Author: Nirvay

ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିଯୁକ୍ତ

ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରିଛନ୍ତି । ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଓଡ଼ିଶା ପ୍ରଦେଶ…

ପରୀକ୍ଷା ପେ’ ଚର୍ଚ୍ଚା ମାଧ୍ୟମରେ ପରୀକ୍ଷାର୍ଥୀଙ୍କୁ ମୋଦିଙ୍କ ଟିପ୍ସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ’ ଚର୍ଚ୍ଚାର ଅଷ୍ଟମ ସଂସ୍କରଣରେ ଆଜି ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକମାନଙ୍କ ସହ ପରୀକ୍ଷା ପ୍ରସ୍ତୁତି, ଚାପ ପରିଚାଳନା ଏବଂ ବ୍ୟକ୍ତିଗତ ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି । ଛାତ୍ରଛାତ୍ରୀଙ୍କୁ ସମ୍ୱୋଧିତ କରି ଲେଖିବା ଅଭ୍ୟାସ…

କାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ମହିଳା ଜନ ଶୁଣାଣି କାର୍ଯ୍ୟକ୍ରମ

ତୃଣମୂଳ ସ୍ତରରେ ମହିଳାମାନଙ୍କ ସହ ଜଡିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ କାଲି ଅନୁଷ୍ଠିତ ହେବ ମହିଳା ଜନ ଶୁଣାଣି କାର୍ଯ୍ୟକ୍ରମ । ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନର ଏକାମ୍ର ହଲରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକରଙ୍କ ଉପସ୍ଥିତିରେ ମହିଳା…

ଗନ୍ଧମାର୍ଦ୍ଦନ ପର୍ବତର ସୁରକ୍ଷା ପାଇଁ ଅମିତ ଶାହଙ୍କୁ ଚିଠି ଲେଖିଲେ ସାଂସଦ ପ୍ରଦୀପ ପୁରୋହିତ

ଗନ୍ଧମାର୍ଦ୍ଦନ ପର୍ବତର ସୁରକ୍ଷା ପାଇଁ ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ଗନ୍ଧମାର୍ଦ୍ଦନ ସହ ଐତିହାସିକ, ସାଂସ୍କୃତିକ, ଧାର୍ମିକ ଭାବାବେଗ ରହିଛି । ଠାରେ ବକ୍ସାଇଟ୍‌, ଚୁନ ପଥର, ଗ୍ରେନାଇଟ୍‌ ଆଦି ଭରି…

ଭ୍ରଷ୍ଟ ସରକାର ବିରୋଧରେ ଅସନ୍ତୋଷର ବିସ୍ଫୋରଣ ହୋଇଛି: ମନମୋହନ ସାମଲ

ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ଐତିହାସିକ ବିଜୟ ଲାଭ ପାଇଁ ବିଜେପି କାର୍ଯ୍ୟକର୍ତାଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ…

ଫେବୃଆରୀ ୧୦ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆଗାମୀ ଫେବୃଆରୀ ୧୦ ତାରିଖ (ସୋମବାର) ଦିନ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା…

ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ମୋଦିଙ୍କ ସମ୍ବୋଧନ; କହିଲେ ଆପ୍‌ଦାରୁ ମୁକ୍ତ ହେଲା ଦିଲ୍ଲୀ

ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟ ମୁକୁଟ ପିନ୍ଧିବା ପରେ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି । ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ସମ୍ବୋଧନ ଦେଇ ବିଜୟ ପାଇଁ ଦିଲ୍ଲୀବାସୀଙ୍କୁ କୃତଜ୍ଞତା ଜଣାଇବା ସହ ଶେଷରେ ଆପ୍‌ଦାରୁ…

ଅଧିକ ଚିକିତ୍ସା ପାଇଁ ଏୟାରଲିଫ୍ଟ ହେବେ ଅଭିନେତା ଉତ୍ତମ ମହାନ୍ତି: ବାବୁସାନ

ଓଲିଉଡ ଅଭିନେତା ଉତ୍ତମ ମହାନ୍ତିଙ୍କ ଅବସ୍ଥା ଗୁରୁତର ଥିବାବେଳେ ସେ ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ କିମ୍ସ ହସ୍ପିଟାଲରେ ଆଇୟିୟୁରେ ଚିକିତ୍ସାଧୀନ ଅଛନ୍ତି । ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଗୁରଗାଓଁର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯିବା ନେଇ…

ଦିଲ୍ଲୀରେ ବିଜୟ ପରେ ବୈଜୟନ୍ତ ଧନ୍ୟବାଦର ପାତ୍ର ବୋଲି କହିଲେ ମନମୋହନ

ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର ବୋଲି କହିଛନ୍ତି । କେନ୍ଦ୍ରପଡା ସାଂସଦ ବୈଜୟନ୍ତ ପଣ୍ଡା ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି ।…

୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଅନ୍ତୋଦୟ ଗୃହ ଯୋଜନାରେ ମିଳିବ ପକ୍କା ଘର

ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଅନ୍ତୋଦୟ ଗୃହ ଯୋଜନାର ନିୟମକୁ କୋହଳ କରିବା ସହ ଆଗାମୀ ୩ବର୍ଷରେ ୨.୨୫ଲକ୍ଷ…