫ ଆଇସିସି ଚାମ୍ପିୟନ୍ସ ହାଇବ୍ରିଡ଼ ମଡେଲରେ ଖେଳାଯିବ। ହାଇବ୍ରିଡ଼ ମଡେଲକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଦ୍ୱାରା ମଞ୍ଜୁରୀ ମିଳିଛି। ବିସିସିଆଇ ଓ ପାକିସ୍ତାନ କ୍ରିକେଟ୍ ବୋର୍ଡ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହେବା ପରେ ପାକିସ୍ତାନ ଓ ଦୁବାଇରେ ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ…

ତେଲେଙ୍ଗାନା ହାଇକୋର୍ଟରୁ ଅଲ୍ଲୁ ଅର୍ଜୁନଙ୍କୁ ଜାମିନ

ତେଲେଙ୍ଗାନା ହାଇକୋର୍ଟରୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ଜାମିନ ମିଳିଛି। ଆଜି ସକାଳେ ତାଙ୍କୁ ତାଙ୍କ ବାସଭବନରୁ ଗିରଫ କରାଯାଇଥିଲା। ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହଜାତକୁ ପଠାଯିବା ସହ ନାମାପଲ୍ଲୀ କୋର୍ଟରୁ ଅଲ୍ଲୁଙ୍କ ଜାମିନ ଆବେଦନ ଖାରଜ କରାଯାଇଥିଲା। ପୁଷ୍ପା…

ଭାରତୀୟ ଚେସ ତାରକା ଗୁକେଶ ହେଲେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ

ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଭାବେ ଇତିହାସ ସୃଷ୍ଟି କଲେ ଭାରତର ଡି ଗୁକେଶ । ଗୁକେଶ ଅନ୍ତିମ ମ୍ୟାଚରେ ବର୍ତ୍ତମାନର ଚାମ୍ପିୟନ ଚୀନର ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ଟାଇଟଲ ଜିତିଛନ୍ତି। ବିଶ୍ୱନାଥନ ଆନନ୍ଦଙ୍କ ପରେ ଗୁକେଶ ଦ୍ୱିତୀୟ…