Author: Nirvay

ପଦ୍ମ ପୁରସ୍କାର-୨୦୨୫ ବିଜେତାଙ୍କ ପ୍ରଥମ ତାଲିକା ଘୋଷଣା କଲେ କେନ୍ଦ୍ର ସରକାର

ଗଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ ଆଜି ପଦ୍ମଶ୍ରୀ ପୁରସ୍କାର ବିଜେତାଙ୍କ ପ୍ରଥମ ତାଲିକା ଘୋଷଣା କରିଛନ୍ତି କେନ୍ଦ୍ର ସରକାର । କଳା, ସାହିତ୍ୟ, ଶିକ୍ଷା, କ୍ରୀଡା, ଔଷଧ ଏବଂ ସମାଜ ସେବା ଆଦି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି…

ଗଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯେ, ଆଜି ଆମେ ପ୍ରଥମେ ସେହି ବୀର ଆତ୍ମାମାନଙ୍କୁ ସ୍ମରଣ କରିବା ଉଚିତ, ଯେଉଁମାନେ ମାତୃଭୂମିକୁ ବିଦେଶୀ ଶାସନର ବନ୍ଧନରୁ ମୁକ୍ତ…

ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ନୂଆ ନିୟମ, ପ୍ରବେଶ ପାଇଁ ଅନ୍‌ଲାଇନ ଆବେଦନ ବାଧ୍ୟତାମୂଳକ

ପର୍ଯ୍ୟଟକ କ୍ଷେତ୍ରରେ ସ୍ୱଚ୍ଛତା ଓ ପାରଦର୍ଶିତା ଆଣିବାକୁ ଏଣିକି ମୟୂରଭଞ୍ଜ ଜିଲ୍ଲା, ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ଫେବୃଆରୀ ପହିଲା ଠାରୁ ଲାଗୁ ହେବ ନୂଆ ନିୟମ । ଯେଉଁ ପର୍ଯ୍ୟଟକ ମାନେ ଶିମିଳିପାଳ ବୁଲିବାକୁ ଯିବା…

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କାରଣରୁ ୧୧ ଜଣ ମିଲରଙ୍କୁ ଜିଲ୍ଲା ପ୍ରଶାସନର କାରଣ ଦର୍ଶାଅ ନୋଟିସ

ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର…

ଓସ୍କାର-୨୦୨୫ ନୋମିନେସନରେ ସ୍ଥାନ ପାଇଲା ‘ଅନୁଜା’

ଆଜି ସମ୍ମାନଜନକ ଓସ୍କାର-୨୦୨୫ ପାଇଁ ଶ୍ରେଷ୍ଠ ଚଳଚ୍ଚିତ୍ରଠାରୁ ଶ୍ରେଷ୍ଠ ନିର୍ଦ୍ଦେଶକ ପର୍ଯ୍ୟନ୍ତ ଅନେକ ବର୍ଗରେ ନୋମିନେସନ ତାଲିକା ପ୍ରକାଶ ପାଇଛି । ଗୁନୀତ ମୋଙ୍ଗା ଓ ପ୍ରିୟଙ୍କା ଚୋପ୍ରା ପ୍ରଯୋଜିତ ଆମେରିକୀୟ-ହିନ୍ଦୀଭାଷୀ ସର୍ଟ ଫିଲ୍ମ ‘ଅନୁଜା’ ଶ୍ରେଷ୍ଠ ଲାଇଭ୍ ଆକ୍ସନ ସର୍ଟ…

ରାଜ୍ୟରେ ପ୍ରତିଷ୍ଠା ହେବ ହାଇ ଇମ୍ପାକ୍ଟ ସେମି କଣ୍ଡକ୍ଟର କାରଖାନା

ଓଡିଶାକୁ ବଡ ଆଇଟି ହବରେ ପରିଣତ କରାଯିବ । ରାଜ୍ୟରେ ପ୍ରତିଷ୍ଠା ହେବ ହାଇ ଇମ୍ପାକ୍ଟ ସେମି କଣ୍ଡକ୍ଟର କାରଖାନା । ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ । RiR କମ୍ପାନୀ ଏହା ପ୍ରତିଷ୍ଠା କରିବ ।…

ଗଠନ ହେଲା ଷଷ୍ଠ ଅର୍ଥ କମିଶନ; ଅବସରପ୍ରାପ୍ତ ଆଇଏଏସ୍ ଅରୁଣ ପଣ୍ଡା ହେଲେ ଅଧ୍ୟକ୍ଷ

ରାଜ୍ୟ ସରକାର ଆଜି ଷଷ୍ଠ ଅର୍ଥ ଆୟୋଗର ଗଠନ କରିଛନ୍ତି । ଏହି ୫ଜଣ ସଦସ୍ୟ ବିଶିଷ୍ଟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି । ଆୟୋଗର ଅନ୍ୟ ସଦସ୍ୟମାନେ ହେଉଛନ୍ତି…

ନୂଆପଡା ସୀମାନ୍ତରେ ହୋଇଥିବା ଏନ୍‌କାଉଣ୍ଟରରେ ମାଓବାଦୀଙ୍କ ମୃତ୍ୟୁସଂଖ୍ୟା ୧୬କୁ ବୃଦ୍ଧି

ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଆଉ ୨ ମାଓବାଦୀଙ୍କ ମୃତଦେହ ମିଳିଛି । ମିଳିଥିବା ସୂଚନା ଅନୁଯାୟୀ ଜଣେ ପୁରୁଷ ଓ ଜଣେ ମହିଳା ମାଓବାଦୀଙ୍କ ମୃତଦେହ ମିଳିଛି । ଏହା ସହିତ ଏନ୍‌କାଉଣ୍ଟରରେ…

ରାଜ୍ୟ ସରକାର ଧାନ କିଣାରେ ମିଲର ମାଲିକଙ୍କ ରାଜୁତି ଶେଷ କରିଦେଇଥିବାରୁ ବିଜେଡି ଛାନିଆ: ବିଜେପି

ଧାନ କିଣାରେ ରାଜ୍ୟ ସରକାର ମିଲର ମାଲିକଙ୍କ ରାଜୁତି ଖତମ କରିଦେଇଥିବାରୁ ଛାନିଆ ହୋଇଯାଇଛି ବିଜେଡି । ଏହାପରେ ଧାନ କିଣା ପ୍ରକ୍ରିୟା ଫେଲ କରାଇବା ପାଇଁ ମିଲରମାଲିକଙ୍କୁ ଆୟୁଧ କରି ଯେଉଁସବୁ ହୀନ ଉପାୟ କରୁଥିଲା ତାହା ପଦାରେ ପଡ଼ିଯାଇଛି…

କଣାସରେ ଡାଇରିଆ ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ପୁରୀ ଜିଲ୍ଲା, କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବା ଓ ଏଥିରେ ଲୋକଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି । ଏକ ସାମ୍ବାଦିକ ସମ୍ମିଳନୀରେ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା…