ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ରେ ବିଜେପି ର ବିଶାଳ ମିଶ୍ରଣ ପର୍ବ October 29, 2025 Nirvay ଆଜି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଜୋନ୍ ୭ ଆମାନାରା ଠାରେ ଏକ ବିଶାଳ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା । ବିଜେପି ପ୍ରତି ନିଜର ବିଶ୍ୱାସ ଓ ଆସ୍ଥା ପ୍ରକାଶ କରି ବିଜେଡି ଏବଂ କଂଗ୍ରେସ ଦଳ ର ଅନେକ ସରପଞ୍ଚ,ସମିତି…
ରାଜନୀତି ରାଜ୍ୟ Nuapada Bypoll Campaign: ପ୍ରଚାର ମଇଦାନରେ ରାଜୁ ଭାଇ ଢୋଲକିଆଙ୍କ ପତ୍ନୀ October 29, 2025 Nirvay ନୂଆପଡ଼ାରେ ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ହେବାରେ ଲାଗିଛି । ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ କଳ୍ପନା ଢୋଲକିଆ । ବିଜେପି ସମର୍ଥିତ ପ୍ରାର୍ଥୀ ଜୟ ଢୋଲକିଆ ତଥା ପୁଅଙ୍କ ସପକ୍ଷରେ ଘର ଘର ବୁଲି…
ଦେଶ ରାଜ୍ୟ Cyclone Montha: ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା’ October 29, 2025 Nirvay ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍ । ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ମୋନ୍ଥା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲି ରାତି ୧୧ଟା ୩୦ରୁ ୧୨ଟା ୩୦ ମଧ୍ୟରେ ଆନ୍ଧ୍ର ଉପକୁଳକୁ ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ…
ରାଜ୍ୟ Cyclone Montha: ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍ October 28, 2025 Nirvay ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୮ ଟି ଜିଲ୍ଲାର ଜିଲ୍ଲାପାଳ ଓ ଆର୍ଡିସିଙ୍କ ସହିତ ଗ୍ରାଉଣ୍ଡ ଜିରୋ ସ୍ଥିତି ନେଇ ବିସ୍ତୃତ ଆଲୋଚନା ହୋଇଛି । ଗଣମାଧ୍ୟମକୁ ସୂଚନା ଦେଇ…
ଦେଶ ରାଜ୍ୟ Cyclone Montha: ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ October 28, 2025 Nirvay ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆନ୍ଧ୍ର ପ୍ରଦେଶ ର କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’ । କାକିନାଡାରେ ସ୍ଥଳଭାଗ ଛୁଇଁ ଓଡ଼ିଶାରେ ପ୍ରବେଶ କରିବ ବାତ୍ୟା । ବାତ୍ୟା ମୋନ୍ଥାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ…
ରାଜନୀତି ରାଜ୍ୟ Nuapada Bypoll: ପ୍ରଭାତୀ ପରିଡ଼ାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି October 28, 2025 Nirvay ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରୁଥିବା ଉପମୁଖ୍ୟମନ୍ତ୍ରୀ ତଥା ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଙ୍ଘନ କରିଥିବା ତଥ୍ୟ ଓ ପ୍ରମାଣ ସହ ଅଭିଯୋଗ କରିଛି ବିଜେଡି । ଆଜି ବିଜୁ…
ରାଜନୀତି ରାଜ୍ୟ Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି October 28, 2025 Nirvay ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…
ରାଜ୍ୟ Cyclone Montha: ବାତ୍ୟା ‘ମୋନ୍ଥା’ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 28, 2025 Nirvay ବାତ୍ୟା ‘ମୋନ୍ଥା’ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କୁ ନେଇ ଆଜି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା କରିଛନ୍ତି । ବାତ୍ୟା ମୁକାବିଲାକୁ ନେଇ ବରିଷ୍ଠ…
ଦେଶ ରାଜ୍ୟ India Maritime Week 2025: ଇଣ୍ଡିଆ ମେରିଟାଇମ୍ ୱିକ୍ – ୨୦୨୫ ରେ ଓଡିଶାର ସାମୁଦ୍ରିକ ଦୃଷ୍ଟିକୋଣ ପ୍ରଦର୍ଶନ October 27, 2025 Nirvay ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ସପ୍ତାହ (ଭାରତ ସାମୁଦ୍ରିକ ସପ୍ତାହ) ୨୦୨୫ ସମ୍ମିଳନୀ କାର୍ଯ୍ୟକ୍ରମରେ ଓଡିଶା ନିଜର ସାମୁଦ୍ରିକ ଦୃଷ୍ଟିକୋଣ ପ୍ରଦର୍ଶନ କରିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶା ମଣ୍ଡପ ପରିଦର୍ଶନ କରି ଓଡ଼ିଶା ଏକ ବନ୍ଦର…
ରାଜନୀତି ରାଜ୍ୟ Nuapada By-Election: ନୂଆପଡ଼ା ନିର୍ବାଚନୀ ପ୍ରଚାର ମଇଦାନରେ ଓହ୍ଲାଇଲେ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ October 27, 2025 Nirvay ନୂଆପଡ଼ାରେ ଜମୁଛି ପ୍ରଚାର ମୈଦାନ, ତିନି ପ୍ରମୁଖ ଦଳର ହେଭିୱେଟ ପ୍ରଚାରର ମଙ୍ଗ ଧରିଛନ୍ତି । ଆଜି ନିର୍ବାଚନୀ ପ୍ରଚାର ମଇଦାନ କୁ ଓହ୍ଲେଇଛନ୍ତି ଜୟ ଙ୍କ ମାତା ତଥା ପୁର୍ବତନ ବିଧାୟକ ରାଜେନ୍ଦ୍ର ଙ୍କ ପତ୍ନୀ କଳ୍ପନା ଢୋଲକିଆ ।…