Author: Nirvay

ତିନି ଘରୋଇ ବ୍ୟାଙ୍କକୁ ଅଣତାଲିକାଭୁକ୍ତ କଲେ ରାଜ୍ୟ ସରକାର

ତିନିଟି ଘରୋଇ ବ୍ୟାଙ୍କକୁ ଅଣତାଲିକାଭୁକ୍ତ କଲେ ରାଜ୍ୟ ସରକାର । ସରକାରୀ ତାଲିକାରୁ ବାଦ ପଡ଼ିଲେ HDFC, ICICI ଓ AXIS ବ୍ୟାଙ୍କ । ଏଣିକି ଆକ୍ସିସ, ଏଚଡିଏଫସି, ଆଇସିଆଇସିଆଇ ବ୍ୟାଙ୍କ ସହ ସରକାର ଆର୍ଥିକ କାରବାର କରିବେନି । ଏହି…

ଇଣ୍ଡିଗୋ ବିମାନର ମଝି ଆକାଶରେ ସରିଲା ଇନ୍ଧନ, ବେଙ୍ଗାଲୁରୁରେ ଜରୁରୀ ଅବତରଣ

ଏୟାର ଇଣ୍ଡିଆ ଦୁର୍ଘଟଣା ପରେ ପୁଣି ମଝି ଆକାଶରେ ଆତଙ୍କ ଦେଖାଦେଇଛି । ମଝି ଆକାଶରେ ବିମାନର ଇନ୍ଧନ ସରିଯିବାରୁ ବାଧ୍ୟହୋଇ ଗୌହାଟୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନ ବେଙ୍ଗାଲୁରୁରେ ଜରୁରୀକାଳୀନ ଅବତରଣ କରିଥିଲା । ଏହି ଇଣ୍ଡିଗୋ ବିମାନରେ ୧୬୮…

ରାଜ୍ୟରେ ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ ଥିବା କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସମୀକ୍ଷା କରିଛନ୍ତି । ରାଜ୍ୟରେ ପରିସ୍ଥିତି…

ଆସନ୍ତା ୨୫ ରୁ ଓଡ଼ିଶା ପର୍ଯ୍ୟଟନ କନ୍‌କ୍ଲେଭ୍‌-୨୦୨୫

ଓଡ଼ିଶା ହୋଟେଲ ଓ ରେଷ୍ଟୁରାଷ୍ଟ ସଂଘ (ହାରୋ) ପକ୍ଷରୁ ଜୁନ୍ ୨୫ ତାରିଖରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଓଡ଼ିଶା ପର୍ଯ୍ୟଟନ କନ୍‌କ୍ଲେଭ୍‌-୨୦୨୫ । ଓଡ଼ିଶା ପର୍ଯ୍ୟଟନ କନ୍‌କ୍ଲେଭ୍‌ରେ ପର୍ଯ୍ୟଟନ ଓ ଶିଳ୍ପ ଜଗତର ଖ୍ୟାତନାମା ବ୍ୟକ୍ତିବିଶେଷ, ପ୍ରଶାସକ ଓ ସରକାରୀ…

ଓଡିଶା ଛାଡିବ ୱାରୀ ଏନର୍ଜି ଲିମିଟେଡ୍

ଦେଶର ଅଗ୍ରଣୀ ସୋଲାର ଏନର୍ଜି କମ୍ପାନୀ ୱାରୀ ଏନର୍ଜି ଲିମିଟେଡ୍, ଢେଙ୍କାନାଳରେ ପ୍ରସ୍ତାବିତ ସମନ୍ୱିତ ସୌରଶକ୍ତି କାରଖାନା କରିବା ଯୋଜନାରୁ ଓହରିଯାଇଛି । ପ୍ରକଳ୍ପ କାର୍ଯ୍ୟାନ୍ୱୟନରେ ବିଳମ୍ବ ଯୋଗୁଁ ୱାରୀ ଏନର୍ଜି ଏହି ପଦକ୍ଷପ ନେଇଥିବା ସ୍ପଷ୍ଟ କରିଛି ।ଅନ୍ୟ ସ୍ଥାନରେ…

୩ କ୍ରିଉ ସଦସ୍ୟଙ୍କୁ ବହିଷ୍କାର ପାଇଁ ଏୟାର ଇଣ୍ଡିଆକୁ DGCAର ନିର୍ଦ୍ଦେଶ

ଗୁଜରାଟର ଅହମ୍ମଦାବାଦରେ ଘଟିଥିବା ବିମାନ ଦୁର୍ଘଟଣା ମାମଲା ପରେ ବଡ଼ ଆକ୍ସନ ନେଇଛି ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA)। ଅହମ୍ମଦାବାଦ ଭୟଙ୍କର ବିମାନ ଦୁର୍ଘଟଣା ମାମଲା ପରେ ୩ କ୍ରିଉ ସଦସ୍ୟଙ୍କୁ ବହିଷ୍କାର ପାଇଁ ଏୟାର ଇଣ୍ଡିଆକୁ DGCA ନିର୍ଦ୍ଦେଶ ଦେଇଛି…

ଆଜି ତୃତୀୟ ଦିନରେ ନବ ଦାସଙ୍କ ଘରେ ଆଇଟି ଚଢ଼ଉ ଜାରି

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଜି ତୃତୀୟ ଦିନରେ ଜାରି ରହିଛି ଆୟକର ଚଢ଼ାଉ । ସମ୍ବଲପୁରର ମୁଦିପଡ଼ା ଘର ସମେତ ୪ଟି ସ୍ଥାନରେ ଚାଲିଛି ରେଡ୍ । ଘର ସମେତ ବ୍ୟବସାୟିକ ପ୍ରତିଷ୍ଠାନରେ ବି ଚଢ଼ାଉ ଚାଲିଛି ।…

ବିଶାଖାପାଟଣାରୁ ଅନ୍ତର୍ଜାତୀୟ ଯୋଗ ଦିବସର ନେତୃତ୍ୱ ନେଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ସାରା ବିଶ୍ୱ ପାଳୁଛି ଯୋଗ ଦିବସ । ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ଯୋଗ ଦିବସର ନେତୃତ୍ୱ ନେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବିଶାଖାପାଟଣା ବେଳାଭୂମିରେ ୩…

ଓଡ଼ିଶାରେ ଯୋଗ ଉତ୍ସବ; ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଦିଲ୍ଲୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ

ଗୋପାଳପୁର ଗଣଦୁଷ୍କର୍ମ ଘଟଣା ପରେ, ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଏବଂ ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ମହିଳା ନେତ୍ରୀ ଓ ବିଧାୟିକା । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ…