Author: Nirvay

Cyclone Montha: ବାତ୍ୟା ପାଇଁ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

ବାତ୍ୟା ପାଇଁ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏହି ଜିଲ୍ଲା ଗୁଡିକରେ ସ୍କୁଲ ସହ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ୨୮ ଓ ୨୯ ତାରିଖରେ ଛୁଟି ରହିବ ବୋଲି ସୋମବାର…

Nuapada Bypoll: ନୂଆପଡ଼ାରେ ବିଜେପିର ମାରାଥନ୍ ପ୍ରଚାର

ନୂଆପଡ଼ା ବିଧାନସଭାର ଉପନିର୍ବାଚନକୁ ରହିଲା ଆଉ ଦୁଇ ସପ୍ତାହ । ତିନି ପ୍ରମୁଖ ଦଳର ପ୍ରାର୍ଥୀ ବର୍ତ୍ତମାନ ପ୍ରଚାର ମଇଦାନରେ । ପ୍ରାର୍ଥୀଙ୍କ ସପକ୍ଷରେ ତାଙ୍କ ଦଳର ବିଭିନ୍ନ ସ୍ତରର ନେତୃମଣ୍ଡଳୀ ମଧ୍ୟ ନିର୍ବାଚନୀ ପ୍ରଚାର ରେ ଅଣ୍ଟା ଭିଡ଼ିଲେନି ।…

Preetismita Bhoi sets World Record: ୟୁଥ୍‌ ଏସିଆନ୍‌ ଗେମ୍‌ସରେ ସ୍ୱର୍ଣ୍ଣ ପଦକ ଜିତି ବିଶ୍ୱ ରେକର୍ଡ କଲେ ପ୍ରୀତିସ୍ମିତା ଭୋଇ

ଓଡିଶାର ଯୁବ ୱେଟଲିଫ୍ଟର ପ୍ରୀତିସ୍ମିତା ଭୋଇ ନୂତନ ଏସିଆନ ଓ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି । ବାହାରିନରେ ଚାଲିଥିବା ତୃତୀୟ ଯୁବ ଏସୀୟ କ୍ରୀଡ଼ା (ୟୁଥ୍‌ ଏସିଆନ୍‌ ଗେମ୍‌ସ) ରେ ଢେଙ୍କାନାଳ ଜିଲ୍ଲାର ପ୍ରତିଭାଶାଳୀ ଝିଅ ପ୍ରିତିସ୍ମିତା ୪୪ କିଲୋଗ୍ରାମ…

Odisha Cabinet approves 5 proposals: ରାଜ୍ୟ କ୍ୟାବିନେଟ୍‌ରେ ୪ ବିଭାଗର ୫ ପ୍ରସ୍ତାବକୁ ମଞ୍ଜୁରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ୪ଟି ବିଭାଗର ୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମତ୍ସ୍ୟ ଓ ପ୍ରାଣୀ…

Nuapada By-Poll: ସରକାରୀ ସମ୍ପତ୍ତିର ଦୁରୁପଯୋଗ ନେଇ ବିଜେପି ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି

ବିଜେଡିର ବରିଷ୍ଠ ନେତୃବୃନ୍ଦ ଆଜି ସିଇଓଙ୍କ କାର୍ଯ୍ୟାଳୟରେ ଏକ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ବିଜେପି ପକ୍ଷରୁ ଲଗାଯାଇଥିବା ସମସ୍ତ ଅବୈଧ ବ୍ୟାନର ଏବଂ ହୋର୍ଡିଂ ତୁରନ୍ତ ହଟାଇବା ପାଇଁ ବିଜେଡି ଦାବି କରିଛି । ନୂଆପଡ଼ା ଉପନିର୍ବାଚନରେ ସରକାରୀ…

Andhra Bus Fire Tragedy: ବସ୍‌ ରାୟଗଡ଼ା RTO ରେ ପଞ୍ଜୀକରଣ ହୋଇଥିବା ସ୍ପଷ୍ଟ

ଆନ୍ଧ୍ର ପ୍ରଦେଶରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଘରୋଇ ବସ୍‌ଟି ଓଡ଼ିଶାର । ବସ୍‌ଟି ଓଡ଼ିଶାର ରାୟଗଡ଼ା ଜିଲ୍ଲା RTO ରେ ପଞ୍ଜିକୃତ ହୋଇଥିଲା ବୋଲି ପରିବହନ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । କେଉଁ ପରିସ୍ଥିତିରେ ବସ୍‌ଟି ହାଇଦ୍ରାବାଦରୁ ବେଙ୍ଗାଳୁରୁ ଚାଲିଥିଲା…

India wins 3rd ODI: ତୃତୀୟ ଦିନିକିଆରେ ଭାରତ ବିଜୟ; ସିରିଜ୍‌କୁ ୨-୧ ରେ ଜିତିଲା ଅଷ୍ଟ୍ରେଲିଆ

ଅଷ୍ଟ୍ରେଲିଆ ବିପକ୍ଷରେ ତୃତୀୟ ଦିନିକିଆରେ ଭାରତ ୯ ୱିକେଟରେ ବିଜୟୀ ହୋଇଛି । ହିଟମ୍ୟାନ୍ ରୋହିତ ଶର୍ମାଙ୍କ ଦମଦାର ଶତକରେ ଟିମ୍ ଇଣ୍ଡିଆକୁ ସହଜ ବିଜୟ ମିଳିଛି । ଭାରତ ତୃତୀୟ ଦିନିକିଆରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି । ତେବେ ଅଷ୍ଟ୍ରେଲିଆ…

Satish Shah Dies At 74: ହାସ୍ୟ ଅଭିନେତା ସତୀଶ ଶାହଙ୍କ ପରଲୋକ

ବଲିଉଡ ର ପ୍ରତିଷ୍ଠିତ ହାସ୍ୟ ଅଭିନେତା ସତୀଶ ଶାହାଙ୍କ ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ଶନିବାର ଅପରାହ୍ନ…

Cyclone Montha: କେବେ ଓ କେଉଁଠି ଲ୍ୟାଣ୍ଡଫଲ ହେବ ବାତ୍ୟା ମୋନ୍ଥା?

ଭୀଷଣ ବାତ୍ୟା ‘ମୋନ୍ଥା’ ଆନ୍ଧ୍ରପ୍ରଦେଶ ଉପକୂଳ ମଚ୍ଛଲିପଟ୍ଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ କାକିନଡ଼ା ପାଖରେ ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ ରୁ…

Cyclone Montha: ସମ୍ଭାବ୍ୟ ବାତ୍ୟା ପାଇଁ ଜରୁରୀକାଳୀନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳ ବୃଷ୍ଟିପାତକୁ ଦୃଷ୍ଟିରେ ରଖି ସହରାଞ୍ଚଳରେ ଜରୁରୀକାଳୀନ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଏହାସହିତ ଅଧିକାରୀଙ୍କୁ ଷ୍ଟେସନ ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର…