Author: Nirvay

President Murmu at Jharsuguda: ଝାରସୁଗୁଡ଼ାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଛତିଶଗଡ଼ ଗସ୍ତରେ ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିଲ୍ଲୀରୁ ସ୍ଵତନ୍ତ୍ର ବାୟୁସେନା ବିମାନ ଯୋଗେ ପ୍ରଥମେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ସେ ପହଞ୍ଚିଥିଲେ । ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା…

Illegal Sand Mining in Odisha: ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ରାଜ୍ୟରେ ଚାଲିଛି
 ବାଲି ଓ ପଥର ଚୋରି: ବିଜେଡି

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ଛାତ୍ର ବିଜେଡି ସଭାନେତ୍ରୀ ଇପ୍ସିତା ସାହୁ ରାଜ୍ୟରେ ହେଉଥିବା ବାଲିଚୋରିରେ ବିଜେପିର ନେତାମନ୍ତ୍ରୀଙ୍କ ସମ୍ପୃକ୍ତିର ଅଭିଯୋଗ କରିବା ସହିତ ଏଥିଯୋଗୁଁ ଲଘୁ…

Humane Sagar: ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓଲିଉଡ୍‌ ଗାୟକ ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି । ଏମ୍‌ସ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିବା ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର କେମିତି ଅଛନ୍ତି, ସେନେଇ ଜାଣିବା ପାଇଁ ଡାକ୍ତରୀ ଟିମ୍‌ଙ୍କ ସହିତ…

Odisha Politics: କଂଗ୍ରେସ ଆଗକୁ ବିଜେପି ର ବିକଳ୍ପ ହେବାକୁ ଯାଉଛି କହିଲେ ଭକ୍ତ ଦାସ

ନୂଆପଡ଼ା ଉପନିର୍ବାଚନ ରେଜଲ୍ଟ ନେଇ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ରଖି କହିଛନ୍ତି ଯେ, କଂଗ୍ରେସ ଆଗକୁ ଭାରତୀୟ ଜନତା ପାର୍ଟି ର ବିକଳ୍ପ ହେବାକୁ ଯାଉଛି ।ସେ ପୁଣି କହିଛନ୍ତି ଯେ, କଂଗ୍ରେସ ମୁଖ୍ୟ ବିରୋଧୀଦଳ ଭାବେ କାର୍ଯ୍ୟ…

Jay Dholakia: ନୂଆପଡ଼ା ବିକାଶର ସାରଥୀ ହେବେ ଜୟ ଢୋଲକିଆ: ମୋହନ ମାଝୀ

ଜୟ ଢୋଲକିଆ ନୂଆପଡ଼ା ବିକାଶର ସାରଥୀ ହେବେ ବୋଲି ରାଜ୍ୟ କାର୍ଯ୍ୟାଳୟରେ ନୂଆପଡ଼ାର ନବ ନିର୍ବାଚିତ ବିଧାୟକ ଜୟ ଢୋଲକିଆଙ୍କ ପାଇଁ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।ନୂଆପଡ଼ାରେ ଏଥର ବିକାଶ…

Humane Sagar on Ventilator: ଭେଣ୍ଟିଲେଟର ସପୋର୍ଟରେ ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଭୁବନେଶ୍ୱର ଏମ୍‌ସ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ, ହ୍ୟୁମାନ ସାଗରଙ୍କ ଏକାଧିକ ଅଙ୍ଗ କାମ କରୁନି । ସେ…

Birsa Munda: ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ରାଉରକେଲାରେ ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଦିବାସୀ ନେତା, ଶହୀଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ରାଉରକେଲା ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି ।…

Special OTET-2025 Results: ପ୍ରକାଶ ପାଇଲା ସ୍ପେଶାଲ୍‌ ଓଟିଇଟି-୨୦୨୫ ରେଜଲ୍ଟ

ପ୍ରକାଶ ପାଇଲା ସ୍ପେଶାଲ ଓଟିଇଟି-୨୦୨୫ ରେଜଲ୍ଟ । ସେପ୍ଟେମ୍ବର ୨୭ ତାରିଖରେ ହୋଇଥିବା ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି । ପେପର ୧ ରେ ୧୨ ହଜାର ୯୮୮ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ପାସ ହାର ୪୭.୧୭ ପ୍ରତିଶତ…

Jay Dholakia Gets Grand Welcome: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଜୟଙ୍କୁ ସ୍ୱାଗତ ଜଣାଇଛନ୍ତି ।…

J&K Police Station Blast: ନୌଗାମ ଥାନାରେ ବିସ୍ଫୋରଣ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି; ବିସ୍ଫୋରଣ ‘ଦୁର୍ଘଟଣାଜନିତ’ କହିଲେ ଡିଜିପି

ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ୯ ରେ ପହଞ୍ଚିଛି । ୩୦ରୁ ଅଧିକ ଏହି ବିସ୍ଫୋରଣରେ ଆହତ ହୋଇଛନ୍ତି ।ଏହି ବିସ୍ଫୋରଣରେ ଜଣେ SIA କର୍ମୀ, ୩ FSL କର୍ମୀ, ୨ କ୍ରାଇମସିନ୍…