Author: Nirvay

ଖଲିସ୍ଥାନ ଆତଙ୍କବାଦୀର ଭୁବନେଶ୍ୱରକୁ ଧମକ: ରାଜ୍ୟବାସୀଙ୍କ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା ହେଉ-ବିଜେଡି

ଓଡ଼ିଶାରେ ପୁଲିସ ମହାନିର୍ଦ୍ଦେଶକ ମାନଙ୍କ ବୈଠକ ଭୁବନେଶ୍ୱରଠାରେ ହେବା ସମୟରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ ଭଳି ଦେଶର ବିଶିଷ୍ଟ ବ୍ୟକ୍ତି ମାନେ ଉପସ୍ଥିତ ଥିବା ବେଳେ ଆତଙ୍କବାଦ ଧମକ ଆସିବା ଓଡିଶା ଭଳି ଏକ ଶାନ୍ତିପ୍ରିୟ ରାଜ୍ୟ ପାଇଁ ଏକ…

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ କରାଯାଇଛି । ଉପଦେଷ୍ଟା କମିଟି ଗଠନ ନେଇ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ବିଧାୟକ ଭାସ୍କର ମଢ଼େଇଙ୍କ ଅଧ୍ୟକ୍ଷତାରେ ଉପଦେଷ୍ଟା କମିଟି ଗଠନ ହୋଇଛି ।…

ନିଜ ବାସଭବନ ରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି…

୧୦ ବର୍ଷରେ ମୋଦି ସରକାର ଓଡ଼ିଶାରେ ରେଳ ବିକାଶ ପାଇଁ ଦେଇଛନ୍ତି ୭୩,୭୨୩ କୋଟି ଟଙ୍କା

ଓଡ଼ିଶାରେ ରେଳଧାରଣା ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କୃତଜ୍ଞତା ଜଣାଇଛନ୍ତି । ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ସମସ୍ତ…

ପୋଲାଭରମ ପ୍ରକଳ୍ପ ନେଇ ଜଳ ଶକ୍ତି ମନ୍ତ୍ରୀଙ୍କୁ ଭେଟିଲା ବିଜେଡି ଟିମ

ଦେବୀ ମିଶ୍ରଙ୍କ ନେତୃତ୍ୱରେ ବିଜେଡ଼ି ପ୍ରତିନିଧିମଣ୍ଡଳ ରାଜ୍ଯସଭାର ବିଜେଡ଼ି ସାଂସଦ, ବିଧାୟକ, ଓଡ଼ିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ ଏବଂ କୋରାପୁଟ ଅଞ୍ଚଳର ପୂର୍ବତନ ବିଧାୟକମାନଙ୍କ ସହ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଭାରତ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ…

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ପରେ ସେ ଚନ୍ଦ୍ରଶେଖରପୁରର ନୀଳାଦ୍ରି ବିହାର ଗସ୍ତ କରିଥିଲେ, ଯେଉଁଠାରେ ତାଙ୍କୁ ରାଜ୍ଯପାଳ ରଘୁବର ଦାସ, ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ,…

ଏମ୍. କେ. ସି. ଜି. ହସ୍ପିଟାଲରେ ରାଗିଂ ଅଭିଯୋଗ ମିଥ୍ୟା ପ୍ରମାଣିତ

ବ୍ରହ୍ମପୁରର ଏମ୍. କେ. ସି. ଜି. ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ ପୁଣି ଥରେ ବିବାଦ ଘେରକୁ ଆସିଥିଲା ଯେତେବେଳେ ଜଣେ କନିଷ୍ଠ ଛାତ୍ର ତାଙ୍କ ବରିଷ୍ଠମାନଙ୍କ ଉପରେ ରାଗିଂ ଏବଂ ତାଙ୍କୁ ସେମାନଙ୍କ କାମ କରିବାକୁ ବାଧ୍ଯ କରୁଥିବା ଅଭିଯୋଗ…

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ:ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଓଡ଼ିଶା ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ସୋମବାର ବିଧାନସଭାରେ ଏହି ସୂଚନା ଦେଇ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ଯର ବିକାଶ ପ୍ରକ୍ରିୟାରେ ସମାଜର ସମସ୍ତ ବର୍ଗଙ୍କୁ ସାମିଲ…

ବିଜେଡିର ପୋଲାଭରମ ପ୍ରକଳ୍ପକୁ ବିରୋଧ; ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବ ବିଜେଡି ଟିମ୍

ପୋଲାଭରମ ପ୍ରକଳ୍ପ ହେଲେ ଓଡ଼ିଶାର ମାଲକାନଗିରି ଜିଲ୍ଲାର ପ୍ରାୟ ୨୦୦ରୁ ଅଧିକ ଗ୍ରାମ ଜଳମଗ୍ନ ହେବ ଓ ଓଡ଼ିଶାର ସ୍ୱାର୍ଥକୁ ଅଣଦେଖା କରି ଏହି ପ୍ରକଳ୍ପ କାମ ଆଗକୁ ବଢ଼ିବା ଉଚିତ ନୁହେଁ ବୋଲି ବିଜୁ ଜନତା ଦଳ ତରଫରୁ ଆଜି…

ଆସିକା: ମଞ୍ଚରେ ଘୁଷୁରୀ ମାଂସ ଖାଇବା ଘଟଣାରେ ଜଣେ ଅଭିନେତା ଓ ମ୍ୟାନେଜର ଗିରଫ

ମଞ୍ଚରେ ଅଭିନେତା ଏକ ଜୀବନ୍ତ ଘୁଷୁରୀ ଖାଇଥିବାର ଅମାନବୀୟ ଘଟଣା ପ୍ରଦର୍ଶନ ଓଡ଼ିଶାବାସୀ ଙ୍କୁ ଚକିତ କରିଦେଇଛି ଏହା ପରେ , ପୋଲିସ ସୋମବାର ଏହି ମାମଲାରେ ଜଣେ ଅଭିନେତାଙ୍କୁ ଗିରଫ କରିଛି। ବିମ୍ବାଧର ଗୌଡ଼ ନାମକ ଅଭିଯୁକ୍ତକୁ ଗଞ୍ଜାମ ଜିଲ୍ଲାର…