Author: Nirvay

Cyclone Montha Update: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଏକ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସ୍ଥିତି ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭାଗୀୟ…

Cyclone Montha Alert: ଅବପାତରେ ପରିଣତ ହେଲା ଲଘୁଚାପ

ସୃଷ୍ଟି ହେଲା ଅବପାତ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେଇଛି । ଏହା ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ…

Kalamandal Auditorium Project: ନିର୍ମାଣାଧୀନ ‘କଳାମଣ୍ଡଳ’ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି । ସୂଚନାଯୋଗ୍ୟ ଯେ, ଭୁବନେଶ୍ୱରର ସୈନିକ…

Odisha Police Constable Recruitment: ରାଜ୍ୟରେ ପୂରଣ ହେବ ୪୨୧୯ କନଷ୍ଟେବଳ ପଦବୀ

ଓଡ଼ିଶାରେ ପୋଲିସରେ ଖାଲି ଥିବା ୪୨୧୯ କନେଷ୍ଟବଳ ପଦବୀ ପୂରଣ ପାଇଁ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଦିନ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି । ସିଧାସଳଖ ନିଯୁକ୍ତ ହେବେ ୪୨୧୯ ପୋଲିସ କନଷ୍ଟେବଲ…

Pitabash Panda Murder Case: ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି

ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି…

Railway Track Reels, Selfies: ପୂର୍ବତଟ ରେଳପଥର କଡ଼ା ଚେତାବନୀ: ଟ୍ରାକ୍ ନିକଟରେ କିମ୍ବା ଟ୍ରେନ୍‌ରେ ସେଲ୍‌ଫି ନେଲେ ହେବ କାର୍ଯ୍ୟାନୁଷ୍ଠାନ

ପୂର୍ବତଟ ରେଳପଥ ଜନସାଧାରଣଙ୍କୁ ବିଶେଷକରି ଯୁବପିଢ଼ି ଏବଂ ସାମାଜିକ ଗଣମାଧ୍ୟମ ରୁଚିଶୀଳମାନଙ୍କୁ ରେଳପଥ ଉପରେ, ଟ୍ରାକ୍ ନିକଟରେ କିମ୍ବା ଚାଲୁଥିବା ଟ୍ରେନ୍‌ର ଫୁଟବୋର୍ଡ କିମ୍ବା ଛାତ ଉପରେ ଭିଡିଓ ସୁଟିଂ କରିବା କିମ୍ବା “ରିଲ୍‌” ତିଆରି କରିବାର ମାରାତ୍ମକ ଏବଂ ବେଆଇନ…

Vedanta to invest in Odisha: ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ନିବେଶ କରିବ ବେଦାନ୍ତ; ସୃଷ୍ଟି ହେବ ୧ ଲକ୍ଷରୁ ଅଧିକ ନିଯୁକ୍ତି ସୁଯୋଗ

ଆଜି ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି । ଏହି ଆଲୋଚନାରୁ ଜଣାଯାଇଛି ଯେ, ଆଗାମୀ ଦିନରେ ବେଦାନ୍ତ…

ନୂଆପଡ଼ାରେ ୨୫ ତାରିଖ ପରେ ଦମ ଦେଖାଇବ ବିଜେପି

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି । ଏସବୁ ଭିତରେ ବିଜେଡିର ବିକ୍ରମ ପଣ୍ଡାଙ୍କ ଗିରଫଦାରୀ ଏକ ନୂଆ ମୋଡ଼ ନେଇପାରେ । ଅନ୍ୟପକ୍ଷରେ ନୂଆପଡ଼ାରେ ଆସନ୍ତା ୨୫ ତାରିଖ ପରେ ବିଜେପି ତାର ଦମ ଦେଖାଇବ ।…

ହତ୍ୟା ଅଭିଯୁକ୍ତଙ୍କୁ କାହିଁକି ସୁରକ୍ଷା ଦେଉଛି ବିଜେଡି ?

ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଗିରଫ ହୋଇଛନ୍ତି । ତେବେ ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଫସାଇ ଦିଆଯାଇଥିବା ଓ ଏଥିପାଇଁ ସରକାର ଓ…

School Closure Plans: ରାଜ୍ୟରେ ନୂତନ ସ୍କୁଲ ବନ୍ଦ/ମିଶ୍ରଣ ଖବର ସମ୍ପୁର୍ଣ୍ଣ ଭିତ୍ତିହୀନ

ରାଜ୍ୟରେ ନୂତନ ଭାବେ ସ୍କୁଲ ବନ୍ଦ କିମ୍ବା ମିଶ୍ରଣ ହେବାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେଉଥିବା ଖବର ସମ୍ପୁର୍ଣ୍ଣ ଭିତ୍ତିହୀନ ବୋଲି କହିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ସଂଖ୍ୟା ୫୪୬୫…