Author: Nirvay

ସସ୍ମିତ ପାତ୍ରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ପ୍ରଫୁଲ୍ଲ ସାମଲ ଓ ଗଣେଶ୍ୱର

ଗତ ଦୁଇ ଦିନ ଧରି ଓ୍ବାକଫ୍ ବିଲକୁ ନେଇ ଚାଲିଥିବା ମହାସମରରେ ସମସ୍ତଙ୍କୁ ବଡ ଝଟକା ଦେଇଛି ବିଜେଡି । ୱାକଫ୍‌ ବିଲ୍‌ ଭୋଟିଂରେ ବିଜେଡିର ଦ୍ୱିମତ ପରେ ଉଷ୍ମ ହେଲା ରାଜ୍ୟ ରାଜନୀତି । ୱକ୍‌ଫ ବିଲ୍ ସପକ୍ଷରେ ମତ…

ପୁନର୍ବାସ ଥଇଥାନ ନୀତିରେ ନୂଆ ନିୟମ ଆଣିଲେ ରାଜ୍ୟ ସରକାର

ମୃତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରର ଥଇଥାନ ନିୟମକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟପାଳ ହରିବାବୁ କମ୍ଭମ୍‌ପତିଙ୍କ ଅନୁମୋଦନ ପରେ ଆସିଲା ଅନୁକମ୍ପାମୂଳକ ସହାୟତା ନିୟମ । ଆବେଦନ ତାରିଖ ପରିବର୍ତ୍ତେ, ମୃତ୍ୟୁ…

ଓଡ଼ିଶାର ୨ ଟି ରେଳ ପ୍ରକଳ୍ପ ସମେତ ୪ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି, ରେଳ ମନ୍ତ୍ରଣାଳୟର ୪ଟି ପ୍ରକଳ୍ପକୁ ଅନୁମୋଦନ କରିଛି, ଯାହାର ମୋଟ ମୂଲ୍ୟ ପ୍ରାୟ ୧୮, ୬୫୮ କୋଟି ଟଙ୍କା । ତିନୋଟି ରାଜ୍ୟ – ମହାରାଷ୍ଟ୍ର, ଓଡ଼ିଶା ଏବଂ…

ଏପ୍ରିଲ ୧୦ ରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଆସନ୍ତା ଏପ୍ରିଲ ୧୦ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ୩ ଦିନିଆ ଓଡ଼ିଶା ଗସ୍ତ ସମୟରେ…

ଜଗତସିଂହପୁର ଜିଲ୍ଲା ହେବ ରାଜ୍ୟ ବିକାଶର ଏକ ନମ୍ବର ଗ୍ରୋଥ ଇଞ୍ଜିନ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜଗତସିଂହପୁର ଜିଲ୍ଲା ମହୋତ୍ସବ କଲ୍ଲୋଳ ୨୦୨୫ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜଗତସିଂହପୁର ଜିଲ୍ଲା ଓଡିଶା ସରକାରଙ୍କ ସମୃଦ୍ଧ ଓଡ଼ିଶାର ଜୟ ଯାତ୍ରାରେ ଗ୍ରୋଥ ଇଞ୍ଜିନ ଭାବେ କାର୍ଯ୍ୟ କରିବ ବୋଲି କହିଛନ୍ତି…

ଗଡ଼ିଲା ଆଉ ୪୦ଟି ନୂତନ ଇ-ବସ୍‌; ଓଡ଼ିଶାକୁ ୪୦୦ ଇ-ବସ୍ ଯୋଗାଇବେ କେନ୍ଦ୍ର ସରକାର

ବାୟୁ ଏବଂ ଶବ୍ଦ ପ୍ରଦୂଷଣକୁ ରୋକିବା ସହ ସାଧାରଣ ପରିବହନ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ରାଜ୍ୟର ସହରାଞ୍ଚଳରେ ଇଲେକ୍ଟ୍ରିକ ବସ୍‌ ସେବାକୁ ତ୍ୱରାନ୍ୱିତ କରୁଛନ୍ତି ରାଜ୍ୟ ସରକାର । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି…

୬ ମାସ ବଦଳରେ ୩ ମାସରେ ଟିକସଦାତା ଖିଲାପକାରୀ ତାଲିକା ଆଣିବ ବିଏମ୍‌ସି

ଟିକସଦାତାଙ୍କୁ ସାବାଡ଼ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବଡ଼ ନିଷ୍ପତ୍ତି । ଏଣିକି ୬ ମାସ ବଦଳରେ ୩ ମାସରେ ଖିଲାପକାରୀ ତାଲିକା ଆସିବ । ୬ ମାସରେ ଥରେ ଲିଷ୍ଟ ଆସୁଥିବାରୁ ବଡ଼ ଟିକସଦାତା ପୈଠ କରିପାରୁ…

ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯାଇ ହଳଦୀପଦାଠାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପଗୁଡିକର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଅଞ୍ଚଳର ଦୁଇଟି ସ୍ଥାନରେ ୧୪ ଟି ଶିଳ୍ପପ୍ରକଳ୍ପର…

ଡଙ୍କାରୀ ପାହାଡ଼ ଖଣି ଲୁଟ୍‌ ମାମଲାର ମାଷ୍ଟର ମାଇଣ୍ଡ ତାପସ ପଣ୍ଡାଙ୍କ ଉପରେ ଆୟକର ଛାଟ

ଯାଜପୁର ଡଙ୍କାରି ପାହାଡ଼ ରୁ କଳାପଥର ଲୁଟ ଘଟଣା ର ତଦନ୍ତର ମାଷ୍ଟର ମାଇଣ୍ଡ ତାପସ ରଞ୍ଜନ ପଣ୍ଡାଙ୍କ ଉପରେ ଆୟକର ବିଭାଗର ଛାଟ । ଘାଟିକିଆ, କଳିଙ୍ଗନଗରରେ ଥିବା ୧୦ ବେନାମୀ ଫ୍ଲାଟ ଜବତ କରିବା ସହ ଆଠଗଡ଼ରେ ୧୧.୨…

ଦିଲ୍ଲୀରେ ପ୍ରତିବର୍ଷ ପାଳନ ହେବ ଓଡ଼ିଶା ପର୍ବ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ବେଶ ଧୁମ ଧାମରେ ପାଳନ ହେଉଛି ଓଡ଼ିଶା ଦିବସ ସମାରୋହ-୨୦୨୫ । ଦିଲ୍ଲୀରେ ଆୟୋଜିତ ଉତ୍କଳ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଦିଲ୍ଲୀ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଓଡ଼ିଶା…