Author: Nirvay

Economic Region In Odisha: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଗଠନ ହେବ ଇକୋନୋମିକ୍ ରିଜିଅନ୍

ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ…

Bargarh Dhanu Jatra: ଆଜିଠୁ ଆରମ୍ଭ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଆଜିଠାରୁ ଆରମ୍ଭ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ୧୧ ଦିନ ଧରି ଚାଲିବ ମହାରାଜ କଂସଙ୍କ ରାଜୁତି । ଏଥିପାଇଁ ଚଳଚଞ୍ଚଳ ହୋଇଛି ବରଗଡ଼ ସହର । ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲ୍ଲୀ ସାଜିଛି ଗୋପପୁର । ରାଜକୀୟ ଶୋଭାଯାତ୍ରାରେ…

Baraputra Aitihya Gram Yojana: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହି ବୈଠକରେ ‘ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା…

Chandabali Shame: ଚାନ୍ଦବାଲି ଦୁଷ୍କର୍ମ ଘଟଣାରେ ମନମୋହନ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ ବୋଲି କଂଗ୍ରେସ ପ୍ରଶ୍ନ କରିଛି

ଚାନ୍ଦବାଲିରେ ଘଟିଥିବା ଲୋମହର୍ଷଣକାରୀ ଦୁଷ୍କର୍ମ ଏବଂ ହତ୍ୟା ଉପରେ କଂଗ୍ରେସ ଭବନଠାରେ ସାମ୍ବାଦିକ ସମ୍ମିଳନୀ ଆୟୋଜନ ହୋଇଥିଲା । ବିଜେପି ସଭାପତି ମନ ମୋହନ ସାମଲ ନିଜ ନିର୍ବାଚନ ମଣ୍ଡଳୀରେ ଘଟିଥିବା ଦୁଷ୍କର୍ମ ଘଟଣାକୁ ନେଇ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ…

Odisha Politics: ମିଛ ତଥ୍ୟ ଦେଇ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି ଯୋଗାଣମନ୍ତ୍ରୀ: ବିଜେଡି

ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ୍ ମହାନ୍ତି କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟର ଚାଷୀମାନଙ୍କୁ ଧାନ ସଂଗ୍ରହ ବାବଦରେ ମିଛ ତଥ୍ୟ ଦେଇ ଭୂଆଁ ବୁଲାଉଛନ୍ତି ।…

Odisha Politics: ଶଙ୍ଖ ଭବନରେ ବିଜେଡି ମହିଳା ନେତ୍ରୀଙ୍କ ବୈଠକ

ଆଜି ଭୁବନେଶ୍ଵରରେ ଶଙ୍ଖ ଭବନ ଠାରେ ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆ ଓ ବରିଷ୍ଠ ନେତ୍ରୀ ତଥା ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଦଳର ବରିଷ୍ଠ ମହିଳା ନେତ୍ରୀ ମାନଙ୍କର ବୈଠକ ଅନୁଷ୍ଠିତ ହୋଇଛି ।…

Tribes Advisory Council: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଜନଜାତି ଉପଦେଷ୍ଟା ମଣ୍ଡଳୀର ୧୮ ଜଣ ସଦସ୍ୟ ଉପସ୍ଥିତ ଥିଲେ । ବୈଠକରେ…

Bhakta Das: ମୁଁ ଦଳିତ କିନ୍ତୁ ସଦା ଆଦିବାସୀଙ୍କ ପାଇଁ ଲଢ଼ିଛି ଓ ଲଢ଼ୁଛି: ଭକ୍ତ ଦାସ

ମାଲକାନଗିରି ଜିଲ୍ଲାର ରାକାଲଗୁଡାକୁ କଂଗ୍ରେସ ଦଳର ବିଶିଷ୍ଟ ନେତୃବୃନ୍ଦଙ୍କ ସହିତ ପିସିସି ସଭାପତି ଭକ୍ତ ଚରଣ ଦାସ ପରିଦର୍ଶନ କରିବା ସହ ସାଧାରଣ ସଭାରେ ଉଦବୋଧନ ଦେଇଥିଲେ ତଥା ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ । ରାକାଲଗୁଡା ସଭାରେ ସଭାପତି ଦାସ…

Medical Colleges & Hospitals In Odisha: ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏହି ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା…

National Farmers Day: ଧାନକିଣା ପ୍ରସଙ୍ଗରେ ବିଜେପି ଉପରେ ବର୍ଷିଲା ବିଜେଡି

ଧାନ କିଣାକୁ ନେଇ ରାଜ୍ୟର ଚାଷୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ କରି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ପ୍ରମିଳା…