Author: Nirvay

Telangana Bus Accident: ତେଲଙ୍ଗାନା ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି

ତେଲେଙ୍ଗାନାର ରଙ୍ଗରେଡ୍ଡୀ ଜିଲ୍ଲାରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି ପାଇଥିବାବେଳେ ଏକାଧିକ ଆହତ ହୋଇଛନ୍ତି । ଦୁର୍ଘଟଣାରେ ଆହତଙ୍କୁ ନିକଟସ୍ଥ ହସପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ରଙ୍ଗାରେଡ୍ଡି ଜିଲ୍ଲାର ଚେଭେଲା ମଣ୍ଡଳ…

Dalda Ghee inside Puri Srimandir: ପୁରୀ ଶ୍ରୀମନ୍ଦିର ଭିତରୁ ଡାଲ୍‌ଡା ଘିଅ ଜବତ

ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଭିତରୁ ଡାଲ୍‌ଡା ଘିଅ ଜବତ କରାଯାଇଛି । ଏହି ଘଟଣାରେ ଜନୈକ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଉଛି । ଏହି ଘଟଣା ପରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ…

15th Finance Commission: ଓଡିଶାକୁ ପଞ୍ଚଦଶ ଅର୍ଥ କମିଶନଙ୍କ ୪୪୪ କୋଟି ଟଙ୍କା ମଞ୍ଜୁର

କେନ୍ଦ୍ର ସରକାର ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥାଗୁଡ଼ିକ ପାଇଁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ଅଧୀନରେ ୪୪୪ କୋଟି ଟଙ୍କାରୁ ଅଧିକ ପ୍ରଦାନ କରିଛନ୍ତି । ପଞ୍ଚାୟତିରାଜ ମନ୍ତ୍ରଣାଳୟ ଦେଇଥିବା ସୂଚନା ଅନୁଯାୟୀ, ରାଜ୍ୟର ୨୦ଟି ଯୋଗ୍ୟ ଜିଲ୍ଲା ପଞ୍ଚାୟତ (ଜିଲ୍ଲା…

Shankar Prusty Arrested: ପୋଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ଅନିୟମିତତା ମାମଲାରେ କ୍ରାଇମବ୍ରାଞ୍ଚକୁ ବଡ଼ ସଫଳତା ମିଳିଛି । ପ୍ରାୟ ୧ ମାସ ପରେ ଶେଷରେ ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟିକୁ ଶନିବାର ଦିନ…

Nuapada Bye-Election: ଜୟ ଢୋଲକିଆ ଙ୍କ ପାଇଁ ପ୍ରଚାର କଲେ ସାଂସଦ ବୈଜୟନ୍ତ ପଣ୍ଡା

ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ଜୟ ଢୋଲକିଆଙ୍କୁ ବିଜୟୀ କରିବାକୁ ବୈଜୟନ୍ତ ପଣ୍ଡା ନୂଆପଡ଼ାବାସୀଙ୍କୁ ନିବେଦନ…

Nuapada Bye-Election: ବନ୍ଧୁକ ମୂନରେ ନିର୍ବାଚନ ଜିତିବାକୁ ଚାହୁଁଛି ବିଜେପି: ଲେଖାଶ୍ରୀ

ବନ୍ଧୁକ ମୂନରେ ନିର୍ବାଚନ ଜିତିବା ପାଇଁ ବିଜେପି ଉଦ୍ୟମ କରିଛି । ଏହି ଘଟଣା ନୂଆପଡ଼ା ନୁହେଁ, ଶାନ୍ତିପ୍ରିୟ ଓଡ଼ିଶାକୁ ନିନ୍ଦିତ କରିଛି ବୋଲି ବିଜେଡି ନେତ୍ରୀ ଡ଼ ସାମନ୍ତସିଂହାର କହିଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ରକ୍ତମୁଖା ସାଜିଛି ବିଜେପି…

Nuapada By-Election: ନୂଆପଡ଼ା ଝଙ୍କଡ ପାଇକ ସମାଜର ବନ୍ଧୁମିଳନ ଉତ୍ସବରେ ଯୋଗଦେଲେ ବିଜେପି ନେତା

ନୂଆପଡ଼ା ଜିଲ୍ଲା ଝଙ୍କଡ ପାଇକ ସମାଜର ଏକ ବନ୍ଧୁମିଳନ ଉତ୍ସବ ଆଜି ନୂଆପଡ଼ା ରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ କ୍ଷୁଦ୍ର ଶିଳ୍ପ ତଥା ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କଳାହାଣ୍ଡି…

Nuapada By-Election: ୨୦୨୯ ରେ ଭକ୍ତ ଦାସଙ୍କ ନେତୃତ୍ୱରେ ନିର୍ବାଚନ ଲଢ଼ିବ କଂଗ୍ରେସ: ଲଲ୍ଲୁ

ଆଜି ନୂଆପଡ଼ା ସ୍ଥିତ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ କହିଥିଲେ ଯେ, ନୂଆପଡା ଓଡ଼ିଶାର ସବୁଠୁ ପଛୁଆ ଜିଲ୍ଲା । ଏହା ମଧ୍ୟ ଆଦିବାସୀ ବହୁଳ ଜିଲ୍ଲା ଭାବରେ ପରିଚିତ…

Nuapada Bypoll: ବିଜେଡିକୁ ସମର୍ଥନ ଜଣାଇଲେ ଭୁଞ୍ଜିଆ ସମ୍ପ୍ରଦାୟ

ଶନିବାର ଦିନ ନୂଆପଡା ବ୍ଲକ ର ସେଠଜମ୍ପାନି ଗ୍ରାମ ପଞ୍ଚାୟତରେ ଆୟୋଜିତ ଜନସଭାରେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଛୁକତିଆ ଭୁଞ୍ଜିଆ ଓ ଭୁଞ୍ଜିଆ ସମ୍ପ୍ରଦାୟ ର ଲୋକେ ସ୍ୱାଗତ ଜଣାଇଥିଲେ । ଏହି ସଭାରେ ବିଜୁ ଜନତା ଦଳର ବରିଷ୍ଠ…

Nuapada Bypoll: ବିଜେଡି ନେତାଙ୍କ ଆକ୍ରମଣ ପ୍ରସଙ୍ଗ; ନୂଆପଡାବାସୀ କାହାର କ୍ରୀତଦାସ ନୁହନ୍ତି କହିଛି ବିଜେପି

ଆଜି ନୂଆପଡାସ୍ଥିତ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ନୂଆପଡାର ସ୍ଥାନୀୟ ବରିଷ୍ଠ ନେତା ଖାମସିଂହ ମାଝୀ କହିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ନୂଆପଡାରେ ନିଜ ନିୟନ୍ତ୍ରଣ ରଖିବା ପାଇଁ ବବି ଦାସ ଏକ ବାହାର…