Author: Nirvay

ବ୍ରହ୍ମପୁରରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍

ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ ହୋଇଥିବା ବେଳେ ବ୍ରହ୍ମପୁର ଷ୍ଟେସନରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡ଼ିଲା। ଭର୍ଚ୍ଚୁଆଲ୍‌ ମୋଡ଼ରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ସେଥିମଧ୍ୟରୁ ଓଡ଼ିଶାରେ ୨ଟି…

ସୁଭଦ୍ରା ବାବଦରେ ପରୀକ୍ଷାମୂଳକ ଭାବେ ଆକାଉଣ୍ଟକୁ ଗଲା ୧ ଟଙ୍କା

ସୁଭଦ୍ରା ଯୋଜନାରେ ଏପର୍ଯ୍ୟନ୍ତ ୬୦ ଲକ୍ଷ ମହିଳା ପଞ୍ଜୀକରଣ କରିଛନ୍ତି। ଆଜି ପରୀକ୍ଷାମୂଳକ ଭାବେ ଆକାଉଣ୍ଟକୁ ୧ ଟଙ୍କା ଯାଇଛି। ବାକି ୪ ହଜାର ୯୯୯ଟଙ୍କା ୧୭ ତାରିଖରେ ଆକାଉଣ୍ଟକୁ ଯିବ। ବାଲିଅନ୍ତାର ଭକ୍ତିମୟୀ ମହାନ୍ତିଙ୍କ ଆକାଉଣ୍ଟକୁ ୧ ଟଙ୍କା ଯାଇଛି।…

ବ୍ରହ୍ମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ବ୍ରହ୍ମପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର କେସି ହାଇସ୍କୁଲ ଖେଳପଡ଼ିଆରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ସେଠାରେ ମୁଖ୍ୟମନ୍ତ୍ରୀ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ବ୍ରହ୍ମପୁର-ଟାଟାନଗର, ହାୱାଡ଼ା-ରାଉରକେଲାକୁ ଗଡ଼ିବ ବନ୍ଦେ…

କାର୍ଯ୍ୟରେ ଅବହେଳା: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ

ବାରିପଦା ଜିଲ୍ଲାରେ ଶିକ୍ଷା ବ୍ୟବସ୍ଥା ଭୁଶୁଡିଛି। ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ଶିକ୍ଷକଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ବେଳେ ଅନେକ ସ୍ଥାନରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ବାରିପଦା ଜିଲ୍ଲାରେ। ଜିଲ୍ଲାରେ କାର୍ଯ୍ୟରେ ଅବହେଳା ନେଇ ୪…

କୋଲକାତା ଲଜ୍ଜା; ସଞ୍ଜୟ ରାୟଙ୍କ ନାର୍କୋ ଟେଷ୍ଟ ଆବେଦନ ଖାରଜ

ବହୁ ଚର୍ଚ୍ଚିତ ଅଭୟାକାଣ୍ଡକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଞ୍ଜୟ ରାୟଙ୍କ ନାର୍କୋ ଟେଷ୍ଟ ଆବେଦନ କୋର୍ଟରେ ଖାରଜ ହୋଇଛି। କୋର୍ଟ କୋଲକାତା ଆରଜି କର ମେଡିକାଲ ହସ୍ପିଟାଲର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ଅଭିଯୁକ୍ତ…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ନୂଆହତା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ ହୋଇଥିବା ସୂଚନା…

କଣାସରେ ବାର୍ଡ ଫ୍ଲୁ !

ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ବିଭିନ୍ନ ବ୍ଲକ ଅଞ୍ଚଳ ପରେ ଏବେ କଣାସ ଅଞ୍ଚଳରେ ବାର୍ଡ ଫ୍ଲୁ ବ୍ୟାପିଥିବା ଅଭିଯୋଗ ଆସିଛି। ଅଭିଯୋଗ ପରେ ସତ୍ୟାସତ୍ୟ ଜାଣିବା ପାଇଁ କୁକୁଡ଼ାଙ୍କ ଲାଳ ରକ୍ତ ନମୁନା ଭୋପାଳ ପରୀକ୍ଷାଗାରାକୁ…

ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ

ରାଜ୍ୟ ସରକାର ଅବକାରୀ ନୀତିରେ ପରିବର୍ତ୍ତନ ଆଣିଛନ୍ତି । ପୁରୀ ବେଳାଭୂମିରେ ମଦ କୁଡ଼ିଆ ଯୋଜନାରେ ମଦ କ୍ୟାବିନ ଖୋଲିବାକୁ ଥିବା ବେଳେ ଏଥିରେ ପରିବର୍ତ୍ତନ ହୋଇଛି । ଆଉ ମଦ କ୍ୟାବିନ୍‌ ଖୋଲିବନି ବୋଲି ନିଷ୍ପତ୍ତି ନିଆଯାଇଛି। ବେଳାଭୂମି ସହ…

ରତ୍ନଭଣ୍ଡାର ଯାଞ୍ଚ ପାଇଁ ନୀତି ନିର୍ଘଣ୍ଟ

ରତ୍ନଭଣ୍ଡାର ଯାଞ୍ଚ ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଆସନ୍ତା ୧୮ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ ହେବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାର ଯାଞ୍ଚ କରାଯିବ ବୋଲି ଜଣାପଡିଛି। ରାତି ୨ଟାରୁ ଦ୍ବାରଫିଟା ନୀତି ହେବାକୁ ଥିବା ବେଳେ ରାତି…

କେଜ୍ରିୱାଲଙ୍କୁ ସର୍ତ୍ତମୂଳକ ଜାମିନ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ମିଳିଛି। ସିବିଆଇ ଦ୍ୱାରା ପଞ୍ଜୀକୃତ ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି । ଜାମିନର ସର୍ତ୍ତ ଅନୁସାରେ କେଜ୍ରିୱାଲ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଯାଇପାରିବେନି କି କୌଣସି ସରକାରୀ କାଗଜରେ…